Latest Odisha News

BREAKING NEWS

Browsing Category

ରାଜନୀତି

ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ

ଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ  ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର…

ମୁଫତି ଡାକିଲେ ସର୍ବଦଳିୟ ବୈଠକ

ଶ୍ରୀନଗର: ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟି (ପିଡିପି) ସଭାପତି ମେହବୁବା ମୁଫତି  ସର୍ବଦଳିୟ ବୈଠକ ଡାକିଛନ୍ତି  ।  ରାଷ୍ଟ୍ରୀୟ ସମ୍ମିଳନୀ (ଏନସି) ନେତା ଫାରୁକ୍ ଅବଦୁଲ୍ଲାଙ୍କୁ ଜାମ୍ମୁ କାଶ୍ମୀରରେ ଏକ ସର୍ବଦଳୀୟ ବୈଠକ  ଡକାଇବାକୁ ମେହବୁବା ଅନୁରୋଧ କହିଛନ୍ତି। ସର୍ବଦଳୀୟ ବୈଠକ ଡକାଇବାର…

ବନ୍ୟାଞ୍ଚଳ ପାଇଁ  ରିଲିଫ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି,…

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବେ ଶାହନବାଜ୍ ହୁସେନ

ଦିଲ୍ଲୀ: ବିଜେପିର ସଂଖ୍ୟାଲଘୁ ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶାହନବାଜ୍ ହୁସେନଙ୍କୁ ଗିରଫ କରିବ ଦିଲ୍ଲୀ ପୋଲିସ । ଶାହନବାଜ୍ ହୁସୈନଙ୍କ ବିରୋଧରେ ଯଥାଶୀଘ୍ର ଦୁଷ୍କର୍ମ ମାମଲା ଦାଏର କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ  । ଦିଲ୍ଲୀ…

୧୦ଟି ସନ୍ତାନ ଜନ୍ମ କଲେ ପୁରସ୍କାର ଦେବେ ପୁଟିନ

ମସ୍କୋ: ଜନସଂଖ୍ୟାର ବିସ୍ପୋରଣ ବିଶ୍ବ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି । ଜାତିସଂଘର ତଥ୍ୟରୁ ଜଣାପଡିଛି ଯେ ୨୦୨୦ ସୁଦ୍ଧା ବିଶ୍ବର ଜନସଂଖ୍ୟା ୭.୭ ବିଲିୟନ( ୭୭୫.୨୮ କୋଟିରୁ ଅଧିକ ) ଅତିକ୍ରମ କରିଛି। ୨୦୫୦ ବେଳକୁ ବିଶ୍ବର ଜନସଂଖ୍ୟା ପ୍ରାୟ ୯.୮ ବିଲିୟନ ହୋଇଯାଇଥିବ। ଜନସଂଖ୍ୟା ବୃଦ୍ଧି…

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅପରାହ୍ନ ସାଢେ ତିନିଟା ବେଳେ  ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟାସ୍ଥିତି ଅନୁଧ୍ୟାନ କରିବେ । ସେହିଜିଲ୍ଲା ଗୁଡିକ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ଏହି…

ବାଦ ପଡିଲେ ଗଡକରୀ, ଯୋଡି ହେଲେ ୟେଦୁରପ୍ପା; ବିଜେପିରେ କିଛି ଠିକ ଚାଲୁନଥିବା ରାଜନୈତିକ ମହଲରେ ଚର୍ଚ୍ଚା

ନୂଆଦିଲ୍ଲୀ: ବିଜେପି ସଂସଦୀୟ ବୋର୍ଡରେ ହୋଇଛି ବଡଧରଣର ପରିବର୍ତ୍ତନ। ସଂସଦୀୟ ବୋର୍ଡ ରୁ ବିଜେପିର ପୂର୍ବତନ ରାଷ୍ଟୀୟ ଅଧ୍ଯକ୍ଷ ତଥା ବର୍ତ୍ତମାନର କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରି ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଙ୍କୁ ବାଦ ଦେଇଛନ୍ତି ରାଷ୍ଟୀୟ ଅଧ୍ଯକ୍ଷ ଜେପି ନଡ୍ଡା ।…

ବନ୍ୟା ପରିଚାଳନାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ବର: ରାଜ୍ଯ ସରକାର ବନ୍ୟା ଆସୁଥିବାର ସ୍ବୀକାର କରିଛନ୍ତି। ଏସଆରସିଙ୍କ ସୁଚନା ଅନୁସାରେ ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି  ।ତଳିଆ ଅଞ୍ଚଳରେ ଘାଇ ସୃଷ୍ଟିହୋଇ ୩୦୦ରୁ ଉର୍ଦ୍ଧ ଗାଁ ବାହ୍ଯଜଗତରୁ ବିଚ୍ଛିନ୍ନ ହୋଇଛି  । ଏହିଭଳି ସ୍ଥିତିରେ ବନ୍ଯା ଅଞ୍ଚଳର ଳୋକମାନଙ୍କ ଦୁଖଃ ସୁଖରେ ଛିଡା…

ନୀତୀଶଙ୍କ ସହ ମେଣ୍ଟରୁ ଭୁଲ୍ ଶିଖିଲା ବିଜେପି, ସହଯୋଗୀ କିପରି ହେବେ ତିଆରି କରୁଛି ରଣନୀତି ?

ନୂଆଦିଲ୍ଲୀ: ଏନଡିଏ ଛାଡି ଅନେକ ଆଞ୍ଚଳିକ ଦଳ ଅନ୍ୟ ଦଳ ସହ ମେଣ୍ଟ କରୁଛନ୍ତି। ବିଜେପି ଗୋଟିଏ ବଡ ପାର୍ଟି ହୋଇସାରିଛି। ତେଣୁ ବିଜେପି ସହ ମେଣ୍ଟରେ ରହିବା ଦ୍ୱାରା ଆଞ୍ଚଳିକ ଦଳ ପତିଆରା ବିସ୍ତାର କରିପାରୁନି। ତେଣୁ ବିଜେପି ଛାଡି ଟିଡିପି, ଶିବସେନା (ଉଦ୍ଧବ ଗୋଷ୍ଠୀ), ଅକାଳୀ ଦଳ, ଜେଡିୟୁ…

ମହଙ୍ଗା ମାଡ଼ ଓ ବେରୋଜଗାର ବିରୋଧୀ ଅଭିଯାନ ପାଇଁ କଂଗ୍ରେସର ପ୍ରସ୍ତୁତି

ଭୁବନେଶ୍ୱର: ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଦର ଅହେତୁକ ବୃଦ୍ଧି ଘଟିଛି । ଉତ୍କଟ ବେକାରୀ ସମସ୍ୟା ଓ ଅର୍ଥନୀତିକୁ ଭୁଲ ବାଟରେ ପରିଚାଳନା କରିବା ଯୋଗୁଁ ଆଜି ସାରା ଭାରତ ବର୍ଷରେ ଏକ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କହିଛି । ଏହି କିଛି ଦିନ ତଳେ କେନ୍ଦ୍ର…