Latest Odisha News

BREAKING NEWS

Browsing Category

ରାଜନୀତି

ଦିଶା ସାଲିଆନ ମୃତ୍ୟୁ ଘଟଣା; ଆଦିତ୍ୟ ଠାକରେଙ୍କ ବିରୋଧରେ ମାମଲା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ବାପା ସତୀଶ ସାଲିଆନ ଝିଅ ମୃତ୍ୟୁ ମାମଲାର ସାନି ତଦନ୍ତ ଦାବି କରିଛନ୍ତି। ସୂଚନା ଅନୁଯାୟୀ, ସେ ବୁଧବାର ବମ୍ବେ ହାଇକୋର୍ଟରେ ଏକ ଆବେଦନ ଦାଖଲ କରିଥିଲେ। ଆବେଦନରେ ଶିବସେନା (UBT) ନେତା ଆଦିତ୍ୟ…

ବିହାର ପାଇଁ କଂଗ୍ରେସ ମନରେ କ’ଣ ?

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ସ୍ଥିତି ମଜବୁତ କରିବାକୁ ଉଦ୍ୟମ କରୁଛି କଂଗ୍ରେସ । ପ୍ରଥମେ ବିହାରରେ ପ୍ରଭାରୀ ବଦଳାଇଥିଲା କଂଗ୍ରେସ ଆଉ ଏବେ ପ୍ରଦେଶ ଅଧ୍ୟକ୍ଷ ପରିବର୍ତ୍ତନ କରିଛି । ଅଖିଳେଶ ପ୍ରସାଦ ସିଂଙ୍କ ଜାଗାରେ ରାଜେଶ କୁମାରଙ୍କୁ ବିହାରର ପ୍ରଦେଶ…

ଦେଶର କୋଟିପତି ବିଧାୟକ, ଏମାନଙ୍କ ପାଖରେ ରହିଛି ସର୍ବାଧିକ ସମ୍ପତ୍ତି… 

ନୂଆଦିଲ୍ଲୀ: ଦେଶର ୨୮ଟି ରାଜ୍ୟ ଏବଂ ୩ଟି କେନ୍ଦ୍ରଶାସିତ ଅଞ୍ଚଳର ୪୦୯୨ ଜଣ ବିଧାୟକଙ୍କ ଆର୍ଥିକ ସତ୍ୟପାଠ ଅନୁଯାୟୀ, କିଛି ବିଧାୟକଙ୍କ ପାଖରେ ଶହ ଶହ କୋଟି ଟଙ୍କାର ସମ୍ପତ୍ତି ଅଛି। ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର)ର ରିପୋର୍ଟ ଅନୁଯାୟୀ ଦେଶର ବିଧାୟକମାନଙ୍କ ସମ୍ପତ୍ତିରେ…

‘କହ୍ନେୟା’ ଯାତ୍ରା…ବଳ ବଢାଇବ ନା ଚିନ୍ତା?

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ନିଯୁକ୍ତିକୁ କଂଗ୍ରେସର ଫୋକସ୍ । ବେକାରୀ ସମସ୍ୟା ନେଇ ଦଳ ଦେଇଛି ଯୁଦ୍ଧଂ ଦେହୀ ଡାକରା । ବିହାରରେ କଂଗ୍ରେସର ପଳାୟନ ରୋକ, ଚାକିରି ଦିଅ ଯାତ୍ରା । ଯୁବ କଂଗ୍ରେସ ଓ ଏନଏସୟୁଆଇ ଦ୍ବାରା ପଦଯାତ୍ରା ଆରମ୍ଭ କରାଯାଇଛି । ଯାତ୍ରାରେ ଫୋକସରେ…

ଫିଲ୍ମ ଛାଭା ପାଇଁ ଔରଙ୍ଗଜେବଙ୍କ ପ୍ରତି ଜନଆକ୍ରୋଶ ବଢୁଛି: ଫଡନାଭିସ୍

ମୁମ୍ବାଇ: ଫିଲ୍ମ ଛାଭା ପାଇଁ ମହାରାଷ୍ଟ୍ରରେ ଔରଙ୍ଗଜେବଙ୍କ ପ୍ରତି ଜନସାଧାରଣଙ୍କ ଆକ୍ରୋଶ ବଢୁଛି। ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍। ଛାଭା ଚଳଚ୍ଚିତ୍ର ପରେ ଔରଙ୍ଗଜେବଙ୍କ ବିରୁଦ୍ଧରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ମହାରାଷ୍ଟ୍ରକୁ ଶାନ୍ତ ରଖିବାକୁ…

ବିଜେପିର ତୁଷ୍ଟିକରଣ ରାଜନୀତିର ପାଲଟା ଜବାବ ଦେଲେ ମମତା, କହିଲେ…

କୋଲକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ହୁଗଳିର ଫୁରଫୁରା ସରିଫରେ ଆୟୋଜିତ ଏକ ଇଫତାର ପାର୍ଟିରେ ଯୋଗ ଦେଇଥିଲେ । ଏହି ସମୟରେ, ସେ ଏପରି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ତୁଷ୍ଟିକରଣ ରାଜନୀତିକୁ ପ୍ରୋତ୍ସାହିତ କରୁଥିବା ବିଜେପିର ଅଭିଯୋଗର ପ୍ରତିଆକ୍ରମଣ କରିଥିଲେ । ସେ…

ଅଭିମାନ, ଅସନ୍ତୋଷ ନା କୋଣଠେସା ?

ଭୁବନେଶ୍ବର: ଋଷିଛନ୍ତି ଜୟନାରାୟଣ, ବୁଝାଇବ କଣ ବିଜେପି ବେଳକୁ ବେଳ ତାଙ୍କୁ ଅଣଦେଖା କରୁଥିବା ଚର୍ଚ୍ଚା ହେଉଛି । ବିଜେପି ସରକାର ଗଠନ ପରଠୁ ଦଳର ବରିଷ୍ଠ ନେତା ଜୟନାରାୟଣଙ୍କୁ ଦଳ କୋଣଠେସା କରିଥିବା ଅଭିଯୋଗ ହେଉଛି । ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ନିଷ୍ପତ୍ତି ହୋଇପାରିନଥିବା ବେଳେ…

ଆଗରେ ବସିବାର ଯୋଗ୍ୟତା ନାହିଁ; କାହିଁକି କ୍ଷୋଭ ପ୍ରକାଶ କଲେ ଜୟନାରାୟଣ..

ଭୁବନେଶ୍ୱର: ସାମ୍ବାଦିକଙ୍କ ପ୍ରଶ୍ନରେ କ୍ଷୋଭ ଝାଡ଼ିଲେ ବରିଷ୍ଠ ନେତା ଜୟନାରାୟଣ। ବଡ଼ ବଡ଼ିଆ ନେତାଙ୍କୁ ପଚାର, ଆମ ଭଳିଆ ଛୋଟକାଟିଆଙ୍କୁ କାହିଁ ପଚାରୁଛ। ସୂଚନା ଅନୁଯାୟୀ, ଆସନ୍ତା ୨୨ ତାରିଖରେ ଓଡିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଶାହଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ବୈଠକରେ…

ନକଲି ସାମ୍ବାଦିକଙ୍କ ଉପରେ ବର୍ଷିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ; କହିଲେ, ଉଲଗ୍ନ କରି… 

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ବିଧାନସଭାରେ ନକଲି ସାମ୍ବାଦିକମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ସମାଲୋଚନାକୁ ଗ୍ରହଣ କରିହେବ କିନ୍ତୁ ପରିବାର ସଦସ୍ୟ ମାନଙ୍କୁ ଟାର୍ଗେଟ କରିଲେ ଏହାକୁ ଆଦୌ…

ଧର୍ମପଦ କାହାଣୀରେ କାହାକୁ ନିଶାନା?

ଭୁବନେଶ୍ବର: ଗତ ବିଧାନସଭା ନିର୍ବାଚନରେ ବିପର୍ଯ୍ୟୟ ପରେ ଖରାପ ସମୟ ଦେଇ ଗତି କରୁଛି ବିଜେଡି। ବର୍ଷ ବର୍ଷ ଧରି ଚୁପ୍ ରହିିଥିବା ଦଳର ବରିଷ୍ଠ ନେତା ଏବେ ରାଜନୈତିକ ବୟାନ ଦେବାକୁ ପଛାଉ ନାହାନ୍ତି। କେନ୍ଦୁଝର ଖଣି ଦୁର୍ନୀତିକୁ ନେଇ ବରିଷ୍ଠ ନେତା ବଦ୍ରି ନାରାୟଣ ପାତ୍ର ମୁଖ୍ୟମନ୍ତ୍ରୀ…