Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡିର କାର୍ଯ୍ୟକାରିଣୀ ଘୋଷଣାରେ ବିଳମ୍ବ, ଅସନ୍ତୁଷ୍ଟଙ୍କ ଉପରେ ସମସ୍ତଙ୍କ ନଜର

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସଭାପତି ଭାବେ ନବୀନ ପଟ୍ଟନାୟକ ନବମ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଥର ପାଇଁ ନବୀନ ଦଳର ସଭାପତି ହୋଇଛନ୍ତି ଯେଉଁ ସମୟରେ ସେ କ୍ଷମତାରେ ଆଉ ନାହାନ୍ତି । ଏହାରି ଭିତରେ ବିଭିନ୍ନ କାରଣ ପାଇଁ ଦଳ ଆଭ୍ୟନ୍ତରୀରଣ କନ୍ଦଳର ସାମ୍ନା କରୁଛି । ତେଣୁ…

ବଲାଙ୍ଗୀର ରାଜନୀତିରେ ତାତି! କଂଗ୍ରେସ ନେତାଙ୍କ ଫ୍ୟାକ୍ଟ୍ରି ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବଲାଙ୍ଗୀର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଙ୍ଗୀର ଗସ୍ତ ରାଜନୈତିକ ମହଲରେ ନୂଆ ଚର୍ଚ୍ଚାକୁ ଜନ୍ମ ଦେଇଛି। ରବିବାର ସେ ବଲାଙ୍ଗୀରର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଘରେ ପହଞ୍ଚିଥିଲେ।…

ବରିଷ୍ଠ ସିପିଆଇ ନେତା ଦିବାକର ନାୟକଙ୍କ ଦେହାନ୍ତ, ପୈତୃକ ଗ୍ରାମରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ବରିଷ୍ଠ ସିପିଆଇ ନେତା ଦିବାକର ନାୟକଙ୍କର  ଭୁବନେଶ୍ୱରରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ  ୭୨ ବର୍ଷ ବୟସ ହୋଇଥିଲା। କିଛି ଦିନ ଧରି ସେ ଅସୁସ୍ଥ ଥିବାବେଳେ ଶନିବାର ରାତିରେ ଭୁବନେଶ୍ବରରେ ଥିବା ସିପିଆଇ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ ଭଗବତୀ ଭବନରେ ଶେଷ ନିଶ୍ୱାସ ତ୍ୟାଗ…

କାହିଁକି ଦିଲ୍ଲୀ ଡେପୁଟେସନରେ ଯିବେ ଆଇଏଏସ ନିକୁଞ୍ଜ ବିହାରୀ ଧଳ ?

ନୂଆଦିଲ୍ଲୀ: ଦିଲ୍ଲୀ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ୧୯୯୩ ବ୍ୟାଚର ଆଇଏଏସ ନିକୁଞ୍ଜ ଧଳଙ୍କୁ କେନ୍ଦ୍ର ସଂସଦୀୟ ବିଭାଗ ସଚିବ ଭାବେ ନିଯୁକ୍ତି ମିଳିଛି । ତେବେ ରାଜ୍ୟ ପ୍ରଶାସନର ଅନ୍ୟତମ ପ୍ରଭାବଶାଳୀ ଅଧିକାରୀ…

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି ଶଶି ବେହେରା, ଭୂପିନ୍ଦର ସିଂ, ନିରଞ୍ଜନ…

ନବମ ଥର ନବୀନ ହେବେ ସଭାପତି; ନୂଆ ରୂପ ନେବ ଦଳୀୟ ସଙ୍ଗଠନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେବେ ନବୀନ ପଟ୍ଟନାୟକ । ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରି ନଥିବାରୁ ପୁଣି ନବୀନ ନିର୍ଦ୍ବନ୍ଦ୍ବରେ ସଭାପତି ହେବା ନିଶ୍ଚିତ ହୋଇଛି । ଆଜି ନବୀନଙ୍କୁ ସଭାପତି ଭାବେ ବିଧିବଦ୍ଧ ଘୋଷଣା କରାଯିବ । ଦଳର ରାଜ୍ୟ ପରିଷଦ…

ବିହାର ନିର୍ବାଚନ: କାହିଁକି ମିଥିଳାଞ୍ଚଳକୁ ଫୋକସ୍?

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଚର୍ଚ୍ଚାର କେନ୍ଦ୍ର ପାଲଟିଛି ମିଥିଳାଞ୍ଚଳ । ନୀତିଶ କୁମାରଙ୍କ ନେତୃତ୍ବାଧୀନ ଶାସକ ଏନଡିଏ ହେଉ କି ବିରୋଧୀ ମହାଗଠବନ୍ଧନ, ସବୁ ଦଳର ଫୋକସରେ ରହିଛି ବିହାରର ଏହି ଅଞ୍ଚଳ । ମିଥିଳାଞ୍ଚଳର ଝଞ୍ଜାରପୁରରୁ ବିହାର ନିର୍ବାଚନ ପାଇଁ…

ନବମ ଥର ନବୀନ…ଆଗରେ ଏସବୁ ଚ୍ୟାଲେଞ୍ଜ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେବେ ନବୀନ ପଟ୍ଟନାୟକ । ନବୀନଙ୍କ ଛଡା ଆଉ କେହି ନାମାଙ୍କନ ଭରିନଥିବାରୁ ସେ ନିର୍ଦ୍ବନ୍ଦ୍ବରେ ସଭାପତି ହେବା ଏକପ୍ରକାର ନିଶ୍ଚିତ ହୋଇଛି । ତେବେ ଅପ୍ରତିଦ୍ବନ୍ଦ୍ବୀ ନବୀନଙ୍କ ଆଗରେ ଏଥର ଅନେକ ଚ୍ୟାଲେଞ୍ଜ । ୨୪ବର୍ଷ ଧରି କ୍ଷମତାରେ…

ଆସନ୍ତାକାଲି ନବମ ଥର ପାଇଁ ସଭାପତି ଭାବେ ଦାୟିତ୍ୱ ନେବେ ନବୀନ

ଭୁବନେଶ୍ୱର: ଆସନ୍ତାକାଲି ନବମ ଥର ପାଇଁ ସଭାପତି ଦାୟିତ୍ୱ ନେବେ ନବୀନ। ଏହି ଦାୟିତ୍ଵ ନେବା ପରେ ଦଳକୁ କି ଆହ୍ଵାନ ଦେବେ ତାହା ଉପରେ ସମସ୍ତଙ୍କର ନଜର। ତେବେ ଦଳକୁ କ’ଣ ଉପଦେଶ ଦେବେ ନବୀନ? ନବୀନ ପଟ୍ଟନାୟକ ବିଜେଡି ନେତା ଓ କର୍ମୀଙ୍କୁ କି ବାର୍ତ୍ତା ଦେବେ ତାହା ଉପରେ ଏବେ ସମସ୍ତଙ୍କର ନଜର…

ବିଜୁ ପଟ୍ଟନାୟକ…କେବଳ ନାଁ ନୁହେଁ ବ୍ରାଣ୍ଡ

ଭୁବନେଶ୍ବର: ରାଜ୍ୟ ପାଳିଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏବେ ରାଜ୍ୟ ରାଜନୀତିରେ ବିଜୁବାବୁ କେବଳ ନାଁ ନୁହେଁ ଏକ ବ୍ରାଣ୍ଡ। ତାଙ୍କ ଉପସ୍ଥିତିଠୁ ଅଧିକ ଅନୁପସ୍ଥିତିରେ ରାଜ୍ୟ ରାଜନୀତିକୁ ପ୍ରଭାବିତ କରିଛନ୍ତି ବିଜୁ ପଟ୍ଟନାୟକ । ତାଙ୍କ ନାଁରେ ଗଠିତ ବିଜୁ ଜନତା ଦଳ…