Latest Odisha News

BREAKING NEWS

Browsing Category

ରାଜନୀତି

ମୋଦି ସରକାରଙ୍କ ମହିଳା ସଶକ୍ତିକରଣ ଯୋଜନାର ପ୍ରଚାର ପାଇଁ ବିଭିନ୍ନ ସ୍ଥାନରେ ‘ମହିଳା ସମାବଶ’ ଆୟୋଜନ

ଭୁବନେଶ୍ୱର: ଆତ୍ମନିର୍ଭର ଭାରତ ଗଠନରେ ମହିଳାଙ୍କ ଭୁମିକାକୁ ମୋଦି ସରକାର ଅତ୍ୟନ୍ତ ଗୁରୁତ୍ୱ ଦେଉଛନ୍ତି ବୋଲି କଟକଠାରେ ଅନୁଷ୍ଠିତ ‘ମହିଳା ସମାବେଶ’ରେ ଯୋଗ ଦେଇ ରାଜ୍ୟ ସଭାପତି  ସମୀର ମହାନ୍ତି କହିଛନ୍ତି । ଏହି ଅବସରରେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ ମା ଓ ଭଉଣୀଙ୍କୁ ଶ୍ରୀ ମହାନ୍ତି…

ଗଞ୍ଜାମ ବିଜେଡ଼ିରେ ବଢୁଛି ଶ୍ରୀକାନ୍ତଙ୍କ ଗୁରୁତ୍ୱ

ବ୍ରହ୍ମପୁର: ନୂତନ ମନ୍ତ୍ରୀମଣ୍ଡଳ ଗଠନ ପରେ ଯେଉଁ ନାଁକୁ ନେଇ ଗଞ୍ଜାମ ରାଜନୀତିରେ ପ୍ରବଳ ଚର୍ଚ୍ଚା ଚାଲିଛି, ସେଇ ନାଁଟି ହେଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ । ରବିବାର ଶ୍ରୀକାନ୍ତ ଶ୍ରମ, ନିଯୁକ୍ତି ଓ ବୀମା ବିଭାଗର ରାଷ୍ଟ୍ରମନ୍ତ୍ରୀ(ସ୍ୱତନ୍ତ୍ର ଦାୟିତ୍ୱ) ଭାବେ ଶପଥ ଗ୍ରହଣ…

ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ

ଭୁବନେଶ୍ୱର: ରବିବାର ସକାଳେ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ହୋଇଥିବା ବେଳେ ସରକାରୀ ଦଳର ମୁଖ୍ୟ ସଚେତକ ଓ ଉପ-ମୁଖ୍ୟ ସଚେତକ ପଦ ମଧ୍ୟ ପରିବର୍ତ୍ତନ କରାଯାଇଛି । ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକଙ୍କ ସ୍ଥାନ ନେଇଛନ୍ତି । ସେପଟେ…

ନବୀନଙ୍କ ରଣନୀତିରେ ଅନୁଗତଙ୍କ ଅକଲ ଗୁଡୁମ୍ !

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଅନେକ କିଛି ନୁଆ ଫର୍ମୁଲା ନବୀନ ଆପଣେଇଛନ୍ତି । ଅତୀତରେ ଏହାର ଅନେକ ପ୍ରମାଣ ମଧ୍ୟ ରହିଛି । କେତେବେଳେ ସେ କାହାର ପତ୍ତା କାଟନ୍ତି କାହାକୁ ଟେର ମଧ୍ୟ ମିଳେ ନାହିଁ । ତେବେ ବର୍ତମାନରେ ଦେଖିବାକୁ ଗଲେ ନବୀନଙ୍କ ନିଷ୍ପତ୍ତି କେବଳ ଶାସକ ଦଳର ନେତାଙ୍କୁ…

ମନ୍ତ୍ରୀମଣ୍ଡଳରେ ସାତ ଜଣ ସଂପୂର୍ଣ୍ଣ ନୂଆ ଚେହେରା; ବାସନ୍ତୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଭୁବନେଶ୍ୱର: ଏଥର ମନ୍ତ୍ରୀମଣ୍ଡଳରେ ୭ଜଣ ସଂପୂର୍ଣ୍ଣ ନୂଆ ମୁହଁ ଦେଖିବାକୁ ମିଳିଛି । ଯେଉଁମାନଙ୍କର ପୂର୍ବରୁ ଆଦୌ ଅଭିଜ୍ଞତା ନାହିଁ । ନବୀନ କାହାକୁ ବି କେତେବେଳେ ଆଉ କିଛି ବି ସୁଯୋଗ ଦେଇଦିଅନ୍ତି ବୋଲି ବିଜେଡିକୁ ଅତି ନିକଟରୁ ଦେଖୁଥିବା ଲୋକେ ଆଲୋଚନା କରନ୍ତି । ସେ ରାଜ୍ୟସଭା ଟିକେଟ ହେଉ…

ବିଭାଗ ପାଇଲେ, ମୁଖ୍ୟମନ୍ତ୍ରୀଙ୍କୁ ଆନୁଗତ୍ୟ ଜଣାଇଲେ

ଭୁବନେଶ୍ୱର: ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ କରିସାରିବା ପରେ ସଦ୍ୟ ଶପଥ ନେଇଥିବା ମନ୍ତ୍ରୀ ମାନଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ସେପଟେ ଶୁଭେଚ୍ଛା ପାଉଥିବା ଏହି ମନ୍ତ୍ରୀ ମାନେ କିନ୍ତୁ ତାଙ୍କ ଉପରେ ଆସ୍ଥା ଜୁଟାଇଥିବା ଛାମୁ ଦଳର ସଭାପତିଙ୍କୁ…

ତୁଷାରଙ୍କ ମୁଣ୍ଡରେ ସୁନା କଳସ; ସମୀର ଯାହା ଚାହିଁଲେ ତାହା ପାଇଲେ

ଭୁବନେଶ୍ୱର: ମନ୍ତ୍ରୀ ମଣ୍ଡଳ ପରିବର୍ତ୍ତନରେ ଏଥର ଥିଲା ଭିନ୍ନ ରକମର ଅଦଳ ବଦଳ । ଶନିବାର ଠାରୁ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କୁହାଯାଇଥିଲା । ଅପରାହ୍ନରୁ ଏକ ଆଲୋଚନା ଚାଲୁଥିଲା ଯେ, ମନ୍ତ୍ରୀମଣ୍ଡଳରେ ମାତ୍ରାଧିକ ନୂଆ ଚେହେରା ଦେଖିବାକୁ ମିଳିବ । କିଛି ଆଶା ମାରି ଦେଇଥିଲେ ବି…

ନୂଆ ମନ୍ତ୍ରୀଙ୍କୁ ଆବଣ୍ଟନ ହେଲା ବିଭାଗ; ତୁଷାରଙ୍କୁ ଗୃହ ଓ ପ୍ରମିଳାଙ୍କୁ ରାଜସ୍ୱ

ଭୁବନେଶ୍ୱର: ନୂଆ ମନ୍ତ୍ରୀମଣ୍ଡଳ ଗଠନ ହେବା ପରେ ରାଜ୍ୟ ପାଳ ବାଣ୍ଟି ଦେଇଛନ୍ତି ବିଭାଗ । ୧୩ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀଙ୍କୁ ମିଳିଲା ବିଭାଗ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଅନୁସାରେ ରାଜ୍ୟପାଳ ଗଣେଶୀ ଲାଲ ସଦ୍ୟ ଶପଥ ଗ୍ରହଣ କରିଥିବା ୨୧ ନୂଆ ମନ୍ତ୍ରୀଙ୍କୁ ବିଭାଗ…

ଆଠ ରାଷ୍ଟ୍ରମନ୍ତ୍ରୀ ନେଲେ ଶପଥ, ପ୍ରଥମେ ଶପଥ ନେଲେ ସମୀର ଦାଶ

ଭୁବନଶ୍ୱର: ନବୀନଙ୍କ ଟିମରେ ୧୩ ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବା ପରେ ଆଠ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। ସମୀର ଦାଶ ପ୍ରଥମେ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହାପରେ ବାଲେଶ୍ୱର ଜଳେଶ୍ୱରର ବିଧାୟକ ଅଶ୍ୱୀନୀ ପାତ୍ର ପରେ ଯାଜପୁର ସୁକିନ୍ଦାର ବିଧାୟକ…