Latest Odisha News

BREAKING NEWS

Browsing Category

ରାଜନୀତି

ପଞ୍ଚାୟତ ନିର୍ବାଚନ: ଆଜି ନାମାଙ୍କନ ଦାଖଲର ଶେଷ ଦିନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ନେଇ ଗାଁ ରାଜନୀତି ଏବେ ଉଷ୍ଣ । ନାମାଙ୍କନ ଦାଖଲର ଆଜି ଶେଷ ଦିନ । ଆଶାୟୀ ପ୍ରାର୍ଥୀ ଆଜି ନାମାଙ୍କନ ଦାଖଲ କରିବେ । ଆଜି ଶେଷ ଦିନ ହୋଇଥିବାରୁ ଅଧିକ ଆଶାୟୀ ପ୍ରାର୍ଥିପତ୍ର ଦାଖଲ କରିବେ । ଗତ ୧୭ ତାରିଖରୁ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଥିଲା…

ଆଚରଣ ବିଧି ଉଲ୍ଲଂଘନ… ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେପି ଓ ବିଜେଡି

ଭୁବନେଶ୍ୱର: ତ୍ରୀସ୍ତରିୟ ପଞ୍ଚାୟତ ନିର୍ବାଚନକୁ ନେଇ ସାରା ଓଡିଶାରେ ଜୋରଦାର ଚାଲିଛି ପ୍ରଚାର ପ୍ରସାର । ଏହାରି ଭିତରେ ପରସ୍ପରକୁ କାଦୁଅ ଫୋପାଡିବାରେ ଲାଗିଛି ବିଜେପି ଓ ବିଜେଡି । ନିର୍ବାଚନ ପ୍ରଚାରକୁ ନେଇ ଦୁଇ ଦଳ ମଧ୍ୟରେ ବିବାଦ ଘନେଇବାରେ ଲାଗିଛି । କୋଭିଡ ନିୟମ ଓ ନିର୍ବାଚନ ଆଇନ୍…

ପଞ୍ଚାୟତ ନିର୍ବାଚନ ଲଢ଼ିବେ ଯୁବ ଇଞ୍ଜିନିୟର, ଛାଡ଼ିଲେ ଆଇଟି ଚାକିରି

ଅନୁଗୋଳ: ପଞ୍ଚାୟତ ନିର୍ବାଚନରେ ଉଚ୍ଚଶିକ୍ଷିତ ପ୍ରାର୍ଥୀ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ମୈଦନାକୁ ଓହ୍ଲାଉଛନ୍ତି ଡିଗ୍ରୀଧାରୀ । କେହି କେହି ମୋଟା ଅଙ୍କର ଦରମାରେ ଥିବା ଚାକିରି ଛାଡୁଛନ୍ତି । ଜନତାଙ୍କ ସେବା କରିବାକୁ ମନ ବଳାଉଛନ୍ତି । ଅନୁଗୋଳ ଜିଲ୍ଲାର ଏଭଳି ଜଣେ ଉଚ୍ଚ ଶିକ୍ଷିତ ଆଇଟି…

ବିଜେଡି ଓ କଂଗ୍ରେସ ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହେଲେ ପିପିଲି ନିର୍ବାଚନମଣ୍ଡଳୀର ବହୁ ନେତୃବୃନ୍ଦ

ଭୁବନେଶ୍ୱର: ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲା କଂଗ୍ରେସର ପୂର୍ବତନ ସାଧାରଣ ସଂପାଦକ ତଥା ଦାଣ୍ଡମୁକୁନ୍ଦପୁର ଗ୍ରାମ ପଂଚାୟତର ପୂର୍ବତନ ସରପଂଚ ସତ୍ୟବାଦୀ ମିଶ୍ର, ପମସରା ଗ୍ରାମ ପଂଚାୟତ ସମିତି ସଭ୍ୟ ତଥା ଯୁବ ବିଜେଡି ନେତା ସରୋଜ…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

ଗୁଣୁପୁର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଦଳରୁ ପ୍ରତିନିଧିତ୍ୱ କରୁଥିବା ରାୟଗଡା ଜିଲ୍ଲା ଗୁଣୁପୁରର ପ୍ରାର୍ଥୀମାନେ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଏଥିରେ ବିଜେଡିର ୧୧ଟି ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ ହୋଇଛି । ନବୀନ…

ବିଜେପିରେ ମିଶିଲେ ମୁଲାୟମ୍ ସିଂ ଯାଦବଙ୍କ ବୋହୂ ଅପର୍ଣ୍ଣା ଯାଦବ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଉଷ୍ଣତା ବଢ଼ିବାରେ ଲାଗିଛି । ବିଧାନସଭା ନିର୍ବାଚନ ପୂର୍ବରୁ ଆଜି ବିଜେପିରେ ମିଶିଲେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍ ସିଂ ଯାଦବ ତଥା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଭାଇ ବୋହୂ ଅପର୍ଣ୍ଣା ଯାଦବ ।…

ପଂଚାୟତ ନିର୍ବାଚନ ପରିଚାଳନାର ନିରପେକ୍ଷତାକୁ ନେଇ ସନ୍ଦେହ ଘନୀଭୁତ: ଡ. ଲେଖାଶ୍ରୀ

ଭୁବନେଶ୍ୱର: ଦୁର୍ନୀତିଗସ୍ତ ଓ ଭ୍ରଷ୍ଠାଚାରୀ ରାଜ୍ୟ ସରକାରଙ୍କ କାରଣରୁ ରାଜ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ, ଆଇନଶୃଙ୍ଖଳା ବ୍ୟବସ୍ଥା ସଂପୂର୍ଣ୍ଣ ଭାବେ ଭୁଷୁଡି ପଡିଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମହାଦୁର୍ନୀତି, ଅବ୍ୟବସ୍ଥିତ ଧାନ ମଣ୍ଡି, ପଛୁଆ ଓ ଆଦିବାସୀ ସଂରକ୍ଷଣ ବ୍ୟବସ୍ଥାକୁ…

ପଞ୍ଜାବରେ ଆପ୍ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ? ଆଜି ନାଁ ଘୋଷଣା କରିବେ କେଜ୍ରିଓ୍ୱାଲ୍

ନୂଆଦିଲ୍ଲୀ: ପଞ୍ଜାବ ବିଧାନସଭା ନିର୍ବାଚନରେ କିଏ ହେବେ ଆମ୍ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ? ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ୍ । ମଧ୍ୟାହ୍ନ ୧୨ଟା ବେଳେ ନାଁ ଘୋଷଣା ହେବ । ଏଥିପାଇଁ ଦଳ ଭିତରେ ସସପେନ୍ସ ବଢ଼ି ଚାଲିଛି…

ଘୁଞ୍ଚିଲା ପଞ୍ଜାବ ନିର୍ବାଚନ ତାରିଖ, ଫେବ୍ରୁଆରୀ ୧୪ ବଦଳରେ ୨୦ରେ ଭୋଟ୍

ନୂଆଦିଲ୍ଲୀ: ଘୁଞ୍ଚିଲା ପଞ୍ଜାବ ନିର୍ବାଚନ ତାରିଖ । ପଞ୍ଜାବ ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବାକୁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଏହି ମତଦାନ ୧୪ ଫେବୃଆରୀରେ ହେବ ବୋଲି କୁହାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହା ଘୁଞ୍ଚି୨୦ ଫେବୃଆରୀରେ ଅନୁଷ୍ଠିତ ହେବ ।…

[ଭିଡିଓ] ଓଡିଶା ଆଇଏଏସ୍‌ ଅଫିସରଙ୍କୁ ସାଂସଦ ଅପରାଜିତାଙ୍କ ଚାଲେଂଜ, ଯଦି ଇଛା ଅଛି ଚାକିରୀ ଛାଡି ରାଜନୀତି କର

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ସରକାରଙ୍କୁ କଡା ସମାଲୋଚନା କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଢଙ୍ଗୀ । ସରକାରୀ ଚାକିରୀରେ ଥାଇ ଆଇଏଏସ୍‌ ଅଫିସରମାନେ ଆଚରଣ ନିୟମର ଉଲ୍ଲଂଘନ କରି ରାଜନୀତିରେ ଯୋଗ ଦେବା କେତେଦୂର ଯୁକ୍ତିଯୁକ୍ତ ବୋଲି ସେ ରୋକ୍‌ଠୋକ୍ ପ୍ରଶ୍ନ କରିଛନ୍ତି । ୨୦୧୮ରେ…