Latest Odisha News

BREAKING NEWS

Browsing Category

ରାଜନୀତି

୨୦ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ବର : ଚାଲି ପାରିଲାନି ବିଧାନସଭାର ଶୀତକାଳୀନ ଅଧିବେଶନ । ହୋହଲ୍ଲା ଓ ନାରାବାଜି ଯୋଗୁଁ ଅଚଳ ହୋଇଛି ଅଧିବେଶନ । ଫଳରେ ୨୦ ଦିନ ପୂର୍ବରୁ ଶେଷ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି…

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ୱର: ହାତ ସହ ସମ୍ପର୍କ ତୁଟିଲା । ଶଙ୍ଖ ଫୁଙ୍କିଲେ ପ୍ରଫୁଲ୍ଲ ମାଝୀ । ପୂର୍ବତନ କଂଗ୍ରେସ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରେ ସାମିଲ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ତଲସରା ବିଧାନସଭାର ଆସନରୁ ତିନି ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ପ୍ରଫୁଲ୍ଲ ମାଝୀ । ନିକଟରେ ତାଙ୍କୁ…

ଆଜି ବି ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନକୁ ୯ ଦିନ ହେଲାଣି । ସ୍ୱାଭାବିକ ହେଲାନି ଗୃହ କାର୍ଯ୍ୟ । ମମିତା ମେହେର ପ୍ରସଙ୍ଗରେ ସବୁଦିନ ଗୃହକାର୍ଯ୍ୟ ଠପ୍ । ଆଜି ବି ଗୃହ କାର୍ୟ୍ୟ ଆରମ୍ଭରୁ ହଟ୍ଟଗୋଳ କରିଛନ୍ତି ବିରୋଧୀ । ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ପ୍ରଦର୍ଶନ ସହ ବିରୋଧୀ ଘଣ୍ଟମାଡ଼ କରିଥିଲେ ।…

ଗୃହ ଚଳାଇବାକୁ ରାଜି ଅଛି କଂଗ୍ରେସ, ଦୁର୍ଭାଗ୍ୟଜନକ କହିଲା ବିଜେଡି

ଭୁବନେଶ୍ବର : ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ୫ ଦିନ ହେଲା ଚାଲିପାରୁନି ବିଧାନସଭା ଅଧିବେଶନ । ଏଭଳି ସ୍ଥିତିରେ କଂଗ୍ରେସ କହିଛି ଗୃହ ଚଳାଇବାକୁ ରାଜି ଅଛୁ । କିନ୍ତୁ କଂଗ୍ରେସର ଏଭଳି ମନ୍ତବ୍ୟ ଦୁର୍ଭାଗ୍ୟଜନକ ବୋଲି କହିଛି ବିଜେଡି । କାରଣ ସାରା ଓଡ଼ିଶା ଦେଖୁଛି, କଂଗ୍ରେସ କିଭଳି ଗୃହ…

ଅଦାଲତି ମାମଲାକୁ ନେଇ ବିଭ୍ରାନ୍ତି କରୁଛି ବିଜେପି, ପ୍ରେସମିଟ୍ କରି ବର୍ଷିଲା ବିଜେଡି

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ଆବାସ ଯୋଜନା କେଳେଙ୍କାରୀ ପ୍ରସଙ୍ଗରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଟାର୍ଗେଟ୍ କରିଛି ବିଜେପି । ସେହିପରି ମାହାଙ୍ଗ ଡବଲ ମର୍ଡର ମାମଲାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘଣ୍ଟ ଘୋଡାଉଛନ୍ତି ସରକାର । ହତ୍ୟା ଘଟଣାରେ ମନ୍ତ୍ରୀଙ୍କ ସଂପୃକ୍ତି…

ନୂଆ ଦଳ ଗଢ଼ିପାରନ୍ତି ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ : କଂଗ୍ରେସକୁ ଲାଗିପାରେ ଶକ୍ତି ଝଟକା । କାରଣ ନୂଆ ଦଳ ଗଢ଼ିପାରନ୍ତି ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ । ଏନେଇ ଖୁବଶୀଘ୍ର ଘୋଷଣା କଧ୍ୟ କରିପାରନ୍ତି । କଂଗ୍ରେସରୁ ୨୦ ଜଣ ନେତା ନିଜ ନିଜ ପଦବୀରୁ ଇସ୍ତଫା ଦେବା ନେଇ ଜାତୀୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି । ଜାମ୍ମୁ ଓ…

ଚତୁର୍ଥ ଦିନରେ ବି ବିଧାନସଭା ଅଚଳ, ଜିଦରେ ଅଟଳ ବିରୋଧୀ

ଭୁବନେଶ୍ୱର: ଚାରି ଦିନ ହେଲାଣି । ଚାଲି ପାରୁନି ବିଧାନସଭା । ବିରୋଧୀଙ୍କ ନାରାବାଜି, ହଟ୍ଟଗୋଳ ଭିତରେ ହୁଲସ୍କୁଲ ହେଉଛି ଗୃହ । ବିଧାନସଭାରେ ଅଚଳାବସ୍ଥା ଜାରି ରହିଛି । ଆଜି ବି ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି ସମାନ ଚିତ୍ର ଦେଖିବାକୁ ମିଳିଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଧାୟକ…

ବିଧାନସଭାରେ ମମିତା ତାତି: ଅପରାହ୍ଣ ୪ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର: ବିଧାନସଭାରେ ଆଜି ପୁଣି ଉଠିଲା ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗ । ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି ଉଭୟ ବିଜେପି ଓ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଥିଲେ । ହୋହଲ୍ଲା ଭିତରେ ମାତ୍ର ୧୫ ସେକେଣ୍ଡ ଭିତରେ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି । ଅପରାହ୍ଣ…

ବିଧାନସଭାରେ ମମିତା ତାତି: ଗେଟ୍ ଆଗରେ କଂଗ୍ରେସର ଧାରଣା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଚଳିତ ଅଧିବେଶନରେ ଗୃହ ହୁଲସ୍ତୁଲ ହେବ ପ୍ରଥମ ଦିନରୁ ଏହାର ଝଲକ ଦେଖିବାକୁ ମିଳିଛି । ଆଜି ପ୍ରଥମ ଦିନରେ ଉଠିଲାଣି ମମିତା ମେହେର ହତ୍ୟା ମାମଲା । ଅଧିବେଶନ ଆରମ୍ଭରୁ ବିଧାନସଭା ଗେଟ୍ ଆଗରେ କଂଗ୍ରେସ ଧାରଣା ଦେଇଛି ।…

ମମିତା ପ୍ରସଙ୍ଗରେ ହୁଲସ୍ତୁଲ ହେବ ବିଧାନସଭା

ଭୁବନେଶ୍ୱର: ବିଧାନସଭାର ଶୀତକାଳୀନ ଅଧିବେଶନ ଏଥର କମ୍ପିବ । ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ହାତରେ ମାଳ ମାଳ ପ୍ରସଙ୍ଗ । ବିଶଷ କରି ମମିତା ମେହେର ହତ୍ୟା ମାମଲାରେ ସରକାରଙ୍କୁ ଟାର୍ଗେଟ କରିବେ ବିରୋଧୀ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଘଟଣାର ସିବିଆଇ ତଦନ୍ତ ଦାବିରେ…