Latest Odisha News

BREAKING NEWS

Browsing Category

ରାଜନୀତି

ଘୁଞ୍ଚିବନି ପଞ୍ଚାୟତ ନିର୍ବାଚନ : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର : କରୋନା ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବଢ଼ିଲାଣି ଚିନ୍ତା । ସଂକ୍ରମଣ ଭୟ ଥିବାରୁ ଏଭଳି ସ୍ଥିତିରେ ପଞ୍ଚାୟତ ନିର୍ବାଚନ ହେବ ନା ନାହିଁ ତାକୁ ନେଇ ପ୍ରଶ୍ନ ଉଠିଲାଣି । ତେବେ ଏଭଳି ଆଶଙ୍କା ଦେଖା ଦେଉଥିଲେ ବି ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେବ । ଏନେଇ…

ଘୋଷଣା ହେଲା ରାଜ୍ୟ ବିଜେପିର କୋର କମିଟି

ଭୁବନେଶ୍ବର : ସଙ୍ଗଠନକୁ ସୁଦୃଢ଼ କରିବାକୁ ଘୋଷଣା ହୋଇଛି ରାଜ୍ୟ ବିଜେପିର କୋର କମିଟି । ପ୍ରଥମଥର ପାଇଁ ଦଳ ରାଜ୍ୟରେ ସଂଗଠନକୁ ପରିଚାଳନା ନିମନ୍ତେ ୧୫ ଜଣିଆ କୋର୍ ଟିମ ଗଠନ କରିଛି । ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ଗଠିତ ଏହି କୋର୍ କମିଟିରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବରିଷ୍ଠ…

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ପତ୍ନୀଙ୍କୁ କାରଣ ଦର୍ଶାଅ ନୋଟିସ

ଅମ୍ରିତସର : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ପତ୍ନୀ ତଥା କଂଗ୍ରେସ ସାଂସଦ ପ୍ରିନୀତ କୌରଙ୍କୁ କାରଣ ଦର୍ଶାଅ ନୋଟିସ । ଦଳ ବିରୋଧୀ କାର୍ଯ୍ୟରେ ସେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ପରେ ତାଙ୍କୁ ଏହି ନୋଟିସ ଜାରି କରିଛନ୍ତି ପଞ୍ଜାବ ପ୍ରଭାରୀ ହରିଶ ଚୌଧୁରୀ । କ୍ରମାଗତ ଭାବେ…

ପ୍ରତ୍ୟାହାର ହେଲା କୃଷି ଆଇନ୍‌, କେନ୍ଦ୍ରର ନିଷ୍ପତ୍ତି ଉପରେ ମୋହର ମାରିଲା କ୍ୟାବିନେଟ୍

ନୂଆଦିଲ୍ଲୀ : ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ମିଳିଛି କ୍ୟାବିନେଟ ମଞ୍ଜୁରୀ । କେନ୍ଦ୍ରର ପ୍ରତ୍ୟାହାର ନିଷ୍ପତ୍ତି ଉପରେ ମୋହର ମାରିଛି କ୍ୟାବିନେଟ୍ । ସଂସଦର ଶୀତକାଳୀନ ଅଧିବେଶନରେ ଆସିବ ବିଲ୍ । କ୍ୟାବିନେଟରେ ଏହି ନିଷ୍ପତ୍ତି ପରେ ସଂସଦରେ ଆଗତ ହେବ କୃଷି ଆଇନ…

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମମତା ବାନାର୍ଜୀ

ନୂଆଦିଲ୍ଲୀ: ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ସନ୍ଧ୍ୟା ୫ଟାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ବେଳେ ବିଏସଏଫର ଅଧିକାର କ୍ଷେତ୍ର ବୃଦ୍ଧି…

ରାଜସ୍ଥାନ କ୍ୟାବିନେଟରେ ଶପଥ ନେଲେ ୧୫ ମନ୍ତ୍ରୀ

ଜୟପୁର : ଶପଥ ନେଇଛି ରାଜସ୍ଥାନର ସମ୍ପ୍ରସାରିତ ମନ୍ତ୍ରିମଣ୍ଡଳ । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ମୋଟ ୧୫ ଜଣ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ର । ଶପଥ ନେଇଥିବା ମୋଟ ୧୫ ମନ୍ତ୍ରୀଙ୍କ ମଧ୍ୟରୁ ୧୧ ଜଣ କ୍ୟାବିନେଟ ପାହ୍ୟାର ଥିବା ବେଳେ,…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ରାଜସ୍ଥାନର ସବୁ ମନ୍ତ୍ରୀ ଦେଲେ ଇସ୍ତଫା

ଜୟପୁର : ଆସନ୍ତାକାଲି ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସ ସରକାର ଗଠନ କରିବ ନୂଆ ମନ୍ତ୍ରିମଣ୍ଡଳ । ହେଲେ ଏହା ପୂର୍ବରୁ ଆଜି ସବୁ ମନ୍ତ୍ରୀ ନିଜ ପଦରୁ ଦେଇଛନ୍ତି ଇସ୍ତଫା । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିକଟକୁ ସମସ୍ତେ ନିଜର ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ମନ୍ତ୍ରୀମାନେ ଇସ୍ତଫା ଦେବା…

ଆସନ୍ତାକାଲି ରାଜସ୍ଥାନ ସରକାରର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ରାଜସ୍ଥାନ : ଆସନ୍ତାକାଲି ରାଜସ୍ଥାନ ସରକାରର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ଅପରାହ୍ନରେ ରାଜଭବନରେ ଶପଥ ନେବେ ନୂଆ ମନ୍ତ୍ରୀ । ମନ୍ତ୍ରିମଣ୍ଡଳରେ ସଚିନ ପାଇଲଟଙ୍କୁ ମିଳିପାରେ ଗୁରୁତ୍ବପୂର୍ଣ୍ଣ ପଦ । ଏହାସହ ପାଇଲଟଙ୍କ ଗୋଷ୍ଠୀର କିଛି ବିଧାୟକଙ୍କୁ ମଧ୍ୟ ମନ୍ତ୍ରିମଣ୍ଡଳରେ ସ୍ଥାନ…

କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ କିଏ କଣ କହିଲେ ?

ନୂଆଦିଲ୍ଲୀ: ୩ଟି କୃଷି ଆଇନର ପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ଘୋଷଣାକୁ କୃଷକ ସଂଗଠନ ସ୍ୱାଗତ କରିଛନ୍ତି । ବିଭିନ୍ନ ରାଜନୈତିକ ଦଳ ଓ ରାଜନେତା କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । କେହି କେହି ଏହା କୃଷକଙ୍କ ବିଜୟ ବୋଲି କହିଛନ୍ତି ।…

ପଞ୍ଚାୟତ ନିର୍ବାଚନ ପାଇଁ ବଢ଼ିଲା ଖର୍ଚ୍ଚ ସୀମା

ଭୁବନେଶ୍ବର : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଆରମ୍ଭ ହୋଇଛି ପ୍ରସ୍ତୁତି । ନିର୍ବାଚନ ତାରିଖ ଘୋଷଣା ହୋଇନଥିବା ବେଳେ, ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର । ଜିଲ୍ଲା ପରିଷଦ, ସମିତି ସଭ୍ୟ ଓ ସରପଞ୍ଚ ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମାକୁ…