Latest Odisha News

BREAKING NEWS

Browsing Category

ରାଜନୀତି

ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାବେ ପୁଣି ଫେରିବେ ଶେଖ ହାସିନା

ଢାକା: ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାବେ ପୁଣି ଫେରିବେ ଶେଖ ହାସିନା। ହାସିନାଙ୍କ ଘନିଷ୍ଠ ସହଯୋଗୀ ତଥା ଆମେରିକା ଆୱାମୀ ଲିଗର ଉପାଧ୍ୟକ୍ଷ ଡକ୍ଟର ରାବି ଆଲାମ ବୁଧବାର ଏହି ଦାବି କରିଛନ୍ତି। ସେ କହିଛନ୍ତି ଯେ ଶେଖ ହସିନା ଖୁବ୍ ଶୀଘ୍ର ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ଫେରିବେ। ଏହା…

ପେରିୟାରଙ୍କୁ ସମାଲୋଚନା: ନିର୍ମଳାଙ୍କ ଉପରେ ବର୍ଷିଲେ ଥାଲାପତି

ନୂଆଦିଲ୍ଲୀ: ପେରିୟାର ପ୍ରସଙ୍ଗ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିଜୟ । କହିଲେ, ଯଦି ଏତେ ପେରିୟାରଙ୍କ ଉକ୍ତି ନେଇ ଚିନ୍ତିତ, ତେବେ ତାମିଲନାଡୁରେ ତ୍ରିଭାଷୀ ନୀତି ଲାଗୁ କରିବା ବନ୍ଦ କରିଦେବା ଉଚିତ୍… । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସମାଜ ସଂସ୍କାରକ ତଥା…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ସବୁ ଆସନରେ ଲଢ଼ିବ ଓୱେସିଙ୍କ ଦଳ

କୋଲକାତା: ଆସନ୍ତାବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ନିର୍ବାଚନରେ ଅସଦୁଦ୍ଦିନ ଓୱେସିଙ୍କ ଏଆଇଏମଆଇଏମ ସବୁ ଆସନରେ ପ୍ରାର୍ଥୀ ଛିଡା କରିବ ବୋଲି ଜଣାପଡିଛି। ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦ-ଉଲ୍-ମୁସଲିମିନ୍ (AIMIM) କହିଛି ଯେ ଦଳ ୨୦୨୬ ପଶ୍ଚିମବଙ୍ଗ…

ରାବ୍ରି ଦେବୀଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରନ୍ତି ନିତିଶ କୁମାର: ତେଜସ୍ବୀ ଯାଦବ

ପାଟନା: ନୀତିଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ। ଏବେ ସେ ଆଉ ବିହାର ଚଳାଇବାକୁ ସକ୍ଷମ ନୁହଁନ୍ତି। ତେଜସ୍ୱୀ ଯାଦବ ଏଭଳି କରିଛନ୍ତି। ତେଜସ୍ୱୀ ଅଭିଯୋଗ କରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନୀତିଶ ଗୃହ ଭିତରେ ତାଙ୍କ ମାଆ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କ ପ୍ରତି…

ବଲୁଚିସ୍ତାନ ହେବ କି ଆଉ ଏକ ବାଂଲାଦେଶ?

ନୂଆଦିଲ୍ଲୀ: ପାକିସ୍ତାନରେ ଜାଫର ଏକ୍ସପ୍ରେସ ହାଇଜାକ୍ ଘଟଣା ପରେ ପୁଣି ଚର୍ଚ୍ଚାକୁ ଆସିଛି ବଲୁଚିସ୍ତାନ । ପ୍ରଶ୍ନ ଉଠୁଛି, ନିଜ ଦେଶ ପାକିସ୍ତାନ ବିରୋଧରେ କାହିଁକି ଏଭଳି ବିଦ୍ରୋହ କରୁଛି ବଲୁଚିସ୍ତାନ? କାହିଁକି ନିଜ ଦେଶର ଲୋକଙ୍କୁ ବନ୍ଦୀ ବନାଇବାକୁ ବି ପଛାଉ ନାହାନ୍ତି ବଲୁଚ ବିଦ୍ରୋହୀ ?…

ଗୃହରୁ ସସପେଣ୍ଡ ହେଲେ ତାରା ବାହିନୀପତି

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ…

ଜିଭ ଦେଖାଇ ଚେୟାର ଉଠାଇ ନେଲେ; ବିଦାୟୀ ସମ୍ବର୍ଦ୍ଧନାରେ ଜଷ୍ଟିନ ଟ୍ରୁଡୋଙ୍କ ଅଜବ କାରନାମା… 

ନୂଆଦିଲ୍ଲୀ: କାନାଡାର ନୂତନ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇସାରିଛନ୍ତି। ଦେଶର ନୂଆ ପ୍ରଧାନମନ୍ତ୍ରୀ ହେବେ ମାର୍କ କାର୍ନି। ତାଙ୍କ ଶପଥ ଗ୍ରହଣ ପୂର୍ବରୁ ସୋମବାର ଦିନ ଲିବରାଲ ପାର୍ଟିର ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଜଷ୍ଟିନ୍ ଟ୍ରୁଡୋଙ୍କୁ ଆନୁଷ୍ଠାନିକ ଭାବରେ ବିଦାୟ…

ଡିଏମକେ ବୈଠକ, ଯୋଗଦେବେ ନବୀନ

ନୂଆଦିଲ୍ଲୀ: ସରଗରମ ହେବାରେ ଲାଗିଛି ଲୋକସଭା ସିଟର ପରିସୀମନ ପ୍ରସଙ୍ଗ । ଦକ୍ଷିଣରୁ ଆରମ୍ଭ ହୋଇଥିବା ସ୍ବର ସପକ୍ଷରେ ସମର୍ଥନ ଯୋଗାଡ଼ ପାଇଁ ବିଭିନ୍ନ ଅଣଏନଡିଏ ଦଳ ମୁଖ୍ୟଙ୍କୁ ଭେଟୁଛନ୍ତି ଡିଏମକେ ନେତା । ପରିସୀମନ ପ୍ରକ୍ରିୟାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ବିରୋଧକୁ ଜୋରଦାର କରିବାକୁ…

ସୀମା ପୁନଃ ନିର୍ଦ୍ଧାରଣ ନେଇ ଡିଏମକେ ନେତାଙ୍କ ସମର୍ଥନରେ ନବୀନ

ଭୁବନେଶ୍ୱର: ଡିଏମକେର ବରିଷ୍ଠ ନେତା ଟିଆରବି ରାଜା ଏବଂ ଦୟାନିଧି ମାରନ ମଙ୍ଗଳବାର ଦିନ ଭୁବନେଶ୍ୱରରେ ବିଜେଡି ସଭାପତି ତଥା ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଡିଏମକେ ନେତାମାନେ ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ଚିନ୍ତା ପ୍ରକାଶ କରିବା ସହ…

ମାତ୍ର ୯ ମାସରେ ୨୧ ହଜାର କୋଟି ଋଣ କଲେଣି ମୋହନ ସରକାର

ଭୁବନେଶ୍ୱର: ମୋହନ ସରକାର ଗତ ୯ ମାସ ମଧ୍ୟରେ ୨୧ହଜାର କୋଟିରୁ ଅଧିକ ଟଙ୍କା ଋଣ କରିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୪ ଜୁନ ମାସରୁ ଫେବ୍ରୁଆରି ୨୦୨୫ ମଧ୍ୟରେ ୨୧ ହଜାର ୧୭୭ କୋଟି ୯୭ ଲକ୍ଷ ଟଙ୍କା ଋଣ କରିଛନ୍ତି। ବିଜେଡି ବିଧାୟକ ଗୌତମ…