Latest Odisha News

BREAKING NEWS

Browsing Category

ରାଜନୀତି

ପଞ୍ଜାବ କମାଣ ଧରିବେ ରାହୁଲଙ୍କ ଘନିଷ୍ଠ ସୁନୀଲ ଜାଖଡ ! ଆଜି ନୂଆ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା

ଅମୃତସର: ପଞ୍ଜାବରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ ? କ୍ୟାପଟେନ୍ ଅମରିନ୍ଦର ସିଂହ ଇସ୍ତଫା ଦେବା ପରେ ନୂଆ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏବେ ଚର୍ଚ୍ଚା । ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାହାକୁ ମୁଖ୍ୟମନ୍ତ୍ରୀ ଚୌକିରେ ବସାଇବ ? ରେସରେ ସବୁଠୁ ଆଗରେ ଅଛନ୍ତି ସୁନୀଲ ସୁନୀଲ ଜାଖଡ ।…

ଏନସିସି କମିଟିର ଅଧ୍ୟକ୍ଷ ହେଲେ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ : ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ବଡ଼ ଦାୟିତ୍ୱ । ବୈଜୟନ୍ତ ପଣ୍ଡାଙ୍କୁ ଜାତୀୟ କ୍ୟାଡେଟ୍ କର୍ପସ୍ ବା ଏନସିସି କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ । ଏନସିସିକୁ ଅଧିକ ପ୍ରାସଙ୍ଗିକ କରିବା…

କଂଗ୍ରେସରେ ମିଶିବେ ଜେଏନୟୁର ପୂର୍ବତନ ଛାତ୍ର ନେତା କହ୍ନେୟା କୁମାର !

ନୂଆଦିଲ୍ଲୀ : କଂଗ୍ରେସରେ ମିଶିବେ ଜେଏନୟୁର ପୂର୍ବତନ ଛାତ୍ର ନେତା କହ୍ନେୟା କୁମାର । ଏ ନେଇ ନିକଟରେ ସେ ରାହୁଲ ଗାନ୍ଧିଙ୍କୁ ଭେଟି ଆଲୋଚନା କରିସାରିଛନ୍ତି । ବିହାର ବିଧାନସଭା ନିର୍ବାଚନ ବେଳେ କହ୍ନେୟା କୁମାରଙ୍କୁ ଦଳରେ ସାମିଲ କରିବାକୁ ଅଫର ଦେଇଥିଲା କଂଗ୍ରସ । ହେଲେ ସେତେବେଳେ ଏହା…

ପିପିଲି ପାଇଁ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଲା ବିଜେଡି

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପ୍ରଚାର ପାଇଁ ବିଜେଡି ଜାରି କଲା ଷ୍ଟାର ପ୍ରଚାରକ ତାଲିକା । ବିଜେଡି ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…

ଆସନ୍ତାକାଲି ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ

ଭୁବନେଶ୍ବର : ଆସନ୍ତାକାଲି ରାଉରକେଲାରେ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଆସନ୍ତାକାଲି ସୁନ୍ଦରଗଡ଼ ଜିଲ୍ଲାର ୫୫୦ଟି ସ୍ଥାନରେ ସ୍ମାର୍ଟ କାର୍ଡ ବଣ୍ଟନ…

ପେଗାସସ୍ ଜାସୁସି ମାମଲାରେ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ : ପେଗାସସ୍ ଜାସୁସି ମାମଲାରେ ସୁପ୍ରିମକୋର୍ଟ କ୍ଷୁବ୍ଧ । ଇସ୍ରାଏଲି ସ୍ପାଏ ଓ୍ବେର ପେଗାସସକୁ ନେଇ କେନ୍ଦ୍ର ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଏହି ମାମଲାର ଯାଞ୍ଚ ପାଇଁ ବିଭିନ୍ନ ଆଡୁ ପିଟିସନ ଦାଖଲ ପରେ କମିଟି ଗଠନ କରି ଏହାର ଯାଞ୍ଚ କରିବା ସହ କୋର୍ଟରେ ସତ୍ୟପାଠ…

ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ କାଲି ଶପଥ ନେବେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ : ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି ଶପଥ ନେବେ ଭୂପେନ୍ଦ୍ର ପଟେଲ୍ । କାଲି ଅପରାହ୍ନରେ ବିଦ୍ଧିବଦ୍ଧ ଭାବେ ଶପଥ ନେବେ । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦଳ ମୋହର ମାରିବା ପରେ ଭୂପେନ୍ଦ୍ର ପଟେଲ୍ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି । ସେ ରାଜ୍ୟପାଳଙ୍କୁ ଭେଟି ରାଜ୍ୟରେ…

କିଏ ସମ୍ଭାଳିବେ ଗୁଜରାଟ ମୁଖ୍ୟମନ୍ତ୍ରୀ ଗାଦି ? ଆଜି ନିଷ୍ପତ୍ତି, କାଲି ଶପଥ

ଅହମ୍ମଦାବାଦ: ଗୁଜରାଟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ ? ବିଜୟ ରୂପାନୀଙ୍କ ଇସ୍ତଫା ପରେ କାହାକୁ ବିଜେପି ମୁଖ୍ୟମନ୍ତ୍ରୀ ଗାଦିରେ ବସାଇବ ତାକୁ ନେଇ ଚର୍ଚ୍ଚା । ନୂଆ ନେତା ଚୟନ ନେଇ ଆଜି ବସୁଛି ବିଜେପି ବିଧାୟକ ଦଳ ବୈଠକ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ଗୁଜରାଟରେ ପହଞ୍ଚିଛନ୍ତି…

ଇସ୍ତଫା ଦେଲେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି

ଗାନ୍ଧୀନଗର : ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣିଙ୍କ ଇସ୍ତଫା । ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ରାଜଭବନରେ ସାକ୍ଷାତ କରି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ବିଜୟ ରୂପାଣି । ରୂପାଣିଙ୍କ ସହ ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ, ରାଜ୍ୟ ବିଜେପି ପ୍ରଭାରୀ ତଥା କେନ୍ଦ୍ରମନ୍ତ୍ରୀ…

ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ସ୍ନେହାଙ୍ଗିନୀ ଛୁରିଆ, କହିଲେ ଓଡ଼ିଶା ବିଜେପି ଚାଷୀ ବିରୋଧୀ

ଭୁବନେଶ୍ବର : ଚାଷୀ ପ୍ରସଙ୍ଗରେ ବିଜେପିକୁ ବିଜେଡିର ସମାଲୋଚନା । ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ ତୀବ୍ର ସମାଲୋଚନା କରିଛନ୍ତି ବିଜେଡି ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ । ଓଡ଼ିଶା ବିଜେପି ଚାଷୀ ବିରୋଧୀ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ନେହାଙ୍ଗିନୀ ଛୁରିଆ । ସେ…