Latest Odisha News

BREAKING NEWS

Browsing Category

ରାଜନୀତି

ଆରମ୍ଭ ହେଲା ରାଜ୍ୟ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ବର : ଆରମ୍ଭ ହେଲା ଓଡ଼ିଶା ପ୍ରଦେଶ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ । ଏହି ସଭ୍ୟ ସଂଗ୍ରହ ଅଭିଯାନ ରାଜ୍ୟର ଜିଲ୍ଲା ସ୍ତରରୁ ଆରମ୍ଭ କରି ପଞ୍ଚାୟତସ୍ତର ପର୍ଯ୍ୟନ୍ତ ଚାଲିବ । ଏଆଇସିସି ସାଧାରଣ ସଂପାଦକ ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଦଳୀୟ ନେତା…

କେନ୍ଦୁଝରରେ ବିଜେପିର ବିକ୍ଷୋଭ, ପୋଲିସର ଲାଠିଚାର୍ଜରେ ୪ ଗୁରୁତର

କେନ୍ଦୁଝର : ମମିତା ମେହେର ହତ୍ୟା ଘଟଣାରେ ୪ ଦଫା ଦାବି ନେଇ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦୁଝର ଏସପି ଅଫିସ ଘେରାଉ କରାଯାଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଏସପିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ସେହିପରି ଜିଲ୍ଲାରେ ଲଗାତର ୪ ଦିନରେ ୪ଟି…

କେନ୍ଦ୍ର ସରକାରଙ୍କୁ କିଷାନ ସଂଘର ଚେତାବନୀ, ନଭେମ୍ବର ୨୬ ସୁଦ୍ଧା ପ୍ରତ୍ୟାହାର କର କୃଷି ଆଇନ

ନୂଆଦିଲ୍ଲୀ : ପୁଣି କେନ୍ଦ୍ର ସରକାରଙ୍କ ବିରୋଧରେ ରଣହୁଙ୍କାର ଡାକରା । ଡେଡଲାଇନ ଦେଇଛି ଭାରତୀୟ କିଷାନ ସଂଘ । ଆସନ୍ତା ନଭେମ୍ବର ୨୬ ସୁଦ୍ଧା ଯଦି ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରାନଯାଏ, ତେବେ ଦିଲ୍ଲୀ ସୀମାରେ ପୁଣି କୃଷକ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଚାଷୀ ନେତା…

ଦରବୃଦ୍ଧି ପ୍ରତିବାଦ: ବିଜୁ ଯୁବ ଓ ଛାତ୍ର ଜନତା ଦଳର ସାଇକେଲ୍ ରାଲି

ଭୁବନେଶ୍ୱର: ରାଜରାସ୍ତାରେ ଦରଦାମ ବୃଦ୍ଧିର ପ୍ରତିବାଦ । ଭୁବନେଶ୍ୱରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ୍ ରାଲି କରାଯାଇଛି । କେଶରୀ ହଲ୍ ପାଖର ଏହି ରାଲି ବାହାରି ରାଜଭବନ ଅଭିମୁଖେ ଯାଇଛି । ସେଠାରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶ କରାଯାଉଛି । ବିଜେଡି ଅଭିଯୋଗ କରିଛି,…

[ଭିଡିଓ] ଗୋଆରେ ମୋଟର ସାଇକେଲରେ ବୁଲି ନିର୍ବାଚନୀ ପ୍ରଚାର କଲେ ରାହୁଲ ଗାନ୍ଧୀ

ପାଣାଜୀ : ଗୋଆରେ ମୋଟର ସାଇକେଲରେ ହେଲମେଟ୍ ପିନ୍ଧି ବୁଲିଲେ ରାହୁଲ ଗାନ୍ଧୀ। ଆସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଆଜି ଦିନିକିଆ ଗୋଆ ଗସ୍ତରେ ଯାଇଛନ୍ତି ରାହୁଲ ଗାନ୍ଧୀ।ଏହି ସମୟରେ ରାହୁଲ ବାଇକରେ ଜଣେ ବ୍ୟକ୍ତିଙ୍କ ପଛରେ ବସି ହେଲମେଟ୍ ପିନ୍ଧି ବୁଲୁ ଥିବାର…

ଆରମ୍ଭ ହେବ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଭୁବନେଶ୍ବର : ଆରମ୍ଭ ହେବ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହେଉଥିବା ବ୍ୟକ୍ତିମାନେ ଏଥିରେ ସାମିଲ ହୋଇପାରିବେ । ଯେଉଁମାନେ ଯୋଗ୍ୟ ଭୋଟର ହୋଇଥିବେ, କିନ୍ତୁ ତାଙ୍କର ଭୋଟର ଲିଷ୍ଟରେ ନାଁ ନଥିବ, କିମ୍ବା ଯେଉଁ ମାନେ ଭୋଟର ଲିଷ୍ଟରୁ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଆଲୋଚନା ସମୟରେ ସୁନ୍ଦରଗଡ଼ରେ ଏମସ ପ୍ରତିଷ୍ଠା କରିବାକୁ ଦାବି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏନଟିପିସି ଦ୍ବାରା ସୁନ୍ଦରଗଡ଼ରେ ୫୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଏବଂ ୧୦୦…

ବିଜେଡିରୁ ନିଲମ୍ବିତ ହେଲେ ଶୈଳେଶ ଦାନି

ଭୁବନେଶ୍ବର : ବିଜେଡିରୁ ନିଲମ୍ବିତ ହେଲେ ଶୈଳେଶ ଦାନି । ତାଙ୍କ ଦଳରୁ ଆଜି ନିଲମ୍ବିତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ତଥା ସରକାରୀ ଦଳ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । ବିଜେଡି ରାଜ୍ୟ ସମ୍ପାଦକ ଭାବେ କାର୍ଯ୍ୟ ତୁଲାଉଥିଲେ ଶୈଳଶ ଦାନି । ଶୈଳଶ…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ତାଲିକା ସଂଶୋଧନ ନେଇ ସର୍ବଦଳୀୟ ବୈଠକରେ ହେବ ଆଲୋଚନା

ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ପାଇଁ ସରକାର ପ୍ରସ୍ତୁତି । ଆସନ୍ତା ୨୦୨୨ରେ ହେବ ପଞ୍ଚାୟତ ନିର୍ବାଚନ । ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ୨୦୨୧ ଜାନୁଆରୀ ପହିଲାରୁ ଭୋଟର ତାଲିକା ପ୍ରଦାନ କରିସାରିଛନ୍ତି କେନ୍ଦ୍ର ନିର୍ବାଚନ କମିଶନ । ତେବେ ଏହି…

ନୂଆ ଦଳ ଗଢ଼ିବେ କ୍ୟାପଟେନ୍ ଅମରିନ୍ଦର ସିଂ

ପଞ୍ଜାବ : ନୂଆ ଦଳ ଘୋଷଣା କରିବେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ । ହେଲେ ପରେ ଦଳର ନାମ ଘୋଷଣା କରାଯିବ । ଏନେଇ ସୂଚନା ଦେଇଛନ୍ତି ଅମରିନ୍ଦର ସିଂହ । ସେହିପରି ନୂଆ ଦଳର ସ୍କ୍ବାଡ ବି ଗଠନ କରିସାରିଛନ୍ତି କ୍ୟାପଟେନ । ଆସନ୍ତାବର୍ଷ ରାଜ୍ୟରେ ବିଧାନସଭା…