Latest Odisha News
Browsing Category

ରାଜନୀତି

ଚାଷୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସରେ ବିଜେପି ବିଧାୟକ ଟିମ୍

ଭୁବନେଶ୍ୱର: ଚାଷୀ ପ୍ରସଙ୍ଗରେ ବିଧାନସଭା ଅଚଳ । ଚାଲି ପାରୁନି ଗୃହ । ଛଅ ଦିନ ହେଲା ଅଚଳାବସ୍ଥା ଲାଗି ରହିଛି । ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଆସୁଛି ବିଜେପି ବିଧାୟକଙ୍କ ଟିମ୍ । ମଣ୍ଡିରୁ କେବେ ଧାନ ଉଠିବ ସେନେଇ ଆଲୋଚନା…

ଟିଏମସି ଜାରି କଲା ଇସ୍ତାହାର, ଯୁବକଙ୍କୁ ନିଯୁକ୍ତି ଓ ଚାଷୀଙ୍କୁ ମିଳିବ ସହାୟତା

କୋଲକାତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ନିଜର ଘୋଷଣା ପତ୍ର ଜାରି କରିଛି ତୃଣମୂଳ କଂଗ୍ରେସ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ଉନ୍ମୋଚନ କରିଛନ୍ତି । ଇସ୍ତାହାରରେ ବର୍ଷକ ମଧ୍ୟରେ ୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ପ୍ରତିଶ୍ରୁତି…

ମମତାଙ୍କ ବଡ଼ ଘୋଷଣା, ପଶ୍ଚିମବଙ୍ଗରେ ମାଗଣାରେ ମିଳିବ କରୋନା ଟିକା

କୋଲକାତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ମତା ସେତିକି ବଢୁଛି । ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ରାଜନୈତିକ ଦଳ ପକ୍ଷରୁ ଦିଆଯାଉଛି କାହିଁ କେତେ କଣ ପ୍ରତିଶ୍ରୁତି । ଗଡ ଦଖଲ ପାଇଁ ଜୋରସୋରେ ଚାଲିଛି ପ୍ରଚାର । ଏହି କ୍ରମରେ ଝାରଗ୍ରାମର…

ପୁଣି ବିଧାନସଭାରେ ପ୍ରବଳ ହଟ୍ଟଗୋଳ, ଗୃହ ୪ଟା ଯାଏ ମୁଲତବି

ଭୁବନେଶ୍ୱର: ବିଧାନସଭାରେ ଲଗାତାର ପଞ୍ଚମ ଦିନ ଲାଗି ହଟ୍ଟଗୋଳ ଲାଗି ରହିଛି । ସକାଳେ ବିରୋଧୀ-ଶାସକ ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ବାଚସ୍ପତି ଗୃହକୁ ଦିନ ୧୨ଟା ଯାଏ ମୁଲତବି ରଖିଥିଲେ । ମଧ୍ୟାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣ ହୋହଲ୍ଲା କରିଥିଲେ ସଦସ୍ୟ ଫଳରେ ବାଚସ୍ପତି ଗୃହକୁ…

ବିଧାୟକ ସାନିଟାଇଜର୍ ପିଇବା ଘଟଣା: ରାଜ୍ୟପାଳଙ୍କୁ ଫେରାଦ ହେଲେ ବିଜେଡି ବିଧାୟକ

ଭୁବନେଶ୍ୱର: ବିଧାନସଭାରେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ସାନିଟାଇଜର ପିଇବା ଘଟଣାରେ କ୍ଷମା ପ୍ରାର୍ଥନା ଦାବି କରୁଛି ବିଜେଡି । କ୍ଷମା ଦାବିରେ ବିଧାନସଭାରେ ତୀବ୍ର ପ୍ରତିବାଦ କରୁଥିବା ବିଜେଡି ବିଧାୟକମାନେ ଆଜି ରାଜ୍ୟପାଳଙ୍କୁ ଫେରାଦ ହୋଇଛନ୍ତି । ଏନେଇ ବିଜେଡି ବିଧାୟକମାନେ ଏକ…

୫ ଦିନ ହେଲା ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ, ଆଜି ବି ଗୃହ କାର୍ଯ୍ୟ ଆରମ୍ଭରୁ ମୁଲତବି

ଭୁବନେଶ୍ୱର: ଆଜି ବି ଚାଲିପାରିଲାନି ବିଧାନସଭା । ଗୃହ ଆରମ୍ଭରୁ ହଟ୍ଟଗୋଳ, ହୋହଲ୍ଲା ଯୋଗୁ ବାଚସ୍ପତି ବିଧାନସଭାକୁ ଦିନ ୧୨ଟା ଯାଏ ମୁଲତବି ଘୋଷଣା କରିଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ଦିନରୁ ଗୃହରେ ଏମିତି ଅଚଳାବସ୍ଥା ଲାଗି ରହିଛି । ବିରୋଧୀ ଧାନ ମଣ୍ଡି ପ୍ରସଙ୍ଗରେ…

କଂଗ୍ରେସ ଛାଡ଼ି ଏନସିପିରେ ମିଶିଲେ ପିସି ଚାକୋ

ନୂଆଦିଲ୍ଲୀ : କଂଗ୍ରେସ ଛାଡ଼ି ଏନସିପିରେ ମିଶିଲେ ପିସି ଚାକୋ । ଏନସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶରଦ ପାୱାରଙ୍କ ଉପସ୍ଥିତିରେ ଦଳରେ ମିଶିଛନ୍ତି ପିସି ଚାକୋ । କେରଳ ବିଧାନସଭା ନିର୍ବାଚନରେ ଟିକେଟ ଭାଗବଣ୍ଟାରେ ଅସନ୍ତୁଷ୍ଟ ହୋଇ କଂଗ୍ରେସ ଛାଡିଥିଲେ ବରିଷ୍ଠ ନେତା ପିସି ଚାକୋ । ଆଜି ସେ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ, ମହାଲଢେଇ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଭାରତୀୟ ନିର୍ବାଚନ କମିଶନ, ମେ ୨ରେ ଭୋଟ୍…

ପିପିଲି: ଏପ୍ରିଲ ୧୭ରେ ପିପିଲି ଫାଇଟ୍ । ପିପିଲି ମହାସମର ପାଇଁ ଦିନ ଧାର୍ଯ୍ୟ ହୋଇଛି । ପିପିଲି ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ଆସନ୍ତା ଏପ୍ରିଲ ୧୭ରେ ପିପିଲି ବିଧାନସଭା ଲାଗି ମତଦାନ ହେବ । ମାର୍ଚ୍ଚ ୨୩ରେ ନିର୍ବାଚନ ପାଇଁ ପ୍ରକାଶ ପାଇବ…

ସର୍ବଦଳୀୟ ବୈଠକକୁ ବଏକଟ କଲା କଂଗ୍ରେସ

ଭୁବନେଶ୍ୱର: ମଣ୍ଡି ଅବ୍ୟବସ୍ଥା ଓ ବିଧାୟକ ସାନିଟାଇଜର୍ ପିଇବା ଘଟଣାକୁ ନେଇ ଅଚଳ ହୋଇଛି ବିଧାନସଭା । ଚାଲି ପାରୁନି ଗୃହ କାର୍ଯ୍ୟ । ପ୍ରତିଦିନ ଗୃହ କାର୍ଯ୍ୟ ବରବାଦ ହେଉଛି । ଅଚଳାବସ୍ଥା ଦୂର କରିବାକୁ ବାଚସ୍ପତି ଡାକିଥିବା ସର୍ବଦଳୀୟ ବୈଠକକୁ ବଏକଟ କରିଛି କଂଗ୍ରେସ । ଏହି ସୂଚନା…

ପଶ୍ଚିମବଙ୍ଗରେ କିଏ ହେବ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ? ଏମିତି କହିଲେ ରାଜନାଥ…

ନୂଆଦିଲ୍ଲୀ: ପାଖେଇ ଆସୁଛି ନିର୍ବାଚନ, ଘନଉଛି ପଶ୍ଚିମବଙ୍ଗ ପ୍ରଚାର । ଆହତ ଅବସ୍ଥାରେ ପ୍ରଚାର କରି ଲୋକଙ୍କ ସହାନୁଭୂତି ଗୋଟାଇବାକୁ ଆପ୍ରାଣ ଉଦ୍ୟମ କରୁଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଅନ୍ୟପଟେ ଟିଏମସି ଛାଡ଼ି ବିଜେପିର ମିଶିଥିବା ନେତାଙ୍କୁ ପ୍ରାର୍ଥୀ କରି ଏବଂ ଏବେ ସାଂସଦ ଥିବା…