Latest Odisha News

BREAKING NEWS

Browsing Category

ରାଜନୀତି

ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର: ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାକୁ ନେଇ ବିଜେପିକୁ ଘେରିଲା ବିଜେଡି । ବିଜେପି ପିପିଲି ଉପନିର୍ବାଚନରେ ହାରିଯିବାର ଭୟ ଥିବାରୁ ଭୋଟ୍ ପାଇଁ ଟଙ୍କା ବାଣ୍ଟୁଥିବା ବିଜେଡି ଅଭିଯୋଗ କରିଛି । ଏନେଇ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛି ।…

ପିପିଲି ଉପନିର୍ବାଚନରେ ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ : ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତା ୧୭ ତାରିଖରେ ହେବ ଭୋଟଗ୍ରହଣ । ମତଦାନ ଦିନ ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ୧୦୨ଟି ଗାଡ଼ିର ବ୍ୟବସ୍ଥା କରାଯାଇଛି । ଭୋଟ ଗ୍ରହଣ ଦିନ ସେମାନେ ରହୁଥିବା ସ୍ଥାନରୁ ମତଦାନ କେନ୍ଦ୍ରକୁ ନେବା…

ପିପିଲି ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କମ୍ପିଲାଣି ପିପିଲି ବ୍ୟାଟଲ ଗ୍ରାଉଣ୍ଡ । ସରଗରମ ହେଲାଣି କ୍ୟାମ୍ପେନ ଓ୍ୱାର । ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ଭୋଟ୍ ମାଗିବେ ନବୀନ । ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି । ପିପିଲି…

ଧାରଣାରୁ ଉଠିଲେ ବିଜେପି ବିଧାୟକ, ରାଜ୍ୟପାଳଙ୍କୁ ଭେଟିବେ

ଭୁବନେଶ୍ୱର: ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ବସିଥିବା ବିଜେପି ବିଧାୟକମାନେ ଧାରଣାରୁ ଉଠିଲେ । ଗତକାଲିଠାରୁ ସେମାନେ ଧାରଣାରେ ବସିଥିଲେ । ସେଠାରେ ରାତି ବି କାଟିଥିଲେ ବିଜେପି ବିଧାୟକ । ଆଜି ସକାଳେ ବିଜେପି ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ ସେମାନେ…

ବିଧାନସଭା ଗାନ୍ଧି ମୂର୍ତ୍ତି ତଳେ ରାତି ସାରା ଧାରଣା ଦେଲେ ବିଜେପି ବିଧାୟକ

ଭୁବନେଶ୍ୱର: ବାଚସ୍ପତିଙ୍କୁ ବିରୋଧ କରି ବିଧାନସଭା ମହାତ୍ମା ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ବିଜେପି ବିଧାୟକଙ୍କ ଧାରଣା । ସାରା ରାତି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଲେ ବିଜେପି ବିଧାୟକ । ଶନିବାର ବାଚସ୍ପତିଙ୍କ ଉପରକୁ ବିଜେପି ବିଧାୟକ ଇୟରଫୋନ୍, ଡଷ୍ଟବିନ୍ ସହ ଚପଲ ଫିଙ୍ଗିଥିଲେ…

ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣା, ବିଜେପିର ୩ ବିଧାୟକ ସସପେଣ୍ଡ

ଭୁବନେଶ୍ବର : ବିଧାନସଭାରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବିଜେପିର ୩ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି । ଚଳିତ ବିଧାନସଭା ଅଧିବେଶନ ପାଇଁ ବିଜେପି ବିଧାୟକ ବିଷ୍ଣୁ ସେଠୀ, ଜୟ ନାରାୟଣ ମିଶ୍ର ଓ ମୋହନ ମାଝୀଙ୍କୁ ନିଲମ୍ବିତ କରାଯାଇଛି ।…

ପିପିଲି ମଇଦାନରେ ୧୦ ପ୍ରାର୍ଥୀ, ଭୋଟ ଦେବେ ୨ ଲକ୍ଷ ୨୯ ହଜାର ୯୯୮ ଭୋଟର

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ଏବେ ମଇଦାନରେ ୧୦ ଜଣ ପ୍ରାର୍ଥୀ । ଆଜି ପାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଥିଲା । ମୋଟ ୧୫ ଜଣ ନାମାଙ୍କନ ଭରିଥିବା ବେଳେ, ତିନି ଜଣଙ୍କର ନାକଚ ହୋଇଛି । ସେହିପରି ଦୁଇ ଜଣ ପାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି । ଉପନିର୍ବାଚନ ପାଇଁ ଏବେ…

ବିଜେପି କରୁଛି ଶସ୍ତା ରାଜନୀତି, ଓଡ଼ିଶାରେ ବିଜୁଳି ଦର ବୃଦ୍ଧି କଥା ବିଜେପି କହିବା ହାସ୍ୟାସ୍ପଦ: ବିଜେଡି

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ନେଇ ବିଜେଡି ଓ ବିଜେପି ମୁହାଁମୁହିଁ ହୋଇଛନ୍ତି । ବିଜୁଳି ଦର ବୃଦ୍ଧି ନେଇ ବିଜେପି ନେତାମାନେ କହିବା ଅତ୍ୟନ୍ତ ହାସ୍ୟାସ୍ପଦ । କାରଣ ବିଜେପି ଶାସିତ ରାଜ୍ୟଗୁଡିକରେ ବିଦ୍ୟୁତ ଦରବୃଦ୍ଧି ଓଡିଶା ଠାରୁ ଢେର ଅଧିକ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‍…

ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ବିଜେଡି ନିଜର ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଥିବା ବେଳେ, କଂଗ୍ରେସ ମଧ୍ୟ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଦଳୀୟ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପାଇଁ ପିପିଲିରେ ପ୍ରଚାର କରିବେ କଂଗ୍ରେସର ୩୦ ଜଣ ଷ୍ଟାର କ୍ୟାମ୍ପେନର । ତାଲିକାରେ…

ପିପିଲି ପାଇଁ ବିଜେଡିର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ଆସନ୍ତା ୧୭ ତାରିଖରେ ପିପିଲିରେ ଉପନିର୍ବାଚନ ହେବ । ଏଥିପାଇଁ କ୍ୟାମ୍ପେନରେ କମ୍ପୁଛି ପିପିଲି ନିର୍ବାଚନମଣ୍ଡଳୀ । ନିର୍ବାଚନରେ ପ୍ରଚାର ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କୁ ପ୍ରଚାର…