Latest Odisha News

BREAKING NEWS

Browsing Category

ରାଜନୀତି

ଆଜି ଆରମ୍ଭରୁ ବିଧାନସଭା ହୁଲସ୍ତୁଲ, ଶାସକ-ବିରୋଧୀ ଦଳ ମୁହାଁମୁହିଁ

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ବଜେଟ୍ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି କମ୍ପିଲା । ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଛନ୍ତି । ମଣ୍ଡି ଓ ଚାଷୀ ପ୍ରସଙ୍ଗରେ ହୁଲସ୍ତୁଲ ହୋଇଛି ଗୃହ । ମଣ୍ଡି ଅବ୍ୟବସ୍ଥା ପ୍ରସଙ୍ଗରେ ବିରୋଧୀ ଗୃହ ଭିତରେ…

ହସପିଟାଲରୁ ଡିସଚାର୍ଜ ହେଲେ ମମତା ବାନାର୍ଜୀ

କୋଲକାତା : ଏସ୍‌ଏସ୍‌କେଏମ୍‌ ହସ୍ପିଟାଲରୁ ଡିସଚାର୍ଜ ହେଲେ ମମତା ବାନାର୍ଜୀ । ନନ୍ଦିଗ୍ରାମରେ ମନ୍ଦିରରୁ ଫେରୁଥିବା ବେଳେ ଆହତ ହୋଇଥିବା ମମତା ବାନାର୍ଜୀ । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଦିଦି ହସ୍ପିଟାଲରୁ ଏକ ହୁଇଲ ଚେୟାରରେ ବସି ବାହାରକୁ…

ତିରଥ ସିଂହ ରାଓ୍ବତଙ୍କ ମନ୍ତ୍ରିମଣ୍ଡଳରେ ୧୧ ନୂଆ ଚେହେରା

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ମୁଖ୍ୟମନ୍ତ୍ରୀ ତିରଥ ସିଂହ ରାଓ୍ବତ ନିଜର କ୍ୟାବିନେଟ୍‌ ବିସ୍ତାର କରିଛନ୍ତି । ନିଜ ମନ୍ତ୍ରିମଣ୍ଡଳରେ ୧୧ ଜଣ ନୂଆ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏଥିରେ ବଂଶୀଧର ଭଗତ, ସତପାଲ ମହାରାଜ, ହରକ ସିଂହ…

ଗୃହରେ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ସୁବାଷ ପାଣିଗ୍ରାହି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ମଣ୍ଡି ସମସ୍ୟାକୁ ନେଇ ସାନିଟାଇଜର ପିଇବାକୁ ଉଦ୍ୟମ କରିଛନ୍ତି ବିଧାୟକ । ସାନିଟାଇଜର ପିଇବା ବେଳେ ବିଧାୟକଙ୍କ ହାତରୁ ଛଡେଇ ନେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ବିଧାୟକଙ୍କର ଏହି…

ଆରମ୍ଭରୁ ଧାନ ତାତି, ବିଧାନସଭା ସାଢ଼େ ୧୧ଟା ଯାଏ ମୁତଲବୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟ । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଇଥିଲା । ବିଧାନସଭାରେ କଂଗ୍ରେସ ବିଧାୟକ ହୋହଲ୍ଲା ଆରମ୍ଭ କରିଥିଲେ । ବିଜେପି ବିଧାୟକ ବି ମଣ୍ଡିରୁ ଧାନ ନଉଠିବା ପ୍ରସଙ୍ଗକୁ ନେଇ…

ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ: ଜଙ୍ଗଲ ନିଆଁ, ଧାନ କିଣା ପ୍ରସଙ୍ଗରେ ହୁଲସ୍ତୁଲ ହେବ ଗୃହ

ଭୁବନେଶ୍ୱର: ୧୨ ଦିନ ଅବକାଶ ପରେ ଆଜିଠୁ ଆରମ୍ଭ ହେଉଛି ବିଧାନସଭାରେ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଏହି ପର୍ଯ୍ୟାୟ ବି କମ୍ପିବ । ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ହାତରେ ଅନେକ ପ୍ରସଙ୍ଗ ରହିଛି । ବିଶେଷ କରି ଶିମିଳିପାଳ ଓ ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ…

ହସ୍ପିଟାଲ ବେଡରେ ମମତା ବାନାର୍ଜୀ, ବିଜେପି କହିଲା ନାଟକ କରୁଛନ୍ତି ଦିଦି

କୋଲକାତା: ହସ୍ପିଟାଲରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗତକାଲି ନନ୍ଦିଗ୍ରାମରେ ପ୍ରଚାର ବେଳେ ତାଙ୍କ ଉପରେ ହୋଇଥିବା ଆକ୍ରମଣରେ ସେ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କୋଲକାତା ଏସଏସକେଏମ୍ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ମମତାଙ୍କ ଗୋଡ଼ରେ ଆଘାତ…

ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା

କୋଲକାତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲା ଓ୍ବାଇ ପ୍ଲସ ସୁରକ୍ଷା। ମିଥୁନ ଚକ୍ରବର୍ତ୍ତୀଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା ଯୋଗାଇ ଦେଇଛି କେନ୍ଦ୍ର ଗୃହ ମନ୍ତ୍ରାଳୟ । ନିକଟରେ ବିଜେପିରେ ସାମିଲ ହେବା ପରେ ମିଥୁନଙ୍କୁ ଏହି ସୁରକ୍ଷା…

ପ୍ରଚାର ବେଳେ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ

କୋଲକାତା : ପଶ୍ଚିମବଙ୍ଗରେ ପୁଣି ନିର୍ବାଚନୀ ହିଂସା । ନନ୍ଦିଗ୍ରାମରେ ପ୍ରଚାର ସାରି ଫେରୁଥିବା ବେଳେ ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୪ ଜଣ ଲୋକ ତାଙ୍କ ଉପରେ ଆକ୍ରମଣ କରିଥିବା ସେ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁସାରେ, ନନ୍ଦିଗ୍ରାମର…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ତିରଥ ସିଂହ ରାଓ୍ୱତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ତ୍ରିବେନ୍ଦ୍ର ସିଂହ ରାୱତ ଇସ୍ତଫା ଦେବା ପରେ ଆଜି ନୂଆ ମୁଖମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ତିରଥ ସିଂହ ରାୱତ । ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟା ତିରଥ ସିଂହ ରାଓ୍ବତଙ୍କୁ ଶପଥ ପାଠ କରାଇଛନ୍ତି । ବିଜେପି ବିଧାୟକ ଦଳର ବୈଠକରେ ତିରଥଙ୍କୁ…