Latest Odisha News

BREAKING NEWS

Browsing Category

ରାଜନୀତି

‘ଏକାମ୍ର କାନନରୁ ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ’

ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ରକାନନ ଫାର୍ମ ଜମିକୁ ନେଇ ସାଧାରଣ ପ୍ରଶାସନ ବିଭାଗକୁ ହସ୍ତାନ୍ତର ବିରୋଧରେ ବିଜେପି ପକ୍ଷରୁ ଫାର୍ମ ସମ୍ମୁଖରେ ବିରୋଧ ପ୍ରଦର୍ଶନ । ଭୁବନେଶ୍ୱର ଏକାମ୍ର ଉଦ୍ୟାନ ପରିସରରୁ ଗୋଟିଏ ବି ଗଛ କଟାଯିବାକୁ ଦିଆଯିବନି। ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ।…

ନୀତିଶଙ୍କ ଉପରକୁ ପଥର ଓ ପିଆଜ ମାଡ

ପାଟନା: ବିହାର ବିଧାନସଭାର ତୃତୀୟ ପର୍ଯ୍ୟାୟ ମତାଦାନ ପାଇଁ ଅରମ୍ଭ ହୋଇଛି ଜୋରଦାର ପ୍ରଚାର । ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧୁବନୀର ହରଲଖିରେ ପ୍ରଚାର କରିଛନ୍ତି । ନିର୍ବାଚନ ରାଲିରେ ଲୋକଙ୍କୁ ସମ୍ବୋଧନ କରୁଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପରକୁ…

ଭୋଟ ବର୍ଜନ କଲେ ଗ୍ରାମବାସୀ

ତିର୍ତ୍ତୋଲ: ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଭୋଟ ବର୍ଜନ କରିଛନ୍ତି ୫ଟି ୱାର୍ଡର ଭୋଟର । ଏହି ଅଭିଯୋଗ ଆସିଛି ତିର୍ତ୍ତୋଲରୁ । ରାସ୍ତା ନାହିଁ ତ ଭୋଟ ନାହିଁ । ଏଭଳି ରୋକଠୋକ ଶୁଣାଇଛନ୍ତି ଗ୍ରାମବାସୀ । କଟରା ପଂଚାୟତର ବେଗୁନିଆ ଗାଁର ୫ଟି ୱାର୍ଡ଼…

‘ଲୋକସଭା ଓ ରାଜ୍ୟସଭା ମିଶିଲେ ବି କଂଗ୍ରେସରେ ନାହାନ୍ତି ୧୦୦ ସାଂସଦ’

ପାଟନା: ବିହାରରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ଗୋଟିଏ ପଟେ ନିର୍ବାଚନ ଚାଲିଥିବା ବେଳେ ଅନ୍ୟପଟେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣକୁ ନେଇ ଚାଲିଛି ଜୋରଦାର ପ୍ରଚାର । ବିଭିନ୍ନ ରାଜନୈତିକ ଦଳ ପ୍ରଚାର ମଇଦାନରେ ବ୍ୟସ୍ତ ଅଛନ୍ତି । ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଉପନିର୍ବାଚନ: ଦିନ ୧ଟା ସୁଦ୍ଧା ଦୁଇ ଆସନରେ ୪୦.୫୧% ମତଦାନ

ଭୁବନେଶ୍ୱର: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଜାରି ରହିଛି ମତଦାନ । ଉଭୟ ଆସନରେ ଦିନ ୧ଟା ସୁଦ୍ଧା ୪୦.୫୧ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ବାଲେଶ୍ୱରରେ ୪୧.୩୬% ଓ ତିର୍ତ୍ତୋଲରେ ୩୯.୬୮ % ମତଦାନ ହୋଇଥିବା ସୂଚନା ମିଳିଛି । ପ୍ରଥମେ…

ଦିନ ୧୧ଟା ସୁଦ୍ଧା ବାଲେଶ୍ୱରରେ ୨୭.୬% ଓ ତିର୍ତ୍ତୋଲରେ ୨୪.୯୩% ଭୋଟିଂ

ଭୁବନେଶ୍ୱର: ଆଜି ରାଜ୍ୟର ଦୁଇଟି ଆସନରେ ଚାଲିଛି ଉପନିର୍ବାଚନ ପାଇଁ ମତଦାନ । ଉଭୟ ବିଧାନସଭା ଆସନ ଲଗି ମତଦାନ ପ୍ରକ୍ରିୟା ଶାନ୍ତି ଶୃଙ୍ଖଳାର ସହ ଚାଲିଛି । ତେବେ ସକାଳୁ ସକାଳୁ ମତଦାନ ହାର ସେଭଳି ଅଧିକ ନଜର ଆସିନି । ସକାଳ ୧୧ଟା ସୁଦ୍ଧା ୨୬.୨୪ ପ୍ରତିଶତ ଭୋଟଦାନ ରେକର୍ଡ ହୋଇଛି ।…

ଭୋଟରଙ୍କୁ ବାଣ୍ଟୁଥିଲେ ଟଙ୍କା, ଧରିଲା ପୋଲିସ

ବାଲେଶ୍ୱର: ଆଜି ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଏହି ସମୟ ବାଲେଶ୍ୱରରୁ ଆସିଛି ସଙ୍ଗୀନ ଅଭିଯୋଗ । ସେଠାକାର ୧ ନମ୍ବର ୱାର୍ଡ ଆଦିବାସୀ ସାହିରେ ଜଣେ ମହିଳା କିଛି ସମର୍ଥକଙ୍କ ସହ ଆସି ଭୋଟରଙ୍କୁ ଟଙ୍କା ବାଂଟୁଥିବା ଅଭିଯୋଗ ହୋଇଛି । ଏହାପରେ ସ୍ଥାନୀୟ…

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟଗ୍ରହଣ । କୋଭିଡ କଟକଣା ଭିତରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ଚାଲିବ । ଦୁଇଟି ନିର୍ବାଚନ ମଣ୍ଡଳୀର ମୋଟ୍ ୧୫ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ସାଢେ ୪ଲକ୍ଷ ଭୋଟର । ବାଲେଶ୍ୱରରେ ୩୪୬ ଓ…

ବିହାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୧,୪୬୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ପାଟନା: ଆଜି ବିହାର ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ସକାଳ ୭ଟାରୁ ଭୋଟିଂ ସନ୍ଧ୍ୟା ୬ଟା ଯାଏ ଚାଲିବ । ୧୭ଟି ଜିଲ୍ଲାର ୯୪ ବିଧାନସଭା ଆସନରେ ମତଦାନ ହେଉଛି । ମୈଦାନରେ ଅଛନ୍ତି ୧ ହଜାର ୪୬୩ ପ୍ରାର୍ଥୀ । ମୋଟ୍ ୨ କୋଟି ୮୫ ଲକ୍ଷ ଭୋଟର ସେମାନଙ୍କର ମତାଧିକାର…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ, ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତାକାଲି ପଡିବ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ଭୋଟ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍ କରିଛନ୍ତି । ଆସନ୍ତାକାଲି ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏଁ ହେବ ଭୋଟ୍ । ଭୋଟରଙ୍କ ସୁବିଧା ପାଇଁ…