Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡି ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତିକରଣ ଆହ୍ୱାନ ଦେଲେ ନବୀନ, ଜାତୀୟ ଦଳଙ୍କୁ ଟାର୍ଗେଟ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସରେ ମହିଳା । ମହିଳା ସଶକ୍ତିକରଣକୁ ତାଙ୍କ ସରକାର ସବୁବେଳେ ଗୁରୁତ୍ୱ ଦେଇ ଆସିଛି । ଆଜି ବିଜେଡିର ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତିକରଣ ପ୍ରସଙ୍ଗ ଉଠାଇ ଜାତୀୟ ଦଳକୁ ଟାର୍ଗେଟ କରିଛନ୍ତି ଦଳ ସଭାପତି ନବୀନ…

ବିଜେଡି ପ୍ରତିଷ୍ଠା ଦିବସରେ ଶ୍ରେଷ୍ଠ ଓଡ଼ିଶା ଗଠନ ଆହ୍ୱାନ ଦେଲେ ସୁପ୍ରିମୋ

ଭୁବନେଶ୍ୱର: ଆଜି ବିଜେଡି ପାଳୁଛି ୨୪ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଦଳୀୟ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଆହ୍ୱାନ ଦେଇଛନ୍ତି ନବୀନ । ସେ ଲେଖିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଆଶୀର୍ବାଦ ଓ…

୨୪ ବର୍ଷରେ ବିଜେଡି, ଦଳ ପାଳୁଛି ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ପାଳୁଛି ୨୪ତମ ପ୍ରତିଷ୍ଠା ଦିବସ । କୋଭିଡ କଟକଣା ଭିତରେ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି । ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ କୋଭିଡ୍ କଟକଣା ଭିତରେ ଆୟୋଜିତ ହେବ ସମାବେଶ । ଦଳୀୟ କାର୍ଯ୍ୟାଳୟରେ ସାଧାରଣ ସଭାରେ ଭିଡିଓ କନଫରେନ୍ସିଂ ଜରିଆରେ…

କୃଷକଙ୍କ ସମର୍ଥନରେ ରାଷ୍ଟ୍ରପତି ଭବନ ଯାଏ ଆଜି ରାଲି କରିବେ ରାହୁଲ, ଦିଲ୍ଲୀ ପୋଲିସ କହିଲା ଅନୁମତି ନାହିଁ

ନୂଆଦିଲ୍ଲୀ: ନୂଆ କୃଷି ଆଇନକୁ ନେଇ ଆନ୍ଦୋଳନରେ ବସିଛନ୍ତି ଚାଷୀ । ଜିଦରେ ଅଟଳ ଅଛନ୍ତି । ଏଭଳି ପରିସ୍ଥିତିରେ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧି କୃଷି ଆଇନ ତଥା ଚାଷୀଙ୍କ ସମର୍ଥନରେ ଦିଲ୍ଲୀ ବିଜୟଚୌକରୁ ରାଷ୍ଟ୍ରପତି ଭବନ ଏଯାଏ ଏକ ରାଲି କରିବେ । ରାହୁଲଙ୍କ ନେତୃତ୍ୱରେ ହେବାକୁ ଥିବା ଏହି…

ଦୁର୍ନୀତି ବିକାଶର ବଡ ଶତ୍ରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୁର୍ନୀତି ବିରୋଧରେ ଲଢେଇ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକଙ୍କ ଆହ୍ୱାନ । ଆଜି ବିଜେଡି ରାଜ୍ୟ ପରିଷଦ ବୈଠକରେ  ଉଦବୋଧନ ଅବସରରେ ନବୀନ କହିଛନ୍ତି ଯେ, ''ଦୁର୍ନୀତି ବିକାଶର ବଡ ଶତ୍ରୁ ।  ଦୁର୍ନୀତି ଲଢେଇରେ ଆମ ସରକାର ବିଶ୍ୱାସ କରେ । ଆମେ ଲଢେଇ କରିଛୁ ଗରିବି ବିରୋଧରେ,…

ବିଜେଡି ରାଜ୍ୟ ପରିଷଦ ବୈଠକରେ କର୍ମକର୍ତ୍ତାଙ୍କୁ ମତାମତ ମାଗିଲେ ସୁପ୍ରିମୋ

ଭୁବନେଶ୍ୱର: ବିଜେଡିର ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ବିଜେଡିର ରାଜ୍ୟ ପରିଷଦ ବୈଠକ । ଭିଡିଓ କନଫରେନ୍ସିଂରେ ବୈଠକରେ ଯୋଗ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଅବସରରେ ଦଳୀୟ କର୍ମକର୍ତ୍ତାଙ୍କୁ ସେ ମତାମତ ମାଗିଛନ୍ତି । ସରକାର ଓ ସଙ୍ଗଠନ ନେଇ ମତାମତା ଦେବାକୁ କହିଛନ୍ତି…

ଆଜି ରାଜ୍ୟରେ ସବୁ ଏସପି ଅଫିସ ଘେରାଉ କରିବ କଂଗ୍ରେସ

ଭୁବନେଶ୍ୱର: ପରୀ ହତ୍ୟାକାଣ୍ଡ, ରାଜ୍ୟରେ ଶିଶୁ ନିଖୋଜ ଓ ନାବାଳିକା ଦୁଷ୍କର୍ମ ଭଳି ଘଟଣା ବଢୁଛି । ଏହାର ପ୍ରତିବାଦରେ ଆଜି କଂଗ୍ରେସ ରାଜ୍ୟର ସବୁ ଏସପିଙ୍କ ଅଫିସ ଘେରାଉ କରିବ । ଏଥିରେ ସାମିଲ ହେବେ କଂଗ୍ରେସ ନେତା ଓ କର୍ମୀ । ଭୁବନେଶ୍ୱରରେ ପୋଲିସ କମିଶନର କାର୍ଯ୍ୟାଳୟ ନିକଟରେ…

ପରୀ ପାଇଁ ବିଜେପି ପଦଯାତ୍ରାର ଆଦି ଦ୍ୱିତୀୟ ଦିନ

ଭୁବନେଶ୍ୱର: ନୟାଗଡ଼ ନାବାଳିକା ପରୀକୁ ନ୍ୟାୟ ଦେବାକୁ ବିଜେପି ଆରମ୍ଭ କରିଥିବା ପଦଯାତ୍ରାର ଆଜି ଦ୍ୱିତୀୟ ଦିନ । ଆଜି ଯାଆଁଳାରୁ ପଦଯାତ୍ରା ନୟାଗଡ଼ ଯଦୁପୁର ଅଭିମୁଖେ ବାହାରିବ । ଗତକାଲି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରୁ ଏହି ପଦଯାତ୍ରା ବାହାରି ଯାଆଁଳା ଯାଏ ଯାଇଥିଲା । ପାଞ୍ଚ ଦିନରେ…

ପୋଲିସ ଡିଜିଙ୍କ ନିକଟରେ ଅଭିଯୋଗ କଲେ ଅନୁଭବ ମହାନ୍ତି

କଟକ: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମୁନି । ଗତକାଲି ବର୍ଷା ପୁରୀଘାଟ ଥାନାରେ ଏତଲା ଦେଇଥିଲେ । ଏହାପରେ ପୋଲିସ ଡିଜି ଅଭୟଙ୍କ ନିକଟରେ ପାଲଟା ଅଭିଯୋଗ କରିଛନ୍ତି ଅନୁଭବ ମହାନ୍ତି । କିଛି ଦିନ ତଳେ ଭାଇରାଲ ହୋଇଥିବା ଏକ ଅଡିଓକୁ ନେଇ…

ପରୀ ପାଇଁ ଆଜିଠୁ ବିଜେପିର ପଦଯାତ୍ରା, ଲିଙ୍ଗରାଜ ମନ୍ଦିରରୁ ଯଦୁପୁର ଯାଏ

ଭୁବନେଶ୍ୱର: ନୟାଗଡ଼ ନାବାଳିକା ‘ପରୀ’କୁ ନ୍ୟାୟ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଦଳ ପକ୍ଷରୁ ସମସ୍ତ ବିଧାନସଭା କ୍ଷେତ୍ରରେ ପଦଯାତ୍ରା ଚାଲିଛି । ଆଜି କୁନି ଝିଅକୁ ନ୍ୟାୟ ଦେବା ଦାବିରେ ଭୁବନେଶ୍ୱରରୁ ପରୀର ଗାଁ ନୟାଗଡ଼ ଜିଲ୍ଲା ଯଦୁପୁର ଯାଏ ପଦଯାତ୍ରା ଆରମ୍ଭ କରିବ ବିଜେପି ।…