Latest Odisha News

BREAKING NEWS

Browsing Category

ରାଜନୀତି

ରାଜ୍ୟସଭା ଯିବେ ସୁଶୀଲ ମୋଦି, ମିଳିପାରେ ବଡ ଦାୟିତ୍ବ

ବିହାର: ବିହାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସୁଶୀଲ ମୋଦି ଯିବେ ରାଜ୍ୟସଭା । ବିହାର ବିଜେପି ତାଙ୍କୁ ପ୍ରାର୍ଥୀ କରିଛି । ଲୋକ ଜନଶକ୍ତି ପାର୍ଟି ନେତା ରାମବିଲାସ ପାଶୱାନଙ୍କ ଦେହାନ୍ତ ପରେ ରାଜ୍ୟସଭା ସିଟ୍ ଖାଲି ପଡିଛି । ଏହି ସିଟ୍ ପାଇଁ ଉପନିର୍ବାଚନ ହେବାର ଅଛି । ତେଣୁ…

ପରୀ ପରିବାରକୁ ଉପଯୁକ୍ତ ନ୍ୟାୟ ମିଳୁ: ମନ୍ତ୍ରୀ ଅରୁଣ ସାହୁ

ଭୁବନେଶ୍ପବର: ଗତ ତିନି ଦିନ ଧରି ପରୀ ମୃତ୍ୟୁ ପ୍ରସଙ୍ଗରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି ବିଧାନସଭାରେ ଏ ନେଇ ମୁହଁ ଖୋଲିଛନ୍ତି କୃଷିମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି, 'ପରୀ ମୃତ୍ୟୁ ଘଟଣା ମତେ ମର୍ମାହତ କରିଛି । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଦାଯିତ୍ବ ନେଇଥିବା ବେଳେ ମୋର ପୂରା…

ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇ

ଗୌହାଟୀ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗଇଙ୍କର ପରଲୋକ । ଆଜି ଅପରାହ୍ନରେ ଗୌହାଟୀ ମେଡିକାଲ ସାଇନ୍ସ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତୁୟ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଗତ ତିନି ମାସ ତଳେ ସେ କରୋନାରେ…

ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗ, ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମନ୍ତ୍ରୀ କହିଛନ୍ତି, ଉଦ୍ଦେଶ୍ୟମୂଳକ ଭାବେ ସରକାର ସ୍କୁଲ ବନ୍ଦ କରିନାହାନ୍ତି । ଆଇନ ବାହାରକୁ ଯାଇ କୌଣସି କାର୍ଯ୍ୟ କରାଯାଇନାହିଁ । ଛୋଟ ଛୋଟ ସ୍କୁଲକୁ ଏକତ୍ରୀକରଣ କରି ବୃହତ ସ୍କୁଲ କରାଯାଇପାରିଲେ…

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ, ସର୍ବଦଳୀୟ ବୈଠକରେ ନିଷ୍ପତ୍ତି

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ । ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଆଣିବେ । ଗୃହରେ ଏହି ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବ । ସର୍ବଦଳୀୟ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ବାଚସ୍ପତି ସୂଚନା ଦେଇଛନ୍ତି । ସର୍ବଦଳୀୟ ବୈଠକ ନିଷ୍ପତ୍ତି…

ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର ନ ହେଲେ ଆତ୍ମହତ୍ୟା କରିବାକୁ ଧମକ ଦେଲେ ତାରା ବାହିନୀପତି

ଭୁବନେଶ୍ୱର: ରାଜ୍ୟରେ ୧୪ ହଜାର ସ୍କୁଲ ବନ୍ଦ ହେବା ପ୍ରସଙ୍ଗରେ ଆଜି ଗୃହରେ ହୋହାଲ୍ଲା ଲାଗି ରହିଥିବା ବେଳେ ସରକାର ଏହି ନିଷ୍ପତ୍ତି ପ୍ରତ୍ୟାହାର ନ କଲେ ଆତ୍ମହୂତି ଦେବେ ବୋଲି ଧମକ ଦେଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ସେ ବେକକାଟି ମରିବେ ବୋଲି କହିଛନ୍ତି । ଏ ନେଇ…

ବିିଧାନସଭା ଆପରାହ୍ନ ୩ଟା ଯାଏଁ ମୁୁଲତବୀ

ଭୁବନେଶ୍ୱର: ସ୍କୁଲ ବନ୍ଦ ପ୍ରସଙ୍ଗ ନେଇ ବିଧାନସଭାରେ ହଙ୍ଗାମା ହୋଇଛି । ଗୃହରେ ବିଜେପି ଓ କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ । ଏଥି ସହ ସର୍ବଦଳୀୟ ବୈଠକ ଡାକିବାକୁ ବିରୋଧୀ ଦାବି କରିଛନ୍ତି । ହଟ୍ଟଗୋଳ ଯୋଗୁଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଦିନ ୩ଟା ଯାଏଁ ମୁଲତବୀ…

ହାଜତ ମୃତ୍ୟୁ ଅଭିଯୋଗ ପ୍ରସଙ୍ଗରେ ବିଧାନସଭାରେ ତମ୍ବିତୋଫାନ

ଭୁବନେଶ୍ୱର: ବିଧାନସଭାର ଦ୍ୱିତୀୟ ଦିନରେ ହାଜତ ମୃତ୍ୟୁ ପ୍ରସଙ୍ଗରେ ପୁଣି ଶାସକ ଦଳକୁ ଘେରିଛନ୍ତି ବିରୋଧୀ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର‌୍ୟ୍ୟସ୍ତକୁ ଉଦବେଗ ପ୍ରକାଶ ପାଇଛି । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ ରାଜ୍ୟରେ ଆଇନ ଶୃଙ୍ଖଳା ନାହିଁ,…

କୋଭିଡ କଟକଣା ମଧ୍ୟରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ । କୋଭିଡ କଟକଣା ମଧ୍ୟରେ ଚାଲିଛି ଅଧିବେଶନ । ପ୍ରଥମେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଏଥି ସହ ଦିବଗଂତ ବିଧାୟକ ଓ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଂଜଳି ଦିଆଯାଇଛି । ଶୋକପ୍ରସ୍ତାବ ଆଗତ ପରେ ଗୃକୁ…

ରାଜ୍ୟରେ ୪୬୪.୭୨ କୋଟି ଟଙ୍କାର ପୁଞ୍ଜି ନିବେଶ; ୮୭୩ ବ୍ୟକ୍ତିଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଓଡିଶା ସରକାର ମଙ୍ଗଳବାର ଦିନ ୪୬୪.୭୨ କୋଟି ଟଙ୍କା ମୂଲ୍ୟର ୪ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଏକକ ୱିଣ୍ଡୋ ଅଥୋରିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ପ୍ରସ୍ତାବରେ ୮୭୩ ଜଣଙ୍କୁ…