Latest Odisha News

BREAKING NEWS

Browsing Category

ରାଜନୀତି

ବାଲେଶ୍ୱର ଓ ତିର୍ତ୍ତୋଲରେ ଆଗରେ ବିଜେଡି, ସରିଲା ପୋଷ୍ଟାଲ ବାଲାଟ ଗଣତି

ଭୁବନେଶ୍ୱର: ଖୋଲିଛି ଇଭିଏମ୍ ପେଡ଼ି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡ ପୋଷ୍ଟାଲ ବାଲାଟ ଗଣତିରେ ବାଲେଶ୍ୱରରେ ଆଗରେ ବିଜେଡି ରହିଛି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ୬୧୫ ଖଣ୍ଡ ଭୋଟରେ ଆଗରେ ରହିଛନ୍ତି । ସ୍ୱରୂପ ଦାସଙ୍କୁ ୩…

ବିହାର ଭୋଟ ଗଣତି: ଆଗରେ ମହାମେଣ୍ଟ, ପଛରେ ଏନଡିଏ

ପାଟନା: ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଜାରି ରହିଛି । ପୋଷ୍ଟାଲ ବାଲାଟ ଗଣତି ସରିଥିବା ବେଳେ ଇଭିଏମ ପେଡି ଖୋଲିଛି । ପ୍ରାରମ୍ଭିକ ଟ୍ରେଣ୍ଡରେ ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ ଆଗୁଆ ରହିଛି । ପଛରେ ରହିଛି ଏନଡିଏ । ୧୬୧ ଆସନରେ ହୋଇଥିବା ଗଣତିରେ ୮୫ ଆସନରେ ମହାମେଣ୍ଟ ଆଗରେ ରହିଛି…

ରେଜଲ୍ଟ ଡେ: ବିହାରରେ କିଏ ମାରିବ ବାଜି, ଖୋଲିବ ଭାଗ୍ୟ ପେଡ଼ି

ପାଟନା: କାହା ଦଖଲକୁ ଯିବ ବିହାର ? ନୀତିଶ କୁମାର ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ନା ଯୁବ ମୁଖ୍ୟମନ୍ତ୍ରୀ ପାଇବେ ବିହାରବାସୀ ? ଶାସନ କ୍ଷମତା ପୁଣି ଥରେ ନିଜ ହାତରେ ରଖିବ ଏନଡିଏ ନା ମହାମେଣ୍ଟ ସରକାର ଗଢ଼ିବ ? ଆଜି ଆସିବ ଜନାଦେଶ । ଖୋଲିବ ଭାଗ୍ୟ ପେଡ଼ି । ୧୪୩ ବିଧାନସଭା ବିଶିଷ୍ଟ ବିହାର…

କାଲି ଆସିବ ଉପନିର୍ବାଚନ ଫଳାଫଳ, ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି

ଭୁବନେଶ୍ୱର: କାହା ଦଖଲରେ ଯିବ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ । କାଲି ଜଣାପଡିବ ସ୍ପଷ୍ଟ ଚିତ୍ର । ଏ ଦୁଇଟି ଆସନରେ ଆସନ୍ତାକାଲି ଭୋଟ ଗଣତି ହେବ । ତେବେ ଏହା ପୂର୍ବରୁ ପ୍ରଶାସନ ପକ୍ଷରୁ ଚୂଡାନ୍ତ ପ୍ରସ୍ତୁତି କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସୂଚନା…

ନୂଆ କୃଷି ଆଇନକୁ ବିରୋଧ, କଂଗ୍ରେସର ଟ୍ରାକ୍ଟର ରାଲି

ଭୁବନେଶ୍ୱର: କେନ୍ଦ୍ରର କୃଷି ଆଇନ୍‌କୁ ଜୋରଦାର ବିରୋଧ । ଭୁବନେଶ୍ୱରରେ ଆୟୋଜିତ ହୋଇଛି କଂଗ୍ରେସର କ୍ଷେତି ବଂଚାଅ ଯାତ୍ରା । ଏହି ଯାତ୍ରାରେ କଂଗ୍ରେସର ନେତା ଓ କର୍ମୀମାନେ ଟ୍ରାକ୍ଟର ରାଲି କରିଛନ୍ତି । ଏହି ରାଲି ରାଜ୍ୟ କଂଗ୍ରେସ ଭବନ ଅଫିସରୁ ବାହାରି କଟକର କଂଗ୍ରେସ ଅଫିସରେ ପଂହଚିବ ।…

ଫଳାଫଳ ପୂର୍ବରୁ ବିହାରରେ କଂଗ୍ରେସକୁ ବିଭାଜନ ଭୟ, ପାଟନା ଗଲେ ଦୁଇ ବରିଷ୍ଠ ନେତା

ପାଟନା: କାହା ଦଖଲରୁ ଯିବ ବିହାର ? ଏନଡିଏ ପୁଣି ସରକାର ଗଢ଼ିବ ନା ଫେରିବ ମହାମେଣ୍ଟ ? ଆସନ୍ତାକାଲି ଆସିବ ରେଜଲ୍ଟ । ଭୋଟ ଗଣତି ପରେ ପ୍ରକାଶ ପାଇବ ଫଳାଫଳ । ଏକଜାଟ୍ ରେଲ୍ଡ ଉପରେ ସମସ୍ତଙ୍କର ନଜର ରହିଥିବା ବେଳେ କଂଗ୍ରେସକୁ ଘାରିଛି ବିଭାଜନ ଭୟ । ବିଭିନ୍ନ ସଂସ୍ଥାର ଏକଜିଟ୍ ପୋଲ ଅନୁସାରେ…

କାହା ଦଖଲକୁ ଯିବ ବାଲେଶ୍ୱର ଓ ତିର୍ତ୍ତୋଲ? କାଲି ଉପନିର୍ବାଚନ ଗଣତି

ଭୁବନେଶ୍ୱର: ସରଛି ଉପନିର୍ବାଚନ ଭୋଟ । ଏବେ ସମସ୍ତଙ୍କ ନଜର କାହା ଦଖଲକୁ ଯିବ ବାଲେଶ୍ୱର ସଦର ଓ ତର୍ତ୍ତୋଲ ଉପନିର୍ବାଚନ । କିଏ ମାରିବ ଏ ଦୁଇଟି ଆସନରେ ବାଜି । କାହା ମୁଣ୍ଡରେ ହାତୀ ସୁନା କଳସ ଢ଼ାଳିବ । କିଏ ବସିବ ବାଲେଶ୍ୱର ଓ ତିର୍ତ୍ତୋଲ ଆସନରେ । ଏନେଇ ସମସ୍ତ ମନରେ ଏବେ ଏଭଳି କିଛି…

ଜୀବନ ପ୍ରଦୀପ ଦାସଙ୍କ ଅଡିଓ ଭାଇରାଲ ପ୍ରସଙ୍ଗ: ଜୋର ଧରିଲା ରାଜନୀତି

ଭୁବନେଶ୍ୱର: ଜୀବନ ପ୍ରଦୀପ ଦାସଙ୍କ ଅଡିଓ ଭାଇରାଲ ପ୍ରସଙ୍ଗରେ ବିଜେପି ଓ ବିଜେଡିକୁ ଟାର୍ଗେଟ୍ କରିଛି କଂଗ୍ରେସ । ବିଜେପି-ବିଜେଡି ଗୋଟିଏ ଦଳ ବୋଲି ଯେଉଁ ଅଭିଯୋଗ କଂଗ୍ରେସ କରୁଥିଲା ତାହା ଜୀବନଙ୍କ ଅଡିଓ ଟେପ୍ ପ୍ରମାଣିତ କରିଛି । ଚିଟଫଣ୍ଡ ସ୍କାମ୍ ଭଳି ବିଭିନ୍ନ ଦୁର୍ନୀତିରେ ସୁରକ୍ଷା…

ଚର୍ଚ୍ଚାରେ ଭାଇରାଲ ଅଡିଓ କ୍ଲିପ୍‌, ପ୍ରତିକ୍ରିୟା ରଖିଲେ ଜୀବନ ପ୍ରଦୀପ

ଭୁବନେଶ୍ୱର: ବିଜେଡିରୁ ନିଲମ୍ବିତ ହୋଇଥିବା ବାଲେଶ୍ୱରର ନେତା ଜୀବନ ପ୍ରଦୀପ ଦାସଙ୍କ ଏକ ଭାଇରାଲ୍ ଅଡିଓକୁ ନେଇ ଏବେ ଚର୍ଚ୍ଚା। ଜୀବନ ପ୍ରଦୀପ ଜଣେ କର୍ମୀଙ୍କ ସହିତ ସେ କଥା ହୋଇଥିଲେ, ଯାହାର ଅଡିଓ ଭାଇରାଲ ହୋଇଛି। ଏଥିରେ ସେ ଅଭିଯୋଗ କରିଛନ୍ତି, ବାଲେଶ୍ୱର ଉପନିର୍ବାଚନରେ ଟିକେଟ୍‌ ପାଇଥିବା…

ଏକଜିଟ୍ ପୋଲ : ବିହାରରେ ରାଜ କରିବେ ତେଜସ୍ୱୀ

ପାଟନା : ବିହାର ନିର୍ବାଚନ ସରିବା ସହିତ ପ୍ରକାଶ ପାଇଥିବା ସମସ୍ତ ଏକଜିଟ୍ ପୋଲ ସର୍ଭେରୁ ତେଜସ୍ୱୀ ଯାଦବଙ୍କ ନେତୃତ୍ବାଧୀନ ମହାଗଠବନ୍ଧନ ମେଣ୍ଟ ସରକାର ଗଢିବା ଅନୁମାନ କରାଯାଉଛି । ୧୫ ବର୍ଷର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପଛରେ ପକାଇ ତେଜସ୍ୱୀ ବାଜି ମାରି ନେଇଥିବା ପ୍ରାଯ ଅଧିକାଂଶ…