Latest Odisha News

BREAKING NEWS

Browsing Category

ରାଜନୀତି

ବିଜେଡ଼ିରୁ ଇସ୍ତଫା ଦେଲେ ନିଲମ୍ବିତ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର: ବିଜୁ ଜନତା ଦଳରୁ ନିଲମ୍ବିତ ହେବାର ଗୋଟିଏ ଦିନପରେ ପୂର୍ବତନ ବାଲେଶ୍ୱର ବିଧାୟକ ଜୀବନ ପ୍ରଦୀପ ଦାସ ଶୁକ୍ରବାର ଦିନ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ଦଳ ବିରୋଧି କାର୍ଯ୍ୟ ପାଇଁ ଗତ ଦୁଇ ଦିନ ତଳେ ଶ୍ରୀ ଦାସ ପାର୍ଟିରୁ ନିଲମ୍ବିତ ହୋଇଥିଲେ ।…

ଦିନକୁ ସାଢ଼େ ୪ ଘଣ୍ଟା ବସିବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ତେବେ ଏଥର ମଧ୍ୟ କୋଭିଡ କଟକଣା ଭିତରେ ଏହି ଅଧିବେଶନ ବସିବ । ଏଥିସହ ଦୈନିକ ସାଢ଼େ ୪ ଘଂଟା ପାଇଁ ବସିବ ବିଧାନସଭା । ଏନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ପ୍ରଶ୍ନକାଳ…

ପଶ୍ଚିମବଙ୍ଗରେ ଶାହାଙ୍କ ‘ଲଞ୍ଚ୍ ଡିପ୍ଲୋମେସି’, ଚିହିଁକି ଉଠିଲେ ମମତା

କୋଲକାତା: ଆସନ୍ତାବର୍ଷ ହେବ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ତେବେ ଏହା ପୂର୍ବରୁ ସେଠାରେ ରାଜନୀତି ଜୋର ଧରିଛି । ରାଜନୈତିକ ଦଳ ଗୁଡିକ ଏବେଠାରୁ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଲେଣି । ଏହି କ୍ରମରେ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି…

ଦଳ ବିରୋଧୀ କାର୍ଯ୍ୟ ଲାଗି ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବାଲେଶ୍ୱର ବିଧାୟକ

ଭୁବନେଶ୍ୱର: ବିଜେଡ ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଦିନ ଜଣେ ବିଜେଡି ନେତାଙ୍କୁ ଦଳ ବିରୋଧି କାର୍ଯ୍ୟ ପାଇଁ ଦଳରୁ ନିଲମ୍ବନ କରିଛନ୍ତି । ବିଜେଡିରୁ ନିଲମ୍ବିତ ହୋଇଥିବା ନେତା ଜଣଙ୍କ ହେଉଛନ୍ତି ପୂର୍ବତନ ବାଲେଶ୍ୱର ବିଧାୟକ ଜୀବନ ପ୍ରଦୀପ ଦାସ । ଏସମ୍ପର୍କରେ ତତକାଳୀନ ପଦକ୍ଷେପ…

ନଭେମ୍ବର ୨୦ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ବସିବ ବିଧାନସଭା ଶୀତ ଅଧିବେଶନ । ଏହା ନଭେମ୍ବର ୨୦ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ହିଁ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ ବୋଲି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି। ଚଳିତଥର…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନରେ କେତେ ଜଣ କରୋନା ଆକ୍ରାନ୍ତ ଦେଇଛନ୍ତି ଭୋଟ? ଜାଣନ୍ତୁ

ଭୁବନେଶ୍ୱର:ବାଲେଶ୍ୱର ଓ ତିର୍ତ୍ତୋଲରେ ସୁରୁଖୁରୁରେ ସରିଛି ଉପ-ନିର୍ବାଚନ । ଉପନିର୍ବାଚନ ଶେଷ ହେବା ପରେ ଏବେ ଷ୍ଟ୍ରଙ୍ଗ ରୁମରେ ସୁରକ୍ଷିତ ଭାବେ ରହିଛି ଇଭିଏମ । ଏହା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ତିର୍ତ୍ତୋଲରେ ୨୩ ଜଣ କୋଭିଡ୍ ଆକ୍ରାନ୍ତ ଶେଷରେ ଭୋଟ୍ ଦେଇଛନ୍ତି ।…

‘ଏକାମ୍ର କାନନରୁ ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ’

ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ରକାନନ ଫାର୍ମ ଜମିକୁ ନେଇ ସାଧାରଣ ପ୍ରଶାସନ ବିଭାଗକୁ ହସ୍ତାନ୍ତର ବିରୋଧରେ ବିଜେପି ପକ୍ଷରୁ ଫାର୍ମ ସମ୍ମୁଖରେ ବିରୋଧ ପ୍ରଦର୍ଶନ । ଭୁବନେଶ୍ୱର ଏକାମ୍ର ଉଦ୍ୟାନ ପରିସରରୁ ଗୋଟିଏ ବି ଗଛ କଟାଯିବାକୁ ଦିଆଯିବନି। ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ।…

ନୀତିଶଙ୍କ ଉପରକୁ ପଥର ଓ ପିଆଜ ମାଡ

ପାଟନା: ବିହାର ବିଧାନସଭାର ତୃତୀୟ ପର୍ଯ୍ୟାୟ ମତାଦାନ ପାଇଁ ଅରମ୍ଭ ହୋଇଛି ଜୋରଦାର ପ୍ରଚାର । ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧୁବନୀର ହରଲଖିରେ ପ୍ରଚାର କରିଛନ୍ତି । ନିର୍ବାଚନ ରାଲିରେ ଲୋକଙ୍କୁ ସମ୍ବୋଧନ କରୁଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପରକୁ…

ଭୋଟ ବର୍ଜନ କଲେ ଗ୍ରାମବାସୀ

ତିର୍ତ୍ତୋଲ: ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଭୋଟ ବର୍ଜନ କରିଛନ୍ତି ୫ଟି ୱାର୍ଡର ଭୋଟର । ଏହି ଅଭିଯୋଗ ଆସିଛି ତିର୍ତ୍ତୋଲରୁ । ରାସ୍ତା ନାହିଁ ତ ଭୋଟ ନାହିଁ । ଏଭଳି ରୋକଠୋକ ଶୁଣାଇଛନ୍ତି ଗ୍ରାମବାସୀ । କଟରା ପଂଚାୟତର ବେଗୁନିଆ ଗାଁର ୫ଟି ୱାର୍ଡ଼…

‘ଲୋକସଭା ଓ ରାଜ୍ୟସଭା ମିଶିଲେ ବି କଂଗ୍ରେସରେ ନାହାନ୍ତି ୧୦୦ ସାଂସଦ’

ପାଟନା: ବିହାରରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ଗୋଟିଏ ପଟେ ନିର୍ବାଚନ ଚାଲିଥିବା ବେଳେ ଅନ୍ୟପଟେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣକୁ ନେଇ ଚାଲିଛି ଜୋରଦାର ପ୍ରଚାର । ବିଭିନ୍ନ ରାଜନୈତିକ ଦଳ ପ୍ରଚାର ମଇଦାନରେ ବ୍ୟସ୍ତ ଅଛନ୍ତି । ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…