Latest Odisha News

BREAKING NEWS

Browsing Category

ରାଜନୀତି

ଉପନିର୍ବାଚନ: ଦିନ ୧ଟା ସୁଦ୍ଧା ଦୁଇ ଆସନରେ ୪୦.୫୧% ମତଦାନ

ଭୁବନେଶ୍ୱର: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଜାରି ରହିଛି ମତଦାନ । ଉଭୟ ଆସନରେ ଦିନ ୧ଟା ସୁଦ୍ଧା ୪୦.୫୧ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ବାଲେଶ୍ୱରରେ ୪୧.୩୬% ଓ ତିର୍ତ୍ତୋଲରେ ୩୯.୬୮ % ମତଦାନ ହୋଇଥିବା ସୂଚନା ମିଳିଛି । ପ୍ରଥମେ…

ଦିନ ୧୧ଟା ସୁଦ୍ଧା ବାଲେଶ୍ୱରରେ ୨୭.୬% ଓ ତିର୍ତ୍ତୋଲରେ ୨୪.୯୩% ଭୋଟିଂ

ଭୁବନେଶ୍ୱର: ଆଜି ରାଜ୍ୟର ଦୁଇଟି ଆସନରେ ଚାଲିଛି ଉପନିର୍ବାଚନ ପାଇଁ ମତଦାନ । ଉଭୟ ବିଧାନସଭା ଆସନ ଲଗି ମତଦାନ ପ୍ରକ୍ରିୟା ଶାନ୍ତି ଶୃଙ୍ଖଳାର ସହ ଚାଲିଛି । ତେବେ ସକାଳୁ ସକାଳୁ ମତଦାନ ହାର ସେଭଳି ଅଧିକ ନଜର ଆସିନି । ସକାଳ ୧୧ଟା ସୁଦ୍ଧା ୨୬.୨୪ ପ୍ରତିଶତ ଭୋଟଦାନ ରେକର୍ଡ ହୋଇଛି ।…

ଭୋଟରଙ୍କୁ ବାଣ୍ଟୁଥିଲେ ଟଙ୍କା, ଧରିଲା ପୋଲିସ

ବାଲେଶ୍ୱର: ଆଜି ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଏହି ସମୟ ବାଲେଶ୍ୱରରୁ ଆସିଛି ସଙ୍ଗୀନ ଅଭିଯୋଗ । ସେଠାକାର ୧ ନମ୍ବର ୱାର୍ଡ ଆଦିବାସୀ ସାହିରେ ଜଣେ ମହିଳା କିଛି ସମର୍ଥକଙ୍କ ସହ ଆସି ଭୋଟରଙ୍କୁ ଟଙ୍କା ବାଂଟୁଥିବା ଅଭିଯୋଗ ହୋଇଛି । ଏହାପରେ ସ୍ଥାନୀୟ…

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟଗ୍ରହଣ । କୋଭିଡ କଟକଣା ଭିତରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ଚାଲିବ । ଦୁଇଟି ନିର୍ବାଚନ ମଣ୍ଡଳୀର ମୋଟ୍ ୧୫ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ସାଢେ ୪ଲକ୍ଷ ଭୋଟର । ବାଲେଶ୍ୱରରେ ୩୪୬ ଓ…

ବିହାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୧,୪୬୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ପାଟନା: ଆଜି ବିହାର ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ସକାଳ ୭ଟାରୁ ଭୋଟିଂ ସନ୍ଧ୍ୟା ୬ଟା ଯାଏ ଚାଲିବ । ୧୭ଟି ଜିଲ୍ଲାର ୯୪ ବିଧାନସଭା ଆସନରେ ମତଦାନ ହେଉଛି । ମୈଦାନରେ ଅଛନ୍ତି ୧ ହଜାର ୪୬୩ ପ୍ରାର୍ଥୀ । ମୋଟ୍ ୨ କୋଟି ୮୫ ଲକ୍ଷ ଭୋଟର ସେମାନଙ୍କର ମତାଧିକାର…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ, ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତାକାଲି ପଡିବ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ଭୋଟ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍ କରିଛନ୍ତି । ଆସନ୍ତାକାଲି ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏଁ ହେବ ଭୋଟ୍ । ଭୋଟରଙ୍କ ସୁବିଧା ପାଇଁ…

ବାଲେଶ୍ୱର ଓ ତିର୍ତ୍ତୋଲରେ କାଲି ଭୋଟ, ବୁଥ୍‌ରେ ପହଞ୍ଚିଲେଣି ପୋଲିଂ ପାର୍ଟି 

ଭୁବନେଶ୍ୱର: ପ୍ରଚାର ଲଢ଼େଇ ଥମିଛି । ଆସନ୍ତାକାଲି ଅସଲ ଲଢ଼େଇ । ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ୍ ପଡ଼ିବ । ଅବାଧ, ମୁକ୍ତ ଓ ଶାନ୍ତିଶୃଙ୍ଖଳାରେ ମତଦାନ ସାରିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ବୁଥରେ ପହଞ୍ଚି ସାରିଲେଣି ପୋଲିଂ ପାର୍ଟି । ସମସ୍ତ ସରଞ୍ଜାମ ଧରି ସେମାନେ…

ମୋଦିଙ୍କୁ ଟାର୍ଗେଟ କଲେ ଶତ୍ରୁଘ୍ନ ସିହ୍ନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବାଣ ମାରିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶତ୍ରୁଘ୍ନ ସିହ୍ନା । ବିଜେପି ଛାଡିବା ପରେ ମଜା ମଜାରେ ସେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଟ୍ୱିଟର ପୋଷ୍ଟ ଜରିଆରେ ଶତ୍ରୁଘ୍ନ ପ୍ରଧାନମନ୍ତ୍ରୀଙ୍କୁ ମଜାରେ ମଜାରେ ତୀକ୍ଷ୍ମ ତୀର ମାରିଛନ୍ତି।…

ତିର୍ତ୍ତୋଲରେ ୧୫୫ଟି ପୋଲିଂ ବୁଥ ସମ୍ବେଦନଶୀଳ

ତିର୍ତ୍ତୋଲ: ଆଉ ଦିନକ ପରେ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ । ଏହା ପୂର୍ବରୁ ତିର୍ତ୍ତୋଲରେ ପ୍ରସ୍ତୁତି ଚୂଡାନ୍ତ ପ୍ରର୍ଯ୍ୟାରେ ପହଂଚିଛି । ଉପନିର୍ବାଚନ ପାଇଁ ୩୭୩ଟି ପୋଲିଂ ବୁଥ ରହିଛି । ଏଥିରୁ ୧୫୫ଟି ବୁଥ ସମ୍ବେଦନଶୀ ରହିଛି । ଏନେଇ ଜଗତସିଂହପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି ।…

ଆଜି ସରୁଛି ପ୍ରଚାର: ଦୁଲୁକୁଛି ବାଲେଶ୍ୱର ଓ ତିର୍ତ୍ତୋଲ ବ୍ୟାଟଲ୍ ଗ୍ରାଉଣ୍ଡ

ଭୁବନେଶ୍ୱର: ହାତରେ ରହିଲା ଆଉ ମାତ୍ର କେଇ ଘଣ୍ଟାର ସମୟ । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ସରିବ ପ୍ରଚାର । ଭୋଟରଙ୍କୁ ମନାଇବା ପାଇଁ ପ୍ରାର୍ଥୀଙ୍କ ପାଖରେ ଶେଷ ସୁଯୋଗ ରହିଛି । ନିଜ ସପକ୍ଷରେ ଜନମତ ସୃଷ୍ଟି କରିବାକୁ ଲାଗି ପଡ଼ିଛନ୍ତି ତିନି ପ୍ରମୁଖ ଦଳ ବିଜେଡି,…