Latest Odisha News

BREAKING NEWS

Browsing Category

ରାଜନୀତି

ଦିଲୀପ ରାୟଙ୍କୁ ବଡ ଆଶ୍ୱସ୍ତି, ୩ ବର୍ଷ ଜେଲ୍ ଦଣ୍ଡାଦେଶ ସସ୍‌ପେଣ୍ଡ

ଭୁବନେଶ୍ୱର: କୋଲ ସ୍କାମରେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଛି ବଡ ଆଶ୍ୱସ୍ତି । ତାଙ୍କ ୩ ବର୍ଷର ଜେଲ୍ ଦଣ୍ଡାଦେଶକୁ ସସ୍‌ପେଣ୍ଡ କରାଯାଇଛି । ଦିଲ୍ଲୀ ହାଇକୋର୍ଟ ଏହି ଦଣ୍ଡାଦେଶକୁ ସସ୍‌ପେଣ୍ଡ କରିଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମ ସୂତ୍ରରୁ ସୂଚନା ମିଳିଛି । ବହୁ…

ଭାରତ ସହ ଠିଆ ହୋଇଛି ଆମେରିକା: ମାଇକ ପାମ୍ପିଓ

ନୂଆଦିଲ୍ଲୀ: ଭାରତ ଓ ଆମେରିକା ମଧ୍ୟରେ ‘ଟୁ ପ୍ଲସ୍ ଟୁ’ ବାର୍ତ୍ତା ଲାଗି ଆମେରିକା ବିଦେଶ ମନ୍ତ୍ରୀ ମାଇକ୍ ପାମ୍ପିଓ ଭାରତ ଗସ୍ତରେ ଆସି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ପରେ ସେ କହିଛନ୍ତି ଯେ ନିଜ…

ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ପଡିବ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ଭୋଟ । ଏଥିପାଇଁ ଚାଲିଛି ଜୋରଦାର ପ୍ରଚାର । ତିନି ଦଳର ପ୍ରାର୍ଥୀଙ୍କ ସପକ୍ଷରେ ଦଳୀୟ ନେତାମାନେ ଜୋରଦାର ପ୍ରଚାର ଚଳାଇଛନ୍ତି । ତେବେ ଏହି ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ । ବାଲେଶ୍ୱର…

ମେହବୁବାଙ୍କୁ ବିରୋଧ, ପିଡିପିରୁ ଇସ୍ତଫା ଦେଲେ ୩ ନେତା

ଜମ୍ମୁ: ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ କାମ ଓ କଥାରେ ରହୁନି ତାଳମେଳ । ଏହାକୁ ବିରୋଧ କରି ଆଜି ଦଳରୁ ଇସ୍ତଫା ଦେଇଛନ୍ତି ୩ ଜଣ ବରିଷ୍ଠ ନେତା । ପିଡିପି ନେତା ଟିଏମ ବାଜୱା, ଭେଦ ମହାଜନ ଓ ହୁସେନ ଏ ୱାଫି ଆଜି ନିଜ ନିଜର ଇସ୍ତଫାପତ୍ର ପିଡିପି ମୁଖ୍ୟ ମେହବୁବାଙ୍କ ପାଖକୁ ପଠାଇ…

ଦଶହରାରେ ରାବଣ ଜାଗାରେ ଜଳିଲା ମୋଦିଙ୍କ ପୁତ୍ତଳିକା, ରାହୁଲଙ୍କୁ ଟାର୍ଗେଟ କଲେ ନଡ୍ଡା

ନୂଆଦିଲ୍ଲୀ: ରାବଣ ବଦଳରେ ଜଳିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ପୁତ୍ତଳିକା । ଦଶହରା ଅବସରରେ ପଞ୍ଜାବରେ ରାବଣ ମୁହଁରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲାଗଇ ରାବଣ ପୋଡି ଉତ୍ସବ ପାଳନ କରାଯାଇଛି । ଏହି ଘଟଣାକୁ ନେଇ ବିବାଦ ମୁଣ୍ଡ ଟେକିଛି । ଏହି ଘଟଣା ପଛରେ କଂଗ୍ରେସର ଷଡଯନ୍ତ୍ର ଥିବା ବିଜେପି…

ସବୁ ଭାରତୀୟଙ୍କୁ ମାଗଣାରେ ମିଳିବ କୋଭିଡ-୧୯ ଭ୍ୟାକସିନ୍‌: କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ବିହାରରେ ନିର୍ବାଚନର ଅବ୍ୟବହିତ ପୂର୍ବରୁ ବିଜେପି ପକ୍ଷରୁ ଇସ୍ତାହାରରେ ବିହାର ବାସୀଙ୍କୁ ମାଗଣାରେ କୋଭିଡ ଟିକା ଦିଆଯିବ ବୋଲି ପ୍ରକାଶ କରିଥିଲେ । ଯାହାକୁ ରାଜନୈତିକ ଫାଇଦା ବୋଲି ଆକ୍ଷେପ କରିଥିଲେ ବିରୋଧି ମାନେ । ଯାହା ପରେ ଅନ୍ୟ ୫ଟି ରାଜ୍ୟ ମଧ୍ୟ ମାଗଣାରେ କୋଭିଡ ଟିକା…

ଅଠାୱଲେଙ୍କ ‘ଆର୍‌ପିଆଇ’ରେ ଅଭିନେତ୍ରୀ ପାୟଲ ଘୋଷ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଥିବା ଅଭିନେତ୍ରୀ ପାୟଲ ଘୋଷ ଆରମ୍ଭ କରିଛନ୍ତି ନିଜ ରାଜନୈତିକ ଇନିଂସ୍ । ସେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେଙ୍କ ରିପବ୍ଲିକାନ୍ ପାର୍ଟି ଅଫ୍ ଇଣ୍ଡିଆ(ଆର୍‌ପିଆଇ)ରେ ଯୋଗଦେଇଛନ୍ତି । ସେ…

ମାଗଣା ଟିକା ପ୍ରସଙ୍ଗ: ବିଜେପି ଓ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଉପରେ ବର୍ଷିଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର: କରୋନା ଟିକା କିଣିବା ପାଇଁ ନିର୍ମାତାକାରୀ କମ୍ପାନୀ ସହ ରାଜିନାମା କରିଛନ୍ତି ଓଡ଼ିଶା ସରକାର । ଅଗ୍ରୀମ ୫ କୋଟି ଟଙ୍କା ଦିଆଯାଇଛି । ନିଜସ୍ୱ ଟଙ୍କାରେ ଭ୍ୟାକସିନ୍ କିଣିବେ ସରକାର । ଆଜି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କରୋନା ଟିକାକୁ ନେଇ…

ଉପନିର୍ବାଚନ: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ନେଇ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ରାଜ୍ୟ ବିଜେପି । ଦଳର ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି ଯେ, ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭୟଭୀତ । ବାଲେଶ୍ୱର ସଦର ଆସନ ପାଇଁ…

ବିହାର ନିର୍ବାଚନ: ୧୦ ଲକ୍ଷ ନିଯୁକ୍ତି ପ୍ରତିଶ୍ରୁତି ଦେଲା ଆରଜେଡି

ପାଟନା: ଜୋର୍ ଧରିଛି ବିହାର ରାଜନୀତି। ଚାଲିଛି ପ୍ରତିଶୃତି ପର୍ବ । ମୁଖ୍ୟ ବିରୋଧୀ ଦଳ ଆରଜେଡି ଆଜି ନିଜର ନିର୍ବାଚନୀ ଇସ୍ତାହାର ଜାରି କରିଛି।  ରାଷ୍ଟ୍ରୀୟ ଜନତା ଦଳ ତା’ର ନିର୍ବାଚନୀ ଇସ୍ଥାହାର ବା ସରକାରକୁ ଆସିଲେ ସେ କ’ଣ କରିବେ ଏନେଇ ଏକ ଘୋଷଣା ପତ୍ର ଜାରି କରିଛି । ‘ହମାରା ପଣ’…