Latest Odisha News

BREAKING NEWS

Browsing Category

ରାଜନୀତି

ବାଲେଶ୍ୱର ଉପନିର୍ବାଚନ: ପ୍ରଚାର ଆରମ୍ଭ କଲେ ବିଜେପି ପ୍ରାର୍ଥୀ

ବାଲେଶ୍ୱର: ଆସନ୍ତା ନଭେମ୍ବର ୩ ତାରିଖ ହେବ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । ନାମାଙ୍କନ ପ୍ରକ୍ରିୟା ମଧ୍ୟ ଜାରି ରହିଛି । ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନଥିବାବେଳେ ମାନସ ଦତ୍ତ ବିଜେପିରୁ ପ୍ରାର୍ଥୀ…

ବାଲେଶ୍ୱର ଉପନିର୍ବାଚନ: ରଘୁନାଥ ମହାନ୍ତି ବିଜେପି ପ୍ରଚାର କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚରେ ବିଜେପିର ପ୍ରଚାର ମଙ୍ଗ ଧରିବେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ତାଙ୍କୁ ବିଜେପି ପ୍ରଚାର କମିଟି ଅଧ୍ୟକ୍ଷଭାବେ ଘୋଷଣା କରିଛି । ୧୩ ଜଣିଆ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ରଘୁନାଥଙ୍କୁ ଦାୟିତ୍ୱ ମିଳିଛି । ବାଲେଶ୍ୱରର ସଦର ଉପନିର୍ବାଚନରେ କେମିତି…

ବାଲେଶ୍ୱର ଓ ତିର୍ତ୍ତୋଲ ଉପ ନିର୍ବାଚନ; ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପ ନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି । ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ସୂଚନା ଅନୁଯାୟୀ, ବାଲେଶ୍ୱର ସଦର ଆସନରୁ ବିଜେପି ସ୍ୱର୍ଗତ ମଦନ ମୋହନ ଦତ୍ତଙ୍କ ପୁଅ…

ବିଜେଡି ଅଫିସ କେବେ ସିଲ୍‌: ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଶନିବାର ଦିନ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସକୁ ସିଲ୍ କରି ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଯାହା ପରେ ବିଜେଡି ଅଫିସ୍ କେବେ ସିଲ୍ ହେବ ବୋଲି ପ୍ରଶ୍ନ କରିଛନ୍ତି ଅପରାଜିତା । ଏହି ପରିପ୍ରେକ୍ଷୀରେ ଅଫିସ୍…

ନିର୍ବାଚନୀ ରଣନୀତି: ଦଶହରା ପୂର୍ବରୁ ପଶ୍ଚିମବଙ୍ଗ ଯିବେ ଗୃହମନ୍ତ୍ରୀ ଅମିତ ଶାହ, ଷଷ୍ଠୀରେ ମୋଦି ଦେଇପାରନ୍ତି…

କୋଲକାତା: ପଶ୍ଚିମବଙ୍ଗରେ ଆରମ୍ଭ ହେଲାଣି ଉତ୍ସବ ଋତୁ । ତେଣୁ ନିର୍ବାଚନକୁ ଆଗରେ ରଖି ସଜ ହେଲେଣି ଉଭୟ  ଉଭୟ ତୃଣମୂଳ କଂଗ୍ରେସ (ଟିଏମସି) ଏବଂ ଭାରତୀୟ ଜନତା ପାର୍ଟି (ବିଜେପି) । ୨୦୨୧ ରାଜ୍ୟ ବିଧାନସଭା ନିର୍ବାଚନକୁ ଲକ୍ଷ୍ୟ କରି ପରସ୍ପରକୁ ମାତ୍ ଦେବା ପାଇଁ କଠିନ ପରିଶ୍ରମ କରୁଛନ୍ତି।…

ରାଷ୍ଟୀୟ ମର୍ଯ୍ୟାଦା ସହ ଆଜି ସମ୍ପନ୍ନ ହେବ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ଅନ୍ତିମ ସଂସ୍କାର

ପାଟଣା: ରାଷ୍ଟୀୟ ମର୍ଯ୍ୟାଦା ସହ ଆଜି କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହେବ । ଦିନ ପ୍ରାୟ ୧୦ ଟା ସମୟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ଗତକାଲି ପାଟନାରେ ପାର୍ଥିବ ଶରୀର ପହଞ୍ଚିବା ପରେ ଲୋକ ଜନଶକ୍ତି ପାର୍ଟି ଅଫିସକୁ ନିଆଯାଇଥିଲା । ସେଠାରେ…

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ବିଜ୍ଞପ୍ତି ବାହାରିଲା, ଟିକେଟ ଲବି ଜୋରଦାର

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଜାରି ହେଲା ବିଧିବଦ୍ଧ ବିଜ୍ଞପ୍ତି । ଏହାସହ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଅକ୍ଟୋବର ୧୬ ମାନାଙ୍କନ ଦାଖଲର ଶେଷ ଦିନ । ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୧୯ ତାରିଖ ରହିଛି…

ତିର୍ତ୍ତୋଲ୍ ଓ ବାଲେଶ୍ୱର ଉପନିର୍ବାଚନ; ପୋଷ୍ଟାଲ୍ ବାଲାଟରେ ଭୋଟ ଦେବେ କୋଭିଡ ଭୋଟର

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ୍ ବିଧାନସଭା ନିର୍ବାଚନ ମଣ୍ଡଳୀ ଉପନିର୍ବାଚନ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଶୁକ୍ରବାର ଦିନ ଏହି ଉପନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପରିପ୍ରେକ୍ଷୀରେ ଯେଉଁ ଭୋଟର ମାନେ କୋଭିଡ ସଂକ୍ରମିତ ଓ ବୟସ୍କ ହୋଇଥିବେ, ସେମାନେ…

ଆସନ୍ତାକାଲି ମମତା ସରକାରଙ୍କୁ ଘେରିବେ ତେଜସ୍ୱୀ ସୂର୍ଯ୍ୟ!!

କୋଲକାତା: ଆସନ୍ତାକାଲି ବିଜେପି ବଙ୍ଗଳା ୟୁନିଟର ମେଗା ପଦଯାତ୍ରାରେ ଯୋଗଦେବେ ବିଜେପିର ସର୍ବ କନିଷ୍ଠ ଜାତୀୟ ସଚିବ ତେଜସ୍ୱୀ ସୂର୍ଯ୍ୟ । ଯୁବ ନେତା କୋଲକାତାରେ ରାତି ୯ଟାରେ ଅବତରଣ କରିବେ ବୋଲି ଆଶା କରାଯାଉଛି । ବିଜେପିର ବିଜ୍ଞପ୍ତି ଅନୁଯାୟୀ ରାତ୍ର ୧୦.୩୦ରେ ସେ ଏକ ସାମ୍ବାଦିକ…

ବିହାର ନିର୍ବାଚନ: ମଇଁଷି ଉପରେ ବସି ନାମାଙ୍କନ ଦାଖଲ କଲେ ପ୍ରାର୍ଥୀ

ପାଟନା: ନିଆରା ଢ଼ଙ୍ଗରେ ନାମାଙ୍କନ ଦାଖଲ । ମଇଁଷି ଉପରେ ବସି ନାମାଙ୍କନ କେନ୍ଦ୍ରକୁ ଆସିଲେ ପ୍ରାର୍ଥୀ । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ପାଟନାର ପାଲିଗଞ୍ଜ ବିଧାନସଭା କ୍ଷେତ୍ରରେ । ଆଗକୁ ବିହାର ବିଧାନସଭା ନିର୍ବାଚନ । ନାମାଙ୍କନ ଦାଖଲ ପାଇଁ ଆଉ ଦିନ କେଇଟା ବାକି ଅଛି। ଏହାରି ଭିତରେ…