Latest Odisha News

BREAKING NEWS

Browsing Category

ରାଜନୀତି

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦ, ରାସ୍ତାକୁ ଓହ୍ଲାଇଲା ବିଜେପି

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ଦର ୨୦ ପଇସା ଵୃଦ୍ଧି ପ୍ରତିବାଦରେ ବିଜେପିର ପ୍ରତିବାଦ। ଭୁବନେଶ୍ୱର ସ୍ଥିତ ରାଜ୍ୟ  ବିଦ୍ୟୁତ ନିୟମାକ ଆୟୋଗ ସାମ୍ନାରେ ପ୍ରରିବାଦ କରିଛି  ଭୁବନେଶ୍ୱର ଜିଲ୍ଲା ବିଜେପି। ଭୁବନେଶ୍ୱର  ଜିଲ୍ଲା ବିଜେପି ସଭାପତି ବାବୁ ସିଂ ଅଭିଯୋଗ କରିଛନ୍ତି ଯେ, କୋଭିଡ ଦମୟରେ…

ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ଆଜି ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଇଟ୍ କରି…

ପୂର୍ବତନ ମନ୍ତ୍ରୀ ମତଲୁବ ଅଲ୍ଲିଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ମାସୁଦ ଅଲ୍ଲି ସୂଚନା ଦେଇଛନ୍ତି । ଗତ ୧୪ ତରିଖରେ ଅସୁସ୍ଥତା ଅନୁଭବ କରିବାକୁ ସେ ହସ୍ପିଟାଲରେ…

ଦଳ ଛାଡିବାର ପ୍ରଶ୍ନ ଉଠୁନି: ରବିନ୍ଦ୍ର ଜେନା

ବାଲେଶ୍ୱର: ସବୁ କଳ୍ପନା ଜଳ୍ପନାର ଅବସାନ ଘଟାଇଛନ୍ତି ବାଲେଶ୍ୱର ଜିଲ୍ଲା ବିଜେଡି ସଭାପତି ରବୀନ୍ଦ୍ର ଜେନା । କହିଛନ୍ତି ନିଜ ପାଇଁ ଆଉ ମାଗିବେନି ଭୋଟ୍ । ଏପରିକି ଗତ ଜାନୁଆରୀ ମାସରୁ ସେ ଏନେଇ ଘୋଷଣା କରିସାରିଥିବା ସୂଚନା ଦେଇଛନ୍ତି । ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ସେ ପ୍ରବଳ…

ଆଜି ଶେଷ ହୋଇପାରେ ଉଭୟ ଗୃହର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଆଜି ଉଭୟ ସଦନର ମୌସୁମୀ ଅଧିବେଶନ ଶେଷ ହୋଇପାରେ । ୧ ଅକ୍ଟୋବର ଯାଏଁ ଚାଲିବାକୁ ଥିବା ସଂସଦର ମୌସୁମୀ ଅଧିବେଶନ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆଜି ଶେଷ କରିବାକୁ ଉଭୟ ଶାସକ ଓ ବିରୋଧୀ ଦଳଙ୍କ ମତ ଲୋଡାଯାଇଥିବା ବେଳେ ଏଥିରେ ଉଭୟ ସହମତ ଥିବା ଜଣାପଡିଛି । ୧୪ ସେପ୍ଟେମ୍ବରରେ…

ଶରଦ ପାୱାର ଓ ଉଦ୍ଧବ ଠାକରେଙ୍କୁ ଆୟକର ନୋଟିସ୍‌; ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ସଂସଦରେ ସରକାର ଓ ବିରୋଧି ଦଳଙ୍କ ମଧ୍ୟରେ ରାଜନୈତିକ ବାକବିତର୍କ ଜାରି ରହିଛି । ଏଭଳି ସମୟରେ ଏନସିପି ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ପାୱାରଙ୍କୁ ଆୟକର ନୋଟିସ୍ ପଠାଯାଇଛି । ଏହାବ୍ୟତିତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ମନ୍ତ୍ରୀ ଆଦିତ୍ୟ ଠାକରେ,…

ରାଜ୍ୟସଭାରେ ତୃତୀୟ କୃଷି ବିଲ୍ ପାରିତ, ମୌସୁମୀ ଅଧିବେଶନ ବଏକଟ୍ କଲେ ବିରୋଧୀ

ନୂଆଦିଲ୍ଲୀ: ବିରୋଧୀଙ୍କ ଜୋରଦାର ହଙ୍ଗାମା ଭିତରେ ରାଜ୍ୟସଭାରେ ପାସ୍ ହେଲା ତୃତୀୟ କୃଷି ବିଲ୍ । ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ-୨୦୨୦ ରାଜ୍ୟସଭାରେ ପାରିତ ହୋଇଛି । ଅତ୍ୟାବଶ୍ୟକ ଦ୍ରବ୍ୟ ତାଲିକାରୁ ଶସ୍ୟ, ଡାଲି, ତେଲ ମଂଜି, ଖାଇବା ତେଲ, ପିଆଜ ଏବଂ ଆଳୁ ହଟାଇବାକୁ ନେଇ ଆଗତ ହୋଇଥିବା…

ସଂସଦ ଢାଞ୍ଚାରେ ବିଧାନସଭା ଅଧିବେଶନ, ୪ ଫୁଟ ଦୂରତାରେ ବସିବେ ବିଧାୟକ

ଭୁବନେଶ୍ୱର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ଏଥରର ବିଧାନସଭା । ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ । ତେବେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ ଓ କଲିଂ ଆଟେନସନ ରହିବ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସୂଚନା ଅନୁସାରେ ବିଧାୟକ ମାନେ ୪ ଫୁଟ ଦୂରତାରେ…

ନିଲମ୍ବିତ ସାଂସଦଙ୍କୁ ଚା’ ପିଆଇଲେ ରାଜ୍ୟସଭା ଉପାଧ୍ୟକ୍ଷ, ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କୃଷି ବିଲକୁ ବିରୋଧ କରି ରାଜ୍ୟସଭାରେ ହଙ୍ଗାମା କରିଥିବା ୮ଜଣ ସାଂସଦଙ୍କୁ ନିଲମ୍ବିତ କରାଯିବା ପରେ ସଂସଦ ବାହାରେ ଧାରଣାରେ ବସିଛନ୍ତି ସାଂସଦ । ହେଲେ ଆଜି ସକାଳୁ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଥିଲା । ଗାନ୍ଧିମୂର୍ତ୍ତି ତଳେ ଧାରଣାରେ ବସିଥିବା ନିଲମ୍ବିତ ସାଂସଦଙ୍କ…

କୃଷି ବିଲ୍‌କୁ ନେଇ ବିରୋଧ, ରାତିରେ ସଂସଦ ପରିସରରେ ବିରୋଧୀଙ୍କ ଧାରଣା

ନୂଆଦିଲ୍ଲୀ: କୃଷି ବିଲ୍ ପାରିତ ହେବା ପରେ ମଧ୍ୟ ରାଜ୍ୟସଭାରେ ଜାରି ରହିଛି ବିରୋଧ । କଂଗ୍ରେସ ସାଂସଦମାନେ ରାତିରେ ସଂସଦ ବାହାରେ ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଥିଲେ । ବିଲ୍‌ରେ ଦସ୍ତଖତ ନକରିବା ପାଇଁ ରାଷ୍ଟ୍ରପତିଙ୍କ ନିକଟକୁ ଅନୁରୋଧ କରିବାକୁ ଯିବା ବେଳେ ସୃଷ୍ଟି ହୋଇଥିଲା ଉତ୍ତେଜନା…