Latest Odisha News

BREAKING NEWS

Browsing Category

ରାଜନୀତି

ରାଜ୍ୟସଭାରେ ବିଜେଡିର ଦାବି, ବିଜୁ ବାବୁଙ୍କ ନାଁରେ ନାମିତ ହେଉ ପାରାଦୀପ ବନ୍ଦର

ନୂଆଦିଲ୍ଲୀ: ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଉ। ଆଜି ରାଜ୍ୟସଭାରେ ଏଭଳି ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ରାଜ୍ୟସଭାରେ ଶୂନ୍ୟକାଳରେ ଲିଖିତ ଆକାରରେ ପ୍ରସନ୍ନ ଆଚାର୍ଯ୍ୟ ଏଭଳି ଦାବି କରିଥିବା ଜଣା ପଡ଼ିଛି। ତାଙ୍କର ଏହି ଦାବିକୁ…

କେନ୍ଦ୍ର ନେଉ ଓଡ଼ିଶାର କୋଭିଡ-୧୯ ଦାୟିତ୍ୱ: ସୁରେଶ ପୂଜାରୀ

ନୂଆଦିଲ୍ଲୀ: ଓଡ଼ିଶାରେ କରୋନା ସ୍ଥିତି ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ । ରବିବାର ଲୋକସଭା ଆଲୋଚନାରେ ଭାଗନେଇ ଓଡ଼ିଶାରେ ସ୍ୱାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାରଙ୍କୁ ସେ ଟାର୍ଗେଟ କରିଛନ୍ତି । ଓଡ଼ିଶାର ସ୍ୱାସ୍ଥ୍ୟବସ୍ଥା ଠିକ୍ ନାହିଁ, ବିଗିଡି ଯାଇଛି ବୋଲି କହିଥିଲେ ସାଂସଦ…

ରାଜ୍ୟସଭାର ୮ ସାଂସଦ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ସସ୍‌ପେଣ୍ଡ ହେଲେ ରାଜ୍ୟସଭାର ୮ ସାଂସଦ । ବିଶୃଙ୍ଖଳା ଆଚରଣ ପାଇଁ ୮ ସାଂସଦଙ୍କୁ ନିଲମ୍ବିତ କରାଯାଇଛି । କୃଷି ବିଲ୍ ଆଲୋଚନା ବେଳେ ହଙ୍ଗମା କରିଥିବା ୮ ସାଂସଦଙ୍କୁ ସସ୍‌ପେଣ୍ଡ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ରାଜ୍ୟସଭା ଏମ୍.ଭେଙ୍କେୟା ନାଇଡୁ  । ସସ୍‌ପେଣ୍ଡ ହୋଇଥିବା ୮…

କୃଷି ବିଲ୍‌କୁ ନେଇ ବିଜେଡିକୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ୱର: ରାଜ୍ୟସଭାରେ ପାରିତ ହୋଇଛି କୃଷି ବିଲ୍ । ତେବେ ଏହି ବିଲ୍‌କୁ ବିଜେଡି ବିରୋଧ କରିଛି । ତେବେ ବିଜେଡି କାହିଁକି କୃଷି ବିଲ୍‌କୁ ବିରୋଧ କଲା ତାକୁ ନେଇ ଟାର୍ଗେଟ କରିଛନ୍ତି ବିଜେପି ସାଂସଦ ସୁରେଶ ପୂଜାରୀ । ବିଜେଡିକୁ କଟାକ୍ଷ କରି ସୁରେଶ କହିଛନ୍ତି, କହିଁ ପେ ନିଗାହେଁ, କହିପେ…

ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ରାଜ୍ୟ ସଭାରେ ଆଜି ପାରିତ ହୋଇଛି କୃଷି ବିଲ୍ । ବିରୋଧୀଙ୍କ ବିରୋଧ ସତ୍ତ୍ୱେ କୃଷି ବିଧେୟକ ଉପରେ ଅନ୍ତିମ ମୋହର ବାଜିଛି । ଏହାପରେ ପ୍ରଧନାମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଇଟ୍ କରି ଦେଶର ସମସ୍ତ କୃଷକ ତଥା ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଇଟ୍ କରି…

ବାଲେଶ୍ୱରରୁ ଉପନିର୍ବାଚନ ଲଢ଼ିବେ ଅଭିନେତା ଅରିନ୍ଦମ!

ଭୁବନେଶ୍ୱର: ଏଥର ବାଲେଶ୍ୱର ଉପନର୍ବାଚନ ଲଢ଼ିବେ ଅଭିନେତା ଅରିଦମ । ସେ ବାଲେଶ୍ୱର ସଦର ଆସନରୁ ବିଜେଡି ପକ୍ଷରୁ ପ୍ରାର୍ଥୀ ହେବେ ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ମାମଲାରେ ମୁହଁ ଖୋଲିଛନ୍ତି ଅଭିନେତା ଅରିନ୍ଦମ । ସେ କହିଛନ୍ତି ପ୍ରାର୍ଥୀ ହେବା ନେଇ ତାଙ୍କ ପାଖରେ…

ରାଜ୍ୟସଭାରେ ପାସ୍ ହେଲା କୃଷି ବିଲ୍‌

ନୂଆଦିଲ୍ଲୀ: ରାଜ୍ୟସଭାରେ ପାସ୍ ହେଲା କୃଷି ବିଲ୍ । ଜୋରଦାର ହଙ୍ଗାମା ଭିତରେ କୃଷି ବିଲ ରାଜ୍ୟସଭାରେ ପାରିତ ହୋଇଛି । ଧ୍ୱନିମତରେ ପାସ ହୋଇଛି କୃଷି ବିଲ । ଏହାସହ ବିରୋଧୀ ଦଳ ଉପସଭାପତିଙ୍କ ଆସନ ସମ୍ମୁଖରେ ଜୋରଦାର ହଟ୍ଟଗୋଳ କରିଛନ୍ତି । ତେବେ ବିରୋଧୀଙ୍କ ହଙ୍ଗମା ମଧ୍ୟରେ ରାଜ୍ୟସଭାରେ…

ରାଜ୍ୟ ସଭାରେ କୃଷି ବିଲକୁ ବିଜେଡିର ବିରୋଧ

ନୂଆଦିଲ୍ଲୀ: ଲୋକସଭାରେ ପାରିତ ହେବା ପରେ କୃଷି ବିଲକୁ ରବିବାର ଦିନ ରାଜ୍ୟ ସଭାରେ ଆଗତ କରିଛନ୍ତି କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର। ଯାହାକୁ ବିଭିନ୍ନ ଦଳ ସହ ବିଜେଡି ମଧ୍ୟ ବିରୋଧ କରିଛି । ପ୍ରାପ୍ତ ସୂଚନାନୁଯାୟୀ, ଏହି କୃଷି ବିଲ ଉପରେ ରାଜ୍ୟସଭାରେ ଆଲୋଚନା ବେଳେ ବିଜେଡି ସାଂସଦ…

ଅକ୍ଟୋବର ୧ ପୂର୍ବରୁ ସରିଯିବ ମୌସୁମୀ ଅଧିବେଶନ!

ନୂଆଦିଲ୍ଲୀ: ସମୟ ପୂର୍ବରୁ ଆଗୁଆ ସରିଯାଇପାରେ ମୌସୁମୀ ଅଧିବେଶନ । ଅକ୍ଟୋବର ୧ରେ ମୌସୁମୀ ଅଧିବେଶନ ସରିବା କଥା ହେଲେ ଏହା ଏବେ ସମୟ ପୂର୍ବରୁ ସରିଯିବ । ୩୦ରୁ ଅଧିକ ସାଂସଦ କରୋନରେ ଆକ୍ରାନ୍ତ ହେବା ପରେ ଏଭଳି ଆକଳନ କରାଯାଉଛି । ସଂସଦର ଦୁଇ ବରିଷ୍ଠ ଅଧିକାରୀଙ୍କ କହିବାନୁସାରେ, ଚଳିତ…

ରାଜ୍ୟସଭା ଉପାଧ୍ୟକ୍ଷ ଆସନରେ ଓଡ଼ିଆ ସାଂସଦ

ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ଆସନନରେ ଓଡ଼ିଆ ସାଂସଦ । ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଗୃହକାର୍ଯ୍ୟ ତୁଲାଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ମହାମାରୀ ରୋଗ ସଂଶୋଧନ ବିଲ୍‌-୨୦୨୦ର ଆଲୋଚନା ବେଳେ ସସ୍ମିତ ପାତ୍ର ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବା ସହ ଗୃହକାର୍ଯ୍ୟ…