Latest Odisha News

BREAKING NEWS

Browsing Category

ରାଜନୀତି

ସାଂସଦ ଅପରାଜିତାଙ୍କ ନାଁରେ ମାମଲା ପଛରେ ରାଜନୈତିକ ଷଡ଼ଯନ୍ତ୍ର !

ଭୁବନେଶ୍ୱର: କୋଭିଡ ଗାଇଡଲାଇନ୍ ଉଲ୍ଳଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାଁରେ ମାମଲା ପ୍ରସଙ୍ଗରେ ରାଜନୀତି ଜୋର୍ ଧରିଛି । ଅପରାଜିତାଙ୍କ ବିରୋଧରେ କି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ କମିଶନରେଟ୍ ପୋଲିସକୁ ଆକ୍ସନ ଟେକେନ୍ ରିପୋର୍ଟ ମାଗିଛି ବିଏମସି।…

ଉତ୍କଳ କନିକା ଗ୍ୟାଲେରିଆ ମଲର ଜବରଦଖଲ ଉଚ୍ଛେଦ ଦାବି

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତ ବହୁଳ କଳ୍ପନା ଛକରେ ଥିବା ଉତ୍କଳ କନିକା ଗ୍ୟାଲେରିଆ ମଲର ଜବରଦଖଲ ଉଚ୍ଚେଦକୁ ନେଇ ରାସ୍ତାକୁ ଓହ୍ଲାଇଛି ରାଜ୍ୟ ବିଜେପି । ଦଳ ଦାବି କରିଛି ଯେ, ସରକାରୀ ସଂସ୍ଥା ଓ ସରକାରୀ ଅର୍ଥରେ କ୍ଷତି ଆଣୁଥିବା ନୂଆ ଡିଜାଇନକୁ ବାତିଲ କରାଯାଉ। ଉତ୍କଳ କନିକା ଗ୍ୟାଲେରିଆ…

ସାଂସଦ ଅପରାଜିତା ଷଡଙ୍ଗୀ ଦେଲେ ବାର୍ଷିକ ରିପୋର୍ଟ କାର୍ଡ

ଭୁବନେଶ୍ୱର: ସଂସଦୀୟ କ୍ଷେତ୍ର ଭୁବନେଶ୍ୱର ପାଇଁ ବାର୍ଷିକ ରିପୋର୍ଟ କାର୍ଡ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ୫୬ ପୃଷ୍ଠାର ଏହି ରିପୋର୍ଟ କାର୍ଡରେ ସଂସଦୀୟ କ୍ଷେତ୍ରରେ ହୋଇଥିବା ସମସ୍ତ ବିକାଶ କାର୍ଯ୍ୟ ସ୍ଥାନ ପାଇଛି । ଖାଲି ସେତିକି ନୁହେଁ,…

ପ୍ରଧାନମନ୍ତ୍ରୀଙ୍କ ଘୋଷଣା ଓଡିଶାର ଗରିବଙ୍କ ପାଇଁ ସଂଜୀବନି: ରାଜ୍ୟ ବିଜେପି

ଭୁବନେଶ୍ୱର: କୋଭିଡ ମହାମାରୀ ଭିତରେ ଆସନ୍ତା ୫ ମାସ ପାଇଁ ଅର୍ଥାତ୍ ନଭେମ୍ବର ଯାଏ ଗରିବଙ୍କୁ ମାଗଣାରେ ରାସନ ମିଳିବା ପ୍ରଧାନମନ୍ତ୍ରୀଙ୍କ ମାଗଣା ଖାଦ୍ୟଶସ୍ୟ ଯୋଗାଣ ଘୋଷଣା ଓଡିଶାର ଗରିବଙ୍କ ପାଇଁ ସଂଜୀବନି ସଦୃଶ ବୋଲି ଆଜି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ବିଜେପି କହିଛି । ରାଜ୍ୟ…

ବିଜେଡିର ପଦାଧିକାର ତାଲିକା ପ୍ରକାଶ, ୯ ଉପସଭାପତିଙ୍କୁ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର: ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ଅଦଳ ବଦଳ ହୋଇଛି । ପ୍ରକାଶ ପାଇଛି ଶାସକ ଦଳ ବିଜେଡିର ପଦାଧିକାର ତାଲିକା । ଏଥର ନୂଆ ଫରମାଟ୍ ଆରମ୍ଭ ହୋଇଛି । ପ୍ରଥମ ଥର ପାଇଁ ଦଳରେ ବରିଷ୍ଠ ଉପସଭାପତିଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ୮ ଜଣଙ୍କୁ ବରିଷ୍ଠ ଉପସଭାପତି…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଝିଅ ନାଁରେ ଏତଲା

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ନାଁରେ ଏତଲା । ସ୍ୱାସ୍ଥ୍ୟ ମନ୍ତ୍ରୀ ଝିଅ ଦୀପାଳି ଦାସ ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । କୋଭିଡ-୧୯ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ମାମଲା ରୁଜୁ କରିଛି ପୋଲିସ। ଏନେଇ ଝାରସୁଗୁଡା ଏସ୍‌ପି ସୂଚନା ଦେଇଛନ୍ତି ।…

ହସ୍ପିଟାଲରୁ ଡିସଚାର୍ଜ ହେଲେ କରୋନା ସଂକ୍ରମିତ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ଦିଲ୍ଲୀ: କରୋନା ରିପପୋର୍ଟ ନେଗେଟିଭ୍ ବାହାରିବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟୈନ୍ଦ୍ର ଜୈନ୍ । ଏହାପରେ ମାକ୍ସ ହସ୍ପିଟାଲରୁ ସେ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି । କିଛି ଦିନ ତଳେ କରୋନାରେ ସଂକ୍ରମିତ…

ମାଲକାନଗିରି ଦୁଷ୍କର୍ମ ଘଟଣାରେ ରାଜ୍ୟ ମାନବାଧିକାରଙ୍କ ପାଖରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର : ମାଲକାନଗିରି ପୋଲିସ କ୍ୟାଣ୍ଟିନରେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ଆଜି ରାଜ୍ୟ ମାନବାଧିକାରଙ୍କୁ ଭେଟିଛିି ରାଜ୍ୟ ବିଜେପି । ଘଟଣାକୁ ଦେଢ ମାସ ବିତି ଯାଇଥିଲେ ସୁଦ୍ଧା ଏ ଯାଏଁ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିନାହିଁ । ଘଟଣାରେ ମାନବାଧିକାର କମିଶନ…

କରୋନା ମହାମାରୀ: ଏକାଠି ହେଲେ ୧୩ ବିରୋଧି ରାଜନୈତିକ ଦଳ, ଜୁନ୍ ୨୬ରେ ରାଜ୍ୟସ୍ତରୀୟ ପ୍ରତିବାଦ ସଭା

ଭୁବନେଶ୍ୱର: କରୋନା ମହାମାରୀ ପରିଚାଳନାରେ ବିଫଳତା ଏବଂ ଲୋକଙ୍କ ଜୀବନ ଜୀବିକା ସୁରକ୍ଷା ଦାବିନେଇ ଏକାଠି ହୋଇଛନ୍ତି ରାଜ୍ୟର ୧୩ଟି ବିରୋଧି ରାଜନୈତିକ ଦଳ । ଆସନ୍ତା ଜୁନ୍ ୨୬ ତାରିଖରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜ୍ୟସ୍ତରୀୟ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।…

ଓଡ଼ିଶା ସାଂସଦ ଭର୍ତ୍ତୃହରି ମହତାବ ପାଇବେ ‘୨୦୨୦ ସଂସଦ ରତ୍ନ ପୁରସ୍କାର’

ଚେନ୍ନାଇ: କଟକ ସାଂସଦ ଭର୍ତ୍ତୃହରି ମହତାବ ୨୦୨୦ ସଂସଦ ରତ୍ନ ପୁରସ୍କାର ପାଇବା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି । ଶ୍ରୀ ମହତାବଙ୍କ ସମେତ ଲୋକସଭାର ୮ଜଣ ସଦସ୍ୟ ଏବଂ ୨ଜଣ ରାଜ୍ୟସଭା ସଦସ୍ୟ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ୧୭ତମ ଲୋକସଭାର ପ୍ରଥମ ବର୍ଷ ଲାଗି ପ୍ରଦର୍ଶନକୁ…