Latest Odisha News

BREAKING NEWS

Browsing Category

ରାଜନୀତି

ପିପିଇ କିଟ୍ କିଣା ଦୁର୍ନୀତି: ବିଜେପି-ବିଜେଡି ତୁ ତୁ ମେଁ ମେଁ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚାଳନା ନେଇ ରାଜନୀତି ଜୋର୍ ଧରିଛି । କରୋନା ପରିଚାଳନାରେ ଦୁର୍ନୀତି ହୋଇଥିବା ନେଇ ବଡ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ । ପିପିଇ କିଟ୍ କିଣାରେ ଦୁର୍ନୀତି ହୋଇଥିବା ସେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି ଏହି ଦୁର୍ନୀତିରେ…

“ଗଂଜାମ ଓ ଖୋର୍ଦ୍ଧାରେ କୋଭିଡ୍ ସ୍ଥିତି ଅଣାୟତ୍ତ”

ଭୁବନେଶ୍ୱର: ଗଂଜାମ ଓ ଖୋର୍ଦ୍ଧାରେ କରୋନା ସ୍ଥିତି ଅଣାୟତ ହୋଇପଡିଛି ଏବଂ ଏଥିପାଇଁ ସରକାର ଦାୟୀ ବୋଲି ଅଭିଯୋଗ କରିଛି କଂଗ୍ରେସ। ବିଧାୟକ ସୁର ରାଉତରାୟ କହିଛନ୍ତି, ଦୁଇ ଜିଲ୍ଲାରେ କୋଭିଡ୍ ପରିଚାଳନା ଠିକ୍ ଭାବେ ହୋଇପାରୁନି । ପ୍ରବାସୀ ମାନଙ୍କୁ ଆଣି ସଂକ୍ରମଣ ବଢାଇଲେ ଏବେ ପରିଚାଳନାରେ…

ରାଜ୍ୟରେ ମନ୍ଦିର ଖୋଲନ୍ତୁ ସରକାର

ଭୁବନେଶ୍ୱର: ରାଜ୍ୟରେ ମନ୍ଦିର ଓ ମସଜିଦ୍ ଖୋଲିବାକୁ ଦାବି କରିଛନ୍ତି ବିରୋଧୀ । କଂଗ୍ରେସ କହିଛି, ସାରା ଭାରତରେ ମନ୍ଦିର ଓ ମସଜିଦ୍ ଖୋଲିଲାଣି । ଓଡିଶାରେ ବି ଶୀଘ୍ର ଖୋଲିବା ଆବଶ୍ୟକ । ପୁରୀର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନଲାଇନ୍ ଦର୍ଶନ ପାଇଁ ବୁକିଂ ବ୍ୟବସ୍ଥା ଉଚିତ ନୁହେଁ । ରଥଯାତ୍ରା…

କୋରାପୁଟ ନାବାଳିକାକୁ କେବେ ମିଳିବ ନ୍ୟାୟ: କଂଗ୍ରେସ ମହିଳା ମୋର୍ଚ୍ଚା

ଭୁବନେଶ୍ୱର: କରୋନା ମହାମାରୀ ଭିତରେ କୋରାପୁଟ କୋଟପାଡର ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣା ପ୍ରସଙ୍ଗକୁ ପୁଣି ଉଠାଇଛି କଂଗ୍ରେସ ମହିଳା ମୋର୍ଚ୍ଚା । ପୀଡିତାଙ୍କୁ ଶୀଘ୍ର ନ୍ୟାୟ ନମିଳିଲେ ମହିଳା ମୋର୍ଚ୍ଚା ଆସନ୍ତା ଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି । ରାଜ୍ୟ…

‘ପ୍ରକୃତି ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ’

ଭୁବନେଶ୍ୱର: କଂଗ୍ରେସର ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ ଆଜି ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କ କୃଷି ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, କୃଷି ମନ୍ତ୍ରୀ କହୁଛନ୍ତି, ଚାଷୀଙ୍କୁ ଅନଲାଇନରେ ପାଠ ପଢାଇଛୁ । ହେଲେ ଗୋଟିଏ…

ରାମ ମନ୍ଦିରକୁ ନେଇ ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର: ଆସନ୍ତାକାଲି ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ମନ୍ଦିରର ଭୂମି ପୂଜନ ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ରାଜ୍ୟରେ ରାଜନୀତି ସରଗରମ ହୋଇଛି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କାଲିର ଦିନ ଇତିହାସର ସ୍ୱର୍ଣ୍ଣିମ ଅଧ୍ୟାୟରେ…

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୟା କରୋନା ପଜିଟିଭ୍‌

ବେଙ୍ଗାଳୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଧରମୟା । । ଏ ନେଇ ସେ ଟ୍ୱିଟ୍ କରିଛନ୍ତି । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସେ ସୂଚନା ଦେଇଛନ୍ତି । I have…

ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଅଗରତାଲା: ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ । ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସେ ସଙ୍ଗରୋଧରେ ରହିଛନ୍ତି । ଏ ନେଇ ସେ ଏକ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । Two of my family members found COVID19 POSITIVE.Other family members found…

ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ-ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ସଂକ୍ରମିତ ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିଛନ୍ତି । ଏଥିସହ ତାଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏନେଇ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା…

‘ବିଜେଡି ନେତା ସାଜିଛନ୍ତି କରୋନା ସୁପର ସ୍ପ୍ରେଡର’

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଏଥିପାଇଁ ଚାରିଆଡେ କୋଭିଡ କଟକଣା ଲାଗୁ କରିଛନ୍ତି ସରକାର । ତେବେ କୋଭିଡ କଟକଣାକୁ ନେଇ ଏବେ କିନ୍ତୁ ରାଜନୀତି ଜୋର୍ ଧରିଛି । ବିଜେଡି ନେତାମାନେ କୋଭିଡ ନିୟମ ଭାଙ୍ଗୁଥିବା ନେଇ ବିରୋଧୀ ଅଭିଯୋଗ କରିଛନ୍ତି । ବିଜେଡିର ଜଣେ ନେତା…