Latest Odisha News

BREAKING NEWS

Browsing Category

ରାଜନୀତି

ସଚିନଙ୍କୁ ଆହୁରି କରିବାକୁ ପଡିବ ଅପେକ୍ଷା, ଶୁଣାଣି ସ୍ଥଗିତ ରଖିଲେ ବିଚାରପତି

ନୂଆଦିଲ୍ଲୀ: ସଚିନ ପାଇଲଟ କରିଥିବା ଆବେଦର ଶୁଣାଣି ସ୍ଥିଗିତ । ରାଜସ୍ଥାନ ହାଇକୋର୍ଟ ବିଚାରପତି ଏହାକୁ ସ୍ଥିଗିତ ରଖିଛନ୍ତି । ଆସନ୍ତାକାଲି ଏହାର ଶୁଣାଣି ହେବ । ରାଜସ୍ଥାନ ବିଧାନସଭାର ବାଚସ୍ପତି ସି. ପି. ଯୋଶୀ ଜାରି କରିଥିବା ଅଯୋଗ୍ୟତା ନୋଟିସ୍‌କୁ ବିରୋଧ କରି ସଚିନ ପାଇଲଟ ଅନ୍ୟ…

ବିଜେଡିର ୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର: ବିଜେଡିର ୩୬ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି । ସାଧାରଣ ସମ୍ପାଦକମାନଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ବଂଟନ କରିଛନ୍ତି ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂତନ ଭାବେ ଦିଆଯାଇଥିବା ଦାୟିତ୍ୱ ମଧ୍ୟରେ ସୁଶାନ୍ତ ସିଂହଙ୍କୁ ସଶକ୍ତ ଓଡିଶାର ଓ…

ହାଇକୋର୍ଟ ଗଲେ ସଚିନ ପାଇଲଟ୍‌

ଜୟପୁର: ଜଟିଳ ହେଉଛି ରାଜସ୍ଥାନର ରାଜନୈତିକ ଡ୍ରାମା । ସଚିନ ପାଇଲଟ୍ ଏବଂ ତାଙ୍କ ସମର୍ଥକ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି କଂଗ୍ରେସ ବାଚସ୍ପତିଙ୍କ ନିକଟରେ ଦ୍ୱାରସ୍ଥ ହେବା ପରେ ବାଚସ୍ପତି ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ବାଚସ୍ପତିଙ୍କ ନୋଟିସକୁ ଚ୍ୟାଲେଂଜ କରି…

ସଚିନଙ୍କୁ କଂଗ୍ରେସର ପରାମର୍ଶ, ‘ଘରକୁ ଫେରି ଆସ’

ନୂଆଦିଲ୍ଲୀ: ରାଜସ୍ଥାନ ରାଜନୀତିରେ ସଙ୍କଟ ମଧ୍ୟରେ ସଚିନ ପାଇଲଟ ବିଜେପିରେ ସାମିଲ ହେବେ ନାହିଁ ବୋଲି ଘୋଷଣା କରିବା ପରେ ଆସିଛି ନୂଆ ଟ୍ୱିଷ୍ଟ । ଯଦି ବିଜେପିରେ ମିଶିବନି ତେବେ ନିଜ ଘରକୁ ଫେରିଆସ ବୋଲି କଂଗ୍ରେସ ତାଙ୍କୁ ପରାମର୍ଶ ଦେଇଛି । ଆଜି କଂଗ୍ରେସର ଜାତୀୟ ମୁଖପାତ୍ର ରଣଦୀପ…

ମୁଁ ପିସିସି ସଭାପତି ଦୌଡରେ ନାହିଁ: ରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟ କଂଗ୍ରେସରେ ମଙ୍ଗୁଆଳ ପରିବର୍ତ୍ତନ ନେଇ ଚର୍ଚ୍ଚା ଭିତରେ ଆସିଛି ବରିଷ୍ଠ ନେତା ରଂଜୀବ ବିଶ୍ୱାଳଙ୍କ ପ୍ରତିକ୍ରିୟା । ସେ କହିଛନ୍ତି, ସେ ପିସିସି ସଭାପତି ରେସରେ ନାହାଁନ୍ତି । ଏପରିକି ତାଙ୍କ ପାଖରେ ଯାହା ଖବର ଅଛି ପିସିସି ପରିବର୍ତ୍ତନ ନେଇ ଏଆଇସିସି କୌଣସି ନିଷ୍ପତ୍ତି…

ରାଜସ୍ଥାନ ଉପ-ମୁଖ୍ୟମନ୍ତ୍ରୀ ପଦରୁ ହଟିଲେ ସଚିନ ପାଇଲଟ

ନୂଆଦିଲ୍ଲୀ: କଂଗ୍ରେସ ଦଳ ପକ୍ଷରୁ ସଚିନ ପାଇଲଟଙ୍କୁ ରାଜସ୍ଥାନ ଉପ-ମୁଖ୍ୟମନ୍ତ୍ରୀ ପଦରୁ ମଙ୍ଗଳବାର ଦିନ ହଟାଇ ଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ ତାଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବା ସହ ରାଜସ୍ଥାନ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ମଧ୍ୟ ବାହାର କରି ଦିଆଯାଇଛି । ଦଳ ପକ୍ଷରୁ…

ନିଯୁକ୍ତି ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ନିଯୁକ୍ତି ପ୍ରସଙ୍ଗ ନେଇ ସେ ଏହି ଚିଠି ଲେଖିଛନ୍ତି । ଆଗାମୀ ୨ ବର୍ଷ ଯାଏଁ ନିଯୁକ୍ତ ବନ୍ଦ ନିଷ୍ପତ୍ତିର ପୁର୍ନବିଜାର କରବାକୁ ସେ ଚିଠିରେ ଅନୁରୋଧ କରିଛନ୍ତି । ଏହାସହ ଅବସରପ୍ରାପ୍ତ…

ଉପନିର୍ବାଚନ ପାଇଁ ଅଂଟା ଭିଡିଲା କଂଗ୍ରେସ

ଚ୍ଚୁବନେଶ୍ୱର: ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ପାଇଁ ଏବେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ଜଟଣୀ ବିଧାୟକ ତଥା ଦଳର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ତିର୍ତ୍ତୋଲ ଦାୟିତ୍ୱ ଦିଆଯାଇଛି । ସେ କହିଛନ୍ତି, କଂଗ୍ରେସ ଟିକେଟ ପାଇଁ ୨ ଜଣ ଆଶାୟୀ ଅଛନ୍ତି । ତାଙ୍କ ଭିତରେ ପୂର୍ବତନ ବିଧାୟକ…

ମଧ୍ୟପ୍ରଦେଶ ପରେ ରାଜସ୍ଥାନରେ ରାଜନୈତିକ ସଙ୍କଟ

ଜୟପୁର: ମଧ୍ୟପ୍ରଦେଶ ପରେ ରାଜସ୍ଥାନ ରାଜନୀତି ଏବେ ଟଳମଳ । ରାଜସ୍ଥାନରେ କଂଗ୍ରେସର ଦୁଇ ବରିଷ୍ଠ ନେତାଙ୍କ ମଧ୍ୟରେ ସୃଷ୍ଟି ହୋଇଛି ବିବାଦ । ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଛି । ଉଭୟଙ୍କ ଝଗଡା ଏବେ ଦିଲ୍ଲୀରେ…

ବଦଳିବେ ରାଜ୍ୟ କଂଗ୍ରେସ ମଙ୍ଗୁଆଳ !

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟ କଂଗ୍ରେସର ମଙ୍ଗୁଆଳ ବଦଳିବେ । ଏଥିପାଇଁ ରେସରେ ୧୩ ଜଣ ବରିଷ୍ଠ ନେତା ଅଛନ୍ତି ବୋଲି ଆଜି ଭବିଷ୍ୟବାଣୀ କରିଛନ୍ତି ଜଟଣୀ ବିଧାୟକ ତଥା ବରିଷ୍ଠ ନେତା ସୁରେଶ ରାଉତରାୟ । ସୁର କହିଛନ୍ତି, ଖୁବ ଶୀଘ୍ର ପିସିସି ସଭାପତି ପଦରେ ପରିବର୍ତ୍ତନ ହୋଇପାରେ । ଏହି ରେସରେ…