Latest Odisha News

BREAKING NEWS

Browsing Category

ରାଜନୀତି

ରଥଯାତ୍ରା ବନ୍ଦ କରିବାକୁ ଷଡଯନ୍ତ୍ର ଚାଲିଛି: ବିଜୟ ମହାପାତ୍ର

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ୫ ଦିନ । ହେଲେ ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିିଁ ସେନେଇ ରାଜ୍ୟ ସରକାର ଚୂଡାନ୍ତ ନିଷ୍ପତ୍ତି ନେଇନାହାଁନ୍ତି । ଏହାରି ଭିତରେ ସରକାରଙ୍କୁ ଘେରିଛନ୍ତି ବିଜେପି ନେତା ବିଜୟ ମହାପାତ୍ର । ସେ କହିଛନ୍ତି, ସାଧାରଣରେ ସନ୍ଦେହ…

ଶୁକ୍ରବାର ଚୀନ ମାମଲାରେ ସର୍ବଦଳୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି । ପୂର୍ବ ଲଦାଖରେ ଭାରତ-ଚୀନ ସେନା ମୁହାଁମୁହିଁ ହେବାରୁ ଗତକାଲି ୨୦ ଜଣ ଯବାନ ସହିଦ ହୋଇଥିବା ଘଟଣା ନେଇ ଆଲୋଚନା ହେବ । ଶୁକ୍ରବାର ଅପରାହ୍ନ ୫ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁ ଦଳର…

ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି ସ୍ୱର୍ଗତ ଦତ୍ତଙ୍କ ଶୋକ ସନ୍ତପ୍ତ ପରିବାରବର୍ଗକୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି । ଏଥି ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।…

ପରଲୋକରେ ବାଲେଶ୍ୱର ସଦର ବିଧାୟକ ମଦନମୋଦନ ଦତ୍ତ

ଭୁବନେଶ୍ୱର : ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହୃଦଘାତରେ ଆଜି ଦେହାନ୍ତ ହୋଇଛି । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା । ମଦନମୋହନଙ୍କ ପୁଅ ମାନସ…

ନିବୁଲାଇଜର କିଣାରେ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର: ମାସ୍କ ଓ ପିପିଇ କିଟ ପରେ ଏବେ ନିବୁଲାଇଜର କିଣାରେ ଦୁର୍ନୀତି ଅଭିଯୋଗ ଆଣିଛି କଂଗ୍ରେସ । କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି ନିବୁଲାଇଜର କିଣିବା ସମୟରେ ଗୋଟିଏ କମ୍ପାନୀ ୨ଥର କୋଟେସନ ଦେଇଥିଲା । ୨୧ ତାରିଖରେ ଦେଇଥିବା ପ୍ରଥମ କୋଟେସନରେ ଏହାର ଦାମ ୩୧ଶହ ଟଙ୍କା ଥିବା…

କୋଭିଡ ଟେଷ୍ଟକୁ ନେଇ ବିଜେଡି-ବିଜେପି ବାକ୍‌ଯୁଦ୍ଧ

ଭୁବନେଶ୍ୱର: କରୋନା ଟେଷ୍ଟକୁ ନେଇ ବିଜେଡି ବିଜେପି ମୁହାଁମୁହିଁ ହୋଇଛନ୍ତି । ପ୍ରତ୍ୟେକ ଦିନ ୧୫ହଜାର ଟେଷ୍ଟ କରିବାକୁ ରାଜ୍ୟ ସରକାର ପ୍ରତିଶୃତି ଦେଇଥିବା ବେଳେ ଏହା କରାଯାଉନାହିଁ ବୋଲି ଅଭିଯୋଗ ଆଣିଛି ବିଜେପି । ଏବଂ କ୍ୱାରେଂଟିନ ସେଂଟରରେ ରହୁଥିବା ସମସ୍ତ ପ୍ରବାସୀଙ୍କ ଟେଷ୍ଟ କରାଯାଉ।…

ବିଜେପିରେ ସାମିଲ ହେଲେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ

ଭୁବନେଶ୍ୱର:  ରାଜ୍ୟ ବିଜେପିି ସଭାପତି  ସମୀର ମହାନ୍ତିଙ୍କ ଉପସ୍ଥିତିରେ ମଙ୍ଗଳବାର ଦିନ କଂଗ୍ରେସ ନେତା ତଥା ବାରଙ୍ଗ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ଗୁରୁ ଚରଣ ସ୍ୱାଇଁ ବିଜେପିିରେ ସାମିଲ ହୋଇଛନ୍ତି । କୁରାଙ୍ଗ ଶାସନର ପୂର୍ବତନ ସରପଂଚ ଦିଲୀପ କୁମାର ପାତ୍ର, ବିଚିତ୍ରାନନ୍ଦ ପ୍ରଧାନ, ଅଶୋକ…

ତେଲ ଦର ବଢୁଛି, ରାଜନୀତି ବି ତେଜୁଛି

ଭୁବନେଶ୍ୱର: ଲଗାତର ତେଲ ଦର ବୃଦ୍ଧିକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି । ରାଜ୍ୟ ବିଜେପି କହିଛି, ତୈଳ ଦର ହଠାତ୍ କମିଗଲେ ଦେଶବାସୀଙ୍କ ପାଇଁ କ୍ଷତିକାରକ । ରାଜ୍ୟ ସରକାର ଚାହିଁଲେ ଯେଉଁ ଭାଟ୍ ଆଦାୟ କରୁଛନ୍ତି, ତାକୁ କମ୍ କରି ଦର କମାଇପାରିବେ । ୨୧ ବର୍ଷ ରହିବା ପରେ ବି ଅନ୍ୟ ସୂତ୍ରରୁ…

ରଥଯାତ୍ରା ନେଇ ଶୀଘ୍ର ନିଷ୍ପତ୍ତି ନିଅନ୍ତୁ ସରକାର

ଭୁବନେଶ୍ୱର: ରଥଯାତ୍ରାକୁ ନେଇ ରାଜ୍ୟ ରାଜନୀତି ତେଜିବାରେ ଲାଗିଛି । ରାଜ୍ୟ ସରକାର ଏଯାଏ ଚୂଡାନ୍ତ ନିଷ୍ପତ୍ତି ନେଇନଥିବା ବେଳେ ଆଜି କଂଗ୍ରେସ କହିଛି, ରଥ ପ୍ରସ୍ତୁତ, ସେବାୟତ ବି ପ୍ରସ୍ତୁତ, ଶ୍ରୀମନ୍ଦିର ପ୍ରଶାସନ ବି ପ୍ରସ୍ତୁତ ତେଣୁ ରଥଯାତ୍ରା ହେବାରେ କୌଣସି ଅସୁବିଧା ନାହିଁ ।…

ସରକାର ମାଗିଲେ ଖର୍ଚ୍ଚ ହିସାବ, କଟାକ୍ଷ କଲା ବିଜେପି

ଭୁବନେଶ୍ୱର: ପଂଚାୟତିରାଜ ବିଭାଗ ପକ୍ଷରୁ ସଙ୍ଗରୋଧ କେନ୍ଦ୍ରରେ ହୋଇଥିବା ଖର୍ଚ୍ଚର ହିସାବ ମଗାଯିବା ପରେ ଏହାକୁ ନେଇ କଟାକ୍ଷ କରିଛି ରାଜ୍ୟ ବିଜେପି । ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅନେକ ଜାଗାରେ ଭିତ୍ତିଭୂମିକୁ ନେଇ ବହୁ ଦୁର୍ନୀତି…