Latest Odisha News

BREAKING NEWS

Browsing Category

ରାଜନୀତି

୫ଟି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବ କଂଗ୍ରେସ: ନରସିଂହ ମିଶ୍ର

ଭୁବନେଶ୍ୱର : ଓଡିଶା ବିଧାନସଭାରେ ଆସନ୍ତା ନଭେମ୍ବର ୧୩ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ଶୀତକାଳନୀନ ଅଧିବେଶନ । ଏହି ଅବସରରେ ରାଜ୍ୟରେ ୫ଟି କାର୍ଯ୍ୟକାରିତା ଓ ବିଭିନ୍ନ ପ୍ରସଙ୍ଗକୁ ନେଇ ଶାସକ ଦଳକୁ ଘେରିବା ପାଇଁ ଯୋଜନା କରୁଛି ବିରୋଧି କଂଗ୍ରେସ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇ…

କଂଗ୍ରେସ କନ୍ଦଳ: ନିରଞ୍ଜନଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରୁଥିବା କର୍ମୀଙ୍କୁ ଜିତେନ୍ଦ୍ରଙ୍କ ତାଗିଦ୍

ଭୁବନେଶ୍ୱର: ଓଡ଼ିଶା ଦାୟିତ୍ୱରେ ଥିବା କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହ ରବିବାର ଦିନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପଦରୁ ଅବ୍ୟାହତି ଦେବା କଥାକୁ ଅସ୍ୱୀକାର କରିବା ସହିତ ଦଳ ପରିସର ବାହାରେ ଏହାକୁ ନେଇ ଯେଉଁ କର୍ମୀ ଆଲୋଚନା କରିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁÂାନ…

ପ୍ରତାପ ଜେନାଙ୍କୁ ମିଳିଲା ଭାରତର ‘ଶ୍ରେଷ୍ଠ ମନ୍ତ୍ରୀ’ ପୁରସ୍କାର

ଭୁବନେଶ୍ୱର: ପାଞ୍ଚଥର ବିଧାୟକ ଥିବା ତଥା ଓଡ଼ିଶାର ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ୨୦୧୯ ବର୍ଷ ଲାଗି ଭାରତର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ମିଳିଛି । ଏହି ପୁରସ୍କାର ହାସଲ କରି ଓଡ଼ିଶାକୁ ଗୌରବାନ୍ୱିତ କରିଥିବା ମନ୍ତ୍ରୀ ଶ୍ରୀ ଜେନା…

ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ମୋଡ଼; ସରକାର ଗଠନ ଲାଗି ବିଜେପିକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଏବେ ଘଡ଼ିକେ ଘୋଡ଼ା ଛୁଟୁଛି । ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋସୟାରୀ ଶନିବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡ଼ନାଭିସଙ୍କୁ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି । ଆସନ୍ତା ୧୧ ତାରିଖ ରାତି ୮ଟା ସୁଦ୍ଧା…

୮୩୦୦ କୋଟି ଟଙ୍କା ଅତିରିକ୍ତ ବଜେଟକୁ ମଞ୍ଜୁର କଲେ ଓଡିଶା ସରକାର

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ମନ୍ତ୍ରୀ ପରିଷଦ ବୈଠକରେ ୮୩୦୦ କୋଟି ଟଙ୍କା ଅତିରିକ୍ତ ବଜେଟ୍ ମଞ୍ଜୁର କରାଯାଇଛି । ରାଜ୍ୟ ସଚିବାଳୟରେ ଶୀତକାଳୀନ ଅଧିବେଶନକୁ ଉଦଘାଟନ କରିବା ସହ ଅର୍ଥମନ୍ତ୍ରୀ…

ଆଜି ଶିବସେନା-ବିଜେପି ବୈଠକ; ବିଜେପି ଉପରେ ଚାପ ପ୍ରୟୋଗ କରିବେ ଉଦ୍ଧବ ଠାକରେ !

ମୁମ୍ବାଇ: ମହାରାଷ୍ଟ୍ରରେ ଶାସନ କ୍ଷମତାକୁ ନେଇ ବିଜେପି-ଶିବସେନା ମହାମେଣ୍ଟରେ ଯେଉଁ ଫାଟ ସୃଷ୍ଟି ହୋଇ ସମସ୍ୟା ସୃଷ୍ଟି ହୋଇଛି ତାହାର ସ୍ଥାୟୀ ସମାଧାନ ଲାଗି ଆଜି ନୂଆଦିଲ୍ଲୀଠାରେ ଏହି ଦୁଇ ଦଳର ୨ଟି ଲଗାତର ବୈଠକ ଅନୁଷ୍ଠିତ ହେଉଛି ବୋଲି ଏନଡ଼ିଟିଭି ସୂତ୍ରରୁ ପ୍ରକାଶ । ମହାରାଷ୍ଟ୍ର…

ଯାଜପୁର ପିଇଓ ମୃତ୍ୟୁ ଘଟଣା: ବିଜେପି ଫାର୍ସ କରୁଛି ବୋଲି କହିଲା ବିଜେଡ଼ି

ଭୁବନେଶ୍ୱର: ଯାଜପୁର ପିଇଓ ସ୍ମୃତିରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ବିଜେପି ଶାସକ ବିଜେଡ଼ି ବିରୋଧରେ ରବିବାର ଦିନ ଦୋଷାରୋପ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଉଥିବା ଅଭିଯୋଗ କରିଛି । ଏହି ଘଟଣାର ସିବିଆଇ ତଦନ୍ତ କରିବାକୁ ବିଜେପି ମଧ୍ୟ ଦାବି କରିଛି । ଏସମ୍ପର୍କରେ…

୫ଟି’ ବ୍ୟବସ୍ଥା ସୁଶାସନର ପ୍ରତୀକ ନୁହେଁ: ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ଓଡିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ୫ଟି’ ବ୍ୟବସ୍ଥାକୁ ପୁରୁଣା ଶାସନ ପ୍ରଣାଳୀ ବୋଲି କହିଛନ୍ତି ବିଜେପି ନେତା ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ଅପରାଜିତା ଷଡଙ୍ଗୀ । “୫ଟି (ପାରଦର୍ଶିତା, ଟିମ୍ ୱାର୍କ, ପ୍ରଦ୍ୟୋଗିକ, ସମୟ ଓ ପରିବର୍ତ୍ତନ) ରାଜ୍ୟ ସରକାରଙ୍କର ଏକ…

କଂଗ୍ରେସରେ କନ୍ଦଳ ତେଜିଲା; ନେତୃତ୍ୱ ପରିବର୍ତ୍ତନ ଲାଗି ଦାବୀ କଲେ ବିରୋଧୀ ଗୋଷ୍ଠୀ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ପୁନର୍ଗଠନ ହେବା ପୂର୍ବରୁ ଅସନ୍ତୁଷ୍ଠ ଗୋଷ୍ଠୀର ନେତାମାନେ ନେତୃତ୍ୱ ପରିବର୍ତ୍ତନ ଲାଗି ଦାବୀ କରିଛନ୍ତି । ଏସମ୍ପର୍କରେ ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ କଂଗ୍ରେସ ନେତା ବାପି ସର୍ଖେଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବୁଧବାର ଦିନ…

ବିଜେପୁରରେ ଐତିହାସିକ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା ସାହୁ

ଭୁବନେଶ୍ୱର: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ରୀତା ସାହୁ ଐତିହାସିକ ବିଜୟ ଲାଭ କରିବା ପରେ ଶୁକ୍ରବାର ଦିନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ରୀତା ନିଜ ସମର୍ଥକଙ୍କ ଗହଣରେ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ…