Latest Odisha News

BREAKING NEWS

Browsing Category

ରାଜନୀତି

ଅକ୍ଟୋବର ୩ରେ ବିଜେପୁର ଗସ୍ତ କରିବେ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୩ ତାରିଖରେ ବିଜେପୁର ଅଭିମୁଖେ ଗସ୍ତ କରିବେ ଓଡିଶା କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହ । ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଶ୍ରୀ ସିଂହ ଅକ୍ଟୋବର ୧ ତାରିଖରେ କଂଗ୍ରେସ ଭବନରେ ଆୟୋଜିତ ଏକ ପ୍ରେରକ ଟ୍ରେନିଂ…

ବିଜେପୁର ଉପ ନିର୍ବାଚନ; ଆଜି ନାମାଙ୍କନ ଭରିବେ ତିନି ଦଳର ପ୍ରାର୍ଥୀ

ବିଜେପୁର: ବିଜେପୁର ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ । ତେଣୁ ବିରାଟ ପାଟ ପଟୁଆରରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ ୩ ପ୍ରମୁଖ ଦଳର ପ୍ରାର୍ଥୀ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଥିବା ସୂଚନା ମିଳିଛି ।…

ବିଜେପୁର ଉପ ନିର୍ବାଚନ: ସନତ ଗଡତିଆ ହେଲେ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର: ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ଲାଗି ରବିବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ସନତ ଗଡତିଆଙ୍କୁ ପ୍ରାର୍ଥୀ କରାଯାଇଛି । ଚଳିତ ୨୦୧୯ ନିର୍ବାଚନରେ ବିଜେଡି ସୁପି୍ରମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…

ବିଜେପୁର ଉପ ନିର୍ବାଚନ: ବିଜେଡି ପ୍ରାର୍ଥୀ ହେଲେ ରୀତା ସାହୁ

ଭୁବନେଶ୍ବର : ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ପ୍ରାର୍ଥୀ । ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ମୁଖ୍ୟମନ୍ତ୍ରୀ ଆଜି ପୂର୍ବତନ ବିଧାୟିକା ରୀତା ସାହୁଙ୍କୁ ନାମରେ ମୋହର ମାରିଛନ୍ତି । ନବୀନ ନିବାସରେ ଶନିବାର ଦିନ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି…

ରାଉରକେଲା ସ୍ମାର୍ଟସିଟି ପ୍ରକଳ୍ପ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଉରକେଲା ସ୍ମାର୍ଟସିଟି ପ୍ରକଳ୍ପରେ ମଞ୍ଜୁର ହୋଇଥିବା ଅର୍ଥ ଖର୍ଚ୍ଚ ନହୋଇ ପଡିରହିଥିବା ଯୋଗୁଁ ଗଭୀର ଚିନ୍ତାବ୍ୟକ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସହରର ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲାଗି ଉଭୟ…

ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ; ଧାନ ସଂଗ୍ରହ ନୀତିକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଗୁରୁବାର ଦିନ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ୨୦୧୯-୨୦ ଆର୍ଥୀକ ବର୍ଷ ଲାଗି ଧାନ ସଂଗ୍ରହ ନୀତିକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି । ଏହି ବୈଠକଟି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୧ଟା ୪୫ମିରେ…

ବିଜେପୁର ଉପ-ନିର୍ବାଚନ: କଂଗ୍ରେସ ପ୍ରାର୍ଥୀ ହେଲେ ଦିଲ୍ଲୀପ ପଣ୍ଡା

ଭୁବନେଶ୍ୱର: ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ଉପ-ନିର୍ବାଚନ ଲାଗି ବୁଧବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା କରିଛି । ଜିଲ୍ଲାର ଟାଣୁଆ କଂଗ୍ରେସ ନେତା ଦିଲ୍ଲୀପ ପଣ୍ଡାଙ୍କୁ କଂଗ୍ରେସ କରିଛି ପ୍ରାର୍ଥୀ । ଏନେଇ ଓପିସିସି ପକ୍ଷରୁ ଗଣମାଧ୍ୟମରେ ସୂଚନା…

କର୍ମୀଙ୍କୁ ଚାପୁଡ଼ା ମାରି ଦୁଃଖପ୍ରକାଶ କଲେ ସାଂସଦ

ବ୍ରହ୍ମପୁର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିଠାରେ ଗୁରୁବାର ଦିନ ଗଜପତି ଜିଲ୍ଲା ଯୁବ କଂଗ୍ରେସ ସଭାପତି ସଂଗ୍ରାମ ସାହୁଙ୍କୁ ଚାପୁଡ଼ା ମାରିବା ପରେ ବିଜେଡ଼ି ସାଂସଦ ଚନ୍ଦ୍ରଶେଖର ସାହୁ ଦୁଃଖ ପ୍ରକାଶ କରିଛନ୍ତି । “ଏହି ଘଟଣାରେ ମୁଁ ଗଭୀର ଦୁଃଖ ପ୍ରକାଶ କରୁଛି । ଗତ ୨୫ ବର୍ଷ ଧରି ମୁଁ…

ବିଜେପୁର ଉପ-ନିର୍ବାଚନ: ସେପ୍ଟେମ୍ବର ୩୦ରେ ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେଡ଼ି ପ୍ରାର୍ଥୀ

ଭୁବନେଶ୍ୱର: ଆଗାମୀ ଅକ୍ଟୋବର ୨୧ ତାରିଖରେ ବିଜେପୁର ଉପ-ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ ରାଜନୀତି ଏବେ ବିଜେପୁର ଉପ-ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇପଡ଼ିଛି । ସମସ୍ତ ରାଜନୈତିକ ଦଳ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ବୁଥସ୍ତରରେ କର୍ମୀମାନଙ୍କୁ ଯୋଗାଯୋଗ…

ଜାଣନ୍ତୁ, ଟ୍ୱିଟରରେ କ’ଣ ବଡ଼ ଭୁଲ୍ ଲେଖି କଡ୍ଡା ସମାଲୋଚନାର ଶିକାର ହେଲେ ଶଶୀ ଥରୁର୍…

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର୍ ତାଙ୍କର ଭିନ୍ନ ଅନ୍ଦାଜର ମନ୍ତବ୍ୟ ଏବଂ ରାଜନୈତିକ ଟିପ୍ପଣୀ ଲାଗି ସବୁବେଳେ ବିବାଦୀୟ ହୋଇ ପଡ଼ିଥାଆନ୍ତି । ସେ ସବୁବେଳେ କଂଗ୍ରେସ ଦଳର ନୀତି ଓ ଆଦର୍ଶକୁ ବେଶ୍ ଆକର୍ଷଣୀୟ ଭାବେ ଉପସ୍ଥାପନା କରି ଭାରତୀୟ ରାଜନୀତିରେ ଏକ ସ୍ୱତନ୍ତ୍ର ସ୍ଥାନ ହାସଲ…