Latest Odisha News

BREAKING NEWS

Browsing Category

ରାଜନୀତି

ଡିସେମ୍ବର ୨୭ରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଏହି ଅବସରରେ ସେ ବଲାଙ୍ଗିରର ବରନିକଣାରେ ନିର୍ମିତ ବିପିଏସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଗତ ୨୦୧୮ ମସିହା ମେ’ ୨୧ରେ ପେଟ୍ରୋଲିୟମ୍ ଓ…

ଭାଇରାଲ୍ ହେଲା ମମତାଙ୍କ ‘କ୍ୟା କ୍ୟା ଛି ଛି’ ଭିଡ଼ିଓ; ସମ୍ବିତ୍ ପାତ୍ର ଟ୍ୱିଟ୍ କଲେ ‘ଦି ଦି ଛି ଛି’ !

କୋଲକାତା: ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ ଏବେ ଦେଶବ୍ୟାପୀ ବିରୋଧୀଦଳ ପକ୍ଷରୁ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କିନ୍ତୁ ଅଭିନବ ଢଙ୍ଗରେ ନିଜର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେ ସିଏଏ କୁ କ୍ୟା କ୍ୟା ଛି ଛି…

ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା ବିଜେପି; କେଉଁ ଜିଲ୍ଲାରେ କିଏ ନେଲେ ଦାୟିତ୍ୱ ଜାଣନ୍ତୁ…

ଭୁବନେଶ୍ୱର: ଓଡିଶା ପ୍ରଦେଶର ଜିଲ୍ଲା ସଭାପତି ନିର୍ବାଚନ ଡିସେମ୍ବର ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବରୁ ରାଜ୍ୟସ୍ତରୀୟ ନେତୃବୃନ୍ଦମାନେ ବିଭିନ୍ନ ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ମଣ୍ଡଳ ସ୍ତରର ନେତୃମଣ୍ଡଳୀଙ୍କ ସହ ଆଲୋଚନା କରି ମତାମତ ସଂଗ୍ରହ କରିଥିଲେ ।…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ପାସହେଲା ମହାଭିଯୋଗ ପ୍ରସ୍ତାବ

ୱାସିଂଟନ୍: ଅନେକ ବାକବିତର୍କ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ହାଉସ୍ ଅଫ୍ ରିପ୍ରେଜେଣ୍ଟିଭରେ ମହାଭିଯୋଗ ପ୍ରସ୍ତାବ ପାସ୍ ହୋଇଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1207480278697926657?s=19…

ଜେଏମଏମ-କଂଗ୍ରେସ ଓ ବିଜେପିର ଏହି ୧୦ ହେଭିୱେଟଙ୍କ ଆଜି ହେଉଛି ଭାଗ୍ୟ ପରୀକ୍ଷା

ରାଞ୍ଚି: ଝାଡ଼ଖଣ୍ଡ ବିଧାନସଭାର ସମୁଦାୟ ଆସନ ସଂଖ୍ୟା ହେଉଛି ୮୧ । ରାଜ୍ୟରେ ନଭେମ୍ବର ୩୦ରୁ ଡ଼ିସେମ୍ବର ୨୦ ପର୍ଯ୍ୟନ୍ତ ଯେଉଁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଛି ସେଥିମଧ୍ୟରୁ ୧୫ଟି ଆସନରେ ଆଜି ୪ର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ହେଉଛି । ଝାଡ଼ଖଣ୍ଡର ଶାସକ ବିଜେପି ବିରୋଧୀ କଂଗ୍ରେସ ଓ…

ନାଟକୀୟ ମୋଡ ନେଲା ବରଗଡ଼ ବିଜେପି ଜିଲ୍ଲା ପରିଷଦ ସଦସ୍ୟାଙ୍କ ନିଖୋଜ ଘଟଣା

ଭୁବନେଶ୍ୱର: ବରଗଡ ଜିଲ୍ଲାରେ ଦୁଇ ଜଣ ବିଜେପି ଜିଲ୍ଲା ପରିଷଦ ସଦସ୍ୟା ନିଖୋଜ ଘଟଣା ରବିବାର ଦିନ ନୂଆମୋଡ ନେଇଛି । ୭ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ସହ ନିଖୋଜ ୨ ସଦସ୍ୟା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସେମାନଙ୍କୁ ଅପହରଣ କରାଯାଇଥିବା ନେଇ ବିଜେପି ଯେଉଁ ଅଭିଯୋଗ କରିଛି, ତାହା…

ଝାଡ଼ଖଣ୍ଡ ନିର୍ବାଚନ: ଦିନ ୧ଟା ସୁଦ୍ଧା ୪୫.୧୪ % ମତଦାନ

ରାଞ୍ଚି: ଝାଡ଼ଖଣ୍ଡ ବିଧାନସଭାେ ଲାଗି ଗୁରୁବାର ଦିନ ଅନୁଷ୍ଠିତ ହେଉଛି ୩ୟ ପର୍ଯ୍ୟାୟ ଭୋଟଗ୍ରହଣ । ଆଜି ୧୭ଟି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ସକାଳ ୭ଟାରୁ ଭୋଟଗ୍ରହଣ ଚାଲୁ ରହିଛି । ଦିନ ଗୋଟାଏ ସୁଦ୍ଧା ୪୫ ପ୍ରତିଶତ ମଦଦାନ ହୋଇଥିବା ସୂଚନା ମିଳିଛି । 45.14% voter…

ଝାଡ଼ଖଣ୍ଡ ନିର୍ବାଚନ: ଆଜି କେଉଁ ୧୭ଟି ଆସନରେ ହେଉଛି ନିର୍ବାଚନ, ଜାଣନ୍ତୁ…

ଋାଞ୍ଚି: ଆଜି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୭ଟି ଆସନରେ ଅନୁଷ୍ଠିତ ହେଉଛି ମତଦାନ । ଝାଡ଼ଖଣ୍ଡର ୮ଟି ଜିଲ୍ଲାରେ ଥିବା ୧୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଲାଗି ସମୁଦାୟ ୩୦୯ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । पश्चिमी सिंहभूम: जिले के ईचागढ़…

ନାଗରିକତା ସଂଶୋଧନ ବିଲ୍ ୨୦୧୯: ଚର୍ଚ୍ଚିତ ନେହରୁ-ଲିୟାକତ୍ ସମଝୌତା

ଭୁବନେଶ୍ୱର: ଭାରତ ଓ ପାକିସ୍ତାନ ମଧ୍ୟରେ ୬ ଦିନ ଧରି ଘମାଘୋଟ ଆଲୋଚନା ପରେ ୮ ଏପ୍ରିଲ ୧୯୫୦ ମସିହାରେ ଦିଲ୍ଲୀରେ ଏକ ରାଜିନାମା ସ୍ୱାକ୍ଷର ହୋଇଥିଲା, ଯାହା ନେହରୁ-ଲିୟାକତ୍ ସମଝୌତା ନାମରେ ପରିଚିତ । ଦୁଇ ଦେଶରେ ଅବସ୍ଥାନ କରୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଅଧିକାରକୁ ନେଇ ଏହି ରାଜିନାମା…

ଖୁବ୍ ଚର୍ଚ୍ଚାରେ ‘ନାଗରିକତା ବିଲ୍’; ରାଜ୍ୟସଭା ଉପରେ ଆଜି ସମସ୍ତଙ୍କ ନଜର…

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ବିଲ୍ (ସିଏବି) ଲୋକସଭାରେ ପାରିତ ହୋଇଯିବା ପରେ ଏବେ ସମସ୍ତଙ୍କ ନଜର ରାଜ୍ୟସଭା ଉପରେ । ସୋମବାର ଦିନ ଲୋକସଭାରେ ଏହି ବିଲଟି ପାଶ୍ ହେବା ପରେ ଏନଡ଼ିଏ ସରକାର ଏହି ବିଲଟିକୁ ଆଜି ରାଜ୍ୟସଭାରେ ଆଗତ କରିଛନ୍ତି । ଆଜି ଏହି ବିଲଟିକୁ ନେଇ ରାଜ୍ୟସଭାରେ ଚାଲିଛି…