Latest Odisha News

BREAKING NEWS

Browsing Category

ରାଜନୀତି

କର୍ଣ୍ଣାଟକ ସଙ୍କଟ: ଆସ୍ଥା ଭୋଟ୍ ଲାଗି ଆରମ୍ଭ ହେଲା ଆଲୋଚନା

ବେଙ୍ଗାଲୁରୁ: ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ କର୍ଣ୍ଟାଟକ ବିଧାନସଭାରେ ଆଜି ଅନୁଷ୍ଠିତ ହେବାକୁ ଥିବା ଆସ୍ଥା ଭୋଟ୍ ଲାଗି ଆରମ୍ଭ ହେଲା ଆଲୋଚନା । ଦିନ ଗୋଟାଏ ୩୦ ମିନିଟରେ ଆସ୍ଥା ଭୋଟ ଲାଗି ଆଲୋଚନା ଆରମ୍ଭ କରିବାକୁ କର୍ଣ୍ଣାଟକ ରାଜ୍ୟପାଳ ବିଧାନସଭା ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ ।…

ପାଟକୁରା ନିର୍ବାଚନ: ଆସନ୍ତାକାଲି ଭୋଟଗ୍ରହଣ ଲାଗି ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି

ଭୁବନେଶ୍ୱର : କେନ୍ଦ୍ରାପଡା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାଟକୁରା ବିଧାନସଭା ଆସନରେ ଆସନ୍ତା ଜୁଲାଇ ୨୦ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥିଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର ଲଢେଇ ହେବ ବୋଲି…

ବିଜେଡ଼ି ସଦସ୍ୟଙ୍କ ପ୍ରଶ୍ନରେ ଏମିତି ମନ୍ତ୍ରୀ କି’ ଉତ୍ତର ଦେଲେ ଯେ, ଚୁପ ରହିଲେ ବିଧାୟକ !

ଭୁବନେଶ୍ୱର: ଗୁରୁବାର ଦିନ ଓଡ଼ିଶା ବିଧାନସଭାର ଶୂନ୍ୟକାଳ ସମୟରେ ଶାସକ ବିଜେଡ଼ି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଏକ ରୋଚକ ପ୍ରଶ୍ନରେ ରାଜସ୍ୱ ଓ ଦୁର୍ବିପାକ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଚଟାପଟ୍ ଉତ୍ତର ଗୃହରେ ହାସ୍ୟରୋଳ ସୃଷ୍ଟି କରିଥିଲା । ବିଧାୟକ ସରକାରଙ୍କଠୁ ଜାଣିବାକୁ…

ବିଜେଡ଼ି ବନାମ ବିଜେଡ଼ି: ବିଧାନସଭାରେ ନିଜ ଦଳର ମନ୍ତ୍ରୀଙ୍କୁ ବର୍ଷିଲେ ବିଧାୟକ !

ଭୁବନେଶ୍ୱର: ବିଧାନସଭାରେ ଗତ ଦୁଇଦିନ ହେଲା ଶାସକ ଦଳର ମନ୍ତ୍ରୀ ଓ ବିଧାୟକଙ୍କ ମଧ୍ୟରେ କଥା କଟାକଟି ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି । ଗତକାଲି ପରି ଆଜି ମଧ୍ୟ ବିଜେଡ଼ି ବିଧାୟକ ତଥା ପୂର୍ବତନ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ ଓ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ମଧ୍ୟରେ ଉଚ୍ଚବାଚ…

ଓଡ଼ିଶାର କେଉଁ ନେତାମାନେ ହୋଇଛନ୍ତି ରାଜ୍ୟପାଳ, ଜାଣନ୍ତୁ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ ହେବାପରେ ସେ ଓଡ଼ିଶାର ନବମ ନେତାଭାବେ ରାଜ୍ୟପାଳ ହେବାର ଗୌରବ ଅର୍ଜନ କରିଛନ୍ତି । ୨୦୧୪ରୁ ଏନଡ଼ିଏ ସରକାରଙ୍କ ଶାସନ ମଧ୍ୟରେ ଦ୍ରୌପଦୀ ମୂର୍ମୁଙ୍କ ପରେ ବିଶ୍ୱଭୂଷଣ…

ପାଟକୁରା ନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର, ସରଗରମ ରାଜନୀତି

ଭୁବନେଶ୍ୱର : ଆଗାମୀ ଜୁଲାଇ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ପାଟକୁରା ବିଧାନସଭା ନିର୍ବାଚନ ଲାଗି ଗୁରୁବାର ଦିନ ନିର୍ବାଚନ ପ୍ରଚାର ଶେଷ ହେଉଛି । ନିର୍ବାଚନ କମିଶନଙ୍କ ଗାଇଡ୍ ଲାଇନ୍ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ସୁଦ୍ଧା ପାଟକୁରାରେ ରାଜନୈତିକ ଦଳଗୁଡିକର ନିର୍ବାଚନୀ ପ୍ରଚାର…

କର୍ଣ୍ଣାଟକ ସଙ୍କଟ: ଆସ୍ଥା ଭୋଟରେ ଅସନ୍ତୁଷ୍ଟ ବିଧାୟକ ଭାଗ ନେବା ଜରୁରୀ ନୁହେଁ: ସୁପ୍ରିମକୋର୍ଟ

ବେଙ୍ଗାଲୁରୁ: କର୍ଣ୍ଣାଟକ ରାଜନୀତି ଏବେ ଦିନକୁ ଦିନ ଜଟିଳ ହେବାରେ ଲାଗିଥିଲେ ମଧ୍ୟ ବୁଧବାର ଦିନ ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ଏବେ ସରଗରମ ହୋଇଉଠିଛି କର୍ଣ୍ଣାଟକ ବିଧାନସଭା । ଏହି ମାମଲାରେ ବୁଧବାରଦିନ ସୁପ୍ରିମକୋର୍ଟ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ, ଗୁରୁବାର…

ଏ ସବୁ ଅପ୍ରାସଙ୍ଗିକ କି ଏବେ?

 ପଲିଟିକସ ଫଲିଟିକସ  ଏ ସବୁ ଅପ୍ରାସଙ୍ଗିକ କି ଏବେ? ଜ୍ୟୋତିପ୍ରକାଶ ମହାପାତ୍ର ଏଇ ସୋମବାର ଦିନ ପୁଣି ସେଇ ପ୍ରଶ୍ନ ଉଠିଥିଲା- ଲୋକସଭାରେ । ଯେଉଁଠି ବିଜେଡ଼ି ସାଂସଦ ମୋହନ ମାଝୀ ପଚାରି ଥିଲେ- ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟ ପାହ୍ୟା ଦାବି କଥା କଣ ହେଲା? ଏହାର ଉତ୍ତର ରଖିଥିଲେ-…

ଆଜି ପାଟକୁରାରେ ନବୀନଙ୍କ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର: ପାଟକୁରା ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକି ରହିଥିବାବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ଦଳୀୟ ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲଙ୍କ ଲାଗି ନିର୍ବାଚନୀ ପ୍ରଚାର କରିବା ପାଇଁ ମଇଦାନକୁ ଓହ୍ଲାଇବେ । ଗସ୍ତକାର୍ଯ୍ୟ ସୂଚୀ…

“ପୁରୀ ଟ୍ରିପଲ୍ ମର୍ଡ଼ର୍ ଘଟଣା ଦୁର୍ଭାଗ୍ୟଜନକ”, ବିଧାନସଭାରେ କହିଲେ ନବୀନ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ କହିଛନ୍ତି, ପୁରୀ ଜିଲ୍ଲା ସଦାନନ୍ଦପୁର ନିକଟସ୍ଥ ପଟ୍ଟନାୟିକିଆ ଛକରେ ଘଟିତ ଟ୍ରିପଲ୍ ମର୍ଡ଼ର୍ ଘଟଣା ଦୁର୍ଭାଗ୍ୟଜନକ । ଏେନେଇ ସ୍ପଷ୍ଟିକରଣ ଦେବାକୁ ବିରୋଧିଦଳର ସଦସ୍ୟମାନେ ବାଚସ୍ପତିଙ୍କୁ ଦାବି କରିବା ପରେ…