Latest Odisha News

BREAKING NEWS

Browsing Category

ରାଜନୀତି

ରାଜ୍ୟସଭା ଉପନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ୩ ପ୍ରାର୍ଥୀ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ସୋମବାର ଦିନ ଓଡିଶାରୁ ନାମାଙ୍କନ ପତ୍ର ଦାଖଲ କରିବେ ୩ ଜଣ ପ୍ରାର୍ଥୀ । ଆଜି ପାଖାପାଖି ୧୨ଟା ୩୦ମି. ସମୟରେ ବିଧାନସଭା ମିଟିଂ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡି ପକ୍ଷରୁ ୨ ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ…

ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱ: ଧର୍ମେନ୍ଦ୍ର କହିଲେ “ଗଣତନ୍ତ୍ରରେ ବୁଝାମଣାର ଆବଶ୍ୟକତା ରହିଛି”

ଭୁବନେଶ୍ୱର: ରାଜ୍ୟସଭା ଉପ ନିର୍ବାଚନ ଲାଗି ପୂର୍ବତନ ପ୍ରଶାସକ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ନେଇ ଏବେ ରାଜନୈତିକ ଆଲୋଚନା ପ୍ରଶମିତ ହୋଇନଥିବା ବେଳେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏସମ୍ପର୍କରେ ପ୍ରଥମଥର ଲାଗି ମୁହଁ ଖୋଲିଛନ୍ତି । ବରିଷ୍ଠ ବିଜେପି…

ଅଶ୍ୱିନୀ ବୈଷ୍ଣବ ବିଜେପିରେ ଯୋଗଦେବା ପରେ କିଏ କ’ଣ କହିଲେ, ଜାଣନ୍ତୁ…

ଭୁବନେଶ୍ୱର: ପୂର୍ବତନ ଆଇଏଏସ ଅଧିକାରୀ ଅଶ୍ୱିନୀ ବୈଷ୍ଣବ ଆନୁଷ୍ଠାନିକ ଭାବେ ଗୁରୁବାର ଦିନ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ଏହି ପୂର୍ବତନ ପ୍ରଶାସକ ଯିଏକି ଓଡ଼ିଶାର ରାଜ୍ୟସଭା ଉପ ନିର୍ବାଚନ ଲାଗି ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷିତ ହୋଇଛନ୍ତି, ତାଙ୍କ ପ୍ରାର୍ଥୀତ୍ୱକୁ ଶାସକ…

ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱ: ବିଜେପି-ବିଜେଡ଼ି ମଧ୍ୟରେ ନୂଆ ସମ୍ପର୍କ !

ଭୁବନେଶ୍ୱର: ଆସନ୍ତା ରାଜ୍ୟସଭା ଉପ-ନିର୍ବାଚନରେ ବିଜେପି ପ୍ରାର୍ଥୀ ତଥା ପୂର୍ବତନ ପ୍ରଶାସକ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡ଼ିର ସମର୍ଥନ ଦୁଇ ଦଳ ମଧ୍ୟରେ ଏକ ନୂଆ ରାଜନୈତିକ ସମୀକରଣର ସୂଚନା ଦେଉଛି । କିଛି ସପ୍ତାହ ପୂର୍ବରୁ ଅନୁଷ୍ଠିତ ହୋଇଥିବା ସାଧାରଣ ନିର୍ବାଚନରେ ଛକାପଞ୍ଝା ମଧ୍ୟରେ ଏହି…

ନିଜକୁ ‘ଭଗବାନ’ କହିଲେ ମନ୍ତ୍ରୀ, ଜାଣନ୍ତୁ କାହିଁକି…

ବାରିପଦା : ଏବେ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ବ୍ୟବହାର ସାରା ଓଡିଶାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ କେନ୍ଦ୍ରାପଡା ସାଂସଦ ଅନୁଭବଙ୍କ ବିରୋଧରେ ଆସିଥିବା ସଙ୍ଗୀନ ମାମଲା ଏକ ରାଜନୈତିକ ବିଷୟ ବସ୍ତୁ ପାଲଟିଛି । ଖାଲି ସେତିକି ନୁହେଁ ଏବେ ‘ବାଥୋଡି’ ସମ୍ପଦ୍ରାୟର ଭଗବାନ…

ଚନ୍ଦ୍ରବାବୁଙ୍କୁ ବଡ଼ ଝଟକା, ବିଜେପିରେ ମିଶିଲେ ୪ ଟିଡ଼ିପି ସାଂସଦ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡ଼ିପି ସଭାପତି ଚନ୍ଦ୍ରବାବୁ ନାଇଡୁଙ୍କୁ ମିଳିଛି ବଡ଼ ଝଟକା । ତେଲୁଗୁ ଦେଶମ ପାର୍ଟି (ଟିଡ଼ିପି)ର ୪ ଜଣ ରାଜ୍ୟସଭା ସାଂସଦ ଆଜି ଦଳ ଛାଡ଼ିବାପରେ ବିଜେପିରେ ମିଶିଛନ୍ତି । TDP MPs of Rajya Sabha- YS Chowdary, CM Ramesh,…

ମୋଦିଙ୍କ ନୂଆ ମନ୍ତ୍ରୀମାନଙ୍କୁ ଲୋକସଭାରେ ସାଂସଦଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଲୋକସଭାରେ ତାଙ୍କ ନୂତନ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ପରିଚୟ କରାଇଥିବା ନେଇ ପିଟିଆଇ ଗଣମାଧ୍ୟମର ଏକ ରିପୋର୍ଟରୁ ଜଣାପଡିଛି । ବିଧିମୁତାବକ ଭାବେ ପ୍ରଧାନମନ୍ତ୍ରୀ ତାଙ୍କ ମନ୍ତ୍ରୀମଣ୍ଡଳର ସମସ୍ତ ନୂତନ ସଦସ୍ୟମାନଙ୍କୁ…

ଲୋକସଭାର ନୂଆ ବାଚସ୍ପତି ହେଲେ ଓମ୍ ବିର୍ଲା

ନୂଆଦିଲ୍ଲୀ : ବିଜେପି ସାଂସଦ ଓମ୍ ବିର୍ଲା ସପ୍ତଦଶ ଲୋକସଭାର ନୂତନ ବାଚସ୍ପତି ଭାବେ ବୁଧବାର ଦିନ ନିର୍ବାଚିତ ହୋଇଛନ୍ତି । ଶ୍ରୀଯୁକ୍ତ ବିର୍ଲା ଆଜି ନିଦ୍ୱନ୍ଦରେ ନିର୍ବାଚିତ ହେବା ପରେ ସର୍ବସମ୍ମତି କ୍ରମେ ବାଚନିକ ଭୋଟ ମାଧ୍ୟମରେ ନିର୍ବାଚିତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ…

ବିଜେପି ସାଂସଦ ଓମ୍ ବିର୍ଲା ହେବେ ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ : ବିଜେପି ସାଂସଦ ଓମ୍ ବିର୍ଲା ସପ୍ତଦଶ ଲୋକସଭାର ଆଗାମୀ ବାଚସ୍ପତି ହୋଇପାରନ୍ତି ବୋଲି ସୂଚନା ମିଳିଛି । ଶ୍ରୀଯୁକ୍ତ ବିର୍ଲା ରାଜସ୍ଥାନର କୋଟାରୁ ୨ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ଏହାବ୍ୟତୀତ ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅତି ଘନିଷ୍ଠ ବୋଲି ସୁତ୍ରରୁ…

ରାଜ୍ୟସଭା ନିର୍ବାଚନ: ଦେଇଥିବା ପ୍ରତିଶ୍ରୁତି ରଖିପାରିବେ ତ ନବୀନ?

ଭୁବନେଶ୍ୱର : ରାଜ୍ୟସଭାରେ ୩ଟି ସାଂସଦ ସିଟ୍ ଖାଲି ପଡିଥିବା ବେଳେ ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇପଡିଛି । ଏହି ଆସନ ଲାଗି ଭୁବନେଶ୍ୱରର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଓ ବ୍ରହ୍ମପୁରର ପୂର୍ବତନ ବିଜେଡି ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଆଶାୟୀ ପ୍ରାର୍ଥୀଙ୍କ…