Latest Odisha News

BREAKING NEWS

Browsing Category

ରାଜନୀତି

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟୁଛନ୍ତି ନବୀନ

ନୂଆଦିଲ୍ଲୀ: ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ଭାବେ ୫ମ ଥର ଲାଗି ଓଡ଼ିଶାର ଶାସନଭାର ଗ୍ରହଣ କରିଛନ୍ତି ଏବଂ ନରେନ୍ଦ୍ର ମୋଦୀ…

ଜୁନ ୨୮ରେ ବିଧାନସଭାରେ ବାର୍ଷିକ ବଜେଟ ଉପସ୍ଥାପନ କରିବେ ସରକାର

ଭୁବନେଶ୍ୱର : ରାଜ୍ୟ ସରକାର ୨୦୧୯-୨୦୨୦ ଆର୍ଥିକ ବର୍ଷ ଲାଗି ଜୁନ୍ ୨୮ ତାରିଖରେ ବଜେଟ୍ ଉପସ୍ଥାପନ କରିବେ। ଏନେଇ ସୋମବାର ଦିନ ରାଜ୍ୟ ବିଧାନସଭା ସେକ୍ରେଟାରୀଏଟ୍ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ଅଧିସୂଚନାନୁଯାୟୀ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନା କରିବେ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦ୍ୱିପ୍ରହରରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରୁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ଜୁନ୍ ୧୧ ତାରିଖରେ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ରାଜ୍ୟର ସ୍ୱାର୍ଥ ସମ୍ବଳିତ ଦାବି ତଥା…

ପୁରୀ ଲାଗି ‘ସ୍ୱତନ୍ତ୍ର ପର୍ଯ୍ୟଟନ ପ୍ୟାକେଜ୍’ !

ଭୁବନେଶ୍ୱର/ପୁରୀ : ଓଡିଶାର ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଦୁହେଁ ଶନିବାର ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ପୁରୀ ଗସ୍ତରେ ଆସିଥିଲେ । ପରେ ବାତ୍ୟାରେ ପ୍ରଭାବିତ ପୁରୀ ପର୍ଯ୍ୟଟନର ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିବା ଲାଗି…

ଲୋକସଭା ଉପ-ବାଚସ୍ପତି ଦୌଡ଼ରେ ଭର୍ତ୍ତୃହରି, ମୋଦୀଙ୍କ ସହ ଆଲୋଚନା କରିବେ ନବୀନ !

ଭୁବନେଶ୍ୱର: ଲୋକସଭା ଉପ-ବାଚସ୍ପତି ପଦବୀ ଦୌଡ଼ରେ ବିଜେଡ଼ି ସାଂସଦ ଭର୍ତ୍ତୃହରି ମହତାବଙ୍କୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଆସନ୍ତା ଜୁନ ୧୧ ତାରିଖରେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିବାର ଯଥେଷ୍ଟ…

ପ୍ରଣବ ସରକାରୀ ଉପ-ମୁଖ୍ୟ ସଚେତକ ଓ ରଜନୀକାନ୍ତ ସିଂହ ବିଜେଡିର ଉପ-ବାଚସ୍ପତି ପ୍ରାର୍ଥୀ ଘୋଷିତ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ବିଧାନସଭା ଉପବାଚସ୍ପତି ପଦ ପାଇଁ ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ମନୋନୀତ କରିଛନ୍ତି। ସେହିପରି ଯାଜପୁର ଜିଲ୍ଳାର ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ସରକାରୀ ଦଳ…

ପୁଣି ବିଜେଡିକୁ ଫେରିପାରନ୍ତି ଦାମ !

ଭୁବନେଶ୍ୱର : ପାରଦ୍ୱୀପର ନବନିଯୁକ୍ତ ବିଜେଡି ବିଧାୟକ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତରାୟ ଶୁକ୍ରବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଯଦି ଦଳ ସୁପ୍ରିମୋ ଚାହିଁବେ ତେବେ ବାପା ପୁନର୍ବାର ବିଜୁ ଜନତା ଦଳକୁ ଫେରିବେ । “ମୋ ବାପା ଜଣେ ପରିପକ୍ୱ ନେତା, ସେ…

କାଳିଆ ଯୋଜନା ଲାଗି ଅଧିକ ୩,୨୩୪ କୋଟି ଟଙ୍କା ବିନିଯୋଗ କରିବେ ଓଡିଶା ସରକାର

ଭୁବନେଶ୍ୱର : ଓଡିଶା ସରକାର ୨୦୧୯-୨୦ ବର୍ଷ ଲାଗି କାଳିଆ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନାରେ ଅତିରିକ୍ତ ୩,୨୩୪ କୋଟି ଟଙ୍କା ବିନିଯୋଗ କରିବା ପାଇଁ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି । ଏହି ଯୋଜନାରେ ଓଡିଶାର ପାଖାପାଖି ୩୨.୩୪ ଲକ୍ଷ ଅତିରିକ୍ତ…

ଆସନ୍ତା ଜୁନ୍ ୯ରେ ମୋଦିଙ୍କୁ ଭେଟିବେ ନବୀନ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜୁନ୍ ୯ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାର ସମ୍ଭାବନା ରହିଛି । ଦଳୀୟ କର୍ମୀଙ୍କ ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ ଶନିବାର ଦିନ ଦିଲ୍ଲୀ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ରବିବାର ଦିନ ବିଜେଡି…

ପୁଣି ଚର୍ଚ୍ଚାରେ ପାଟଣାଗଡ଼ ବିଧାୟକ, ସ୍ୱାମୀଙ୍କୁ ନିର୍ଯ୍ୟାତନା ଦେଇଥିବା ନେଇ ଥାନାରେ ପତ୍ନୀ କଲେ ଅଭିଯୋଗ

ବଲାଙ୍ଗୀର: ପାଟଣାଗଡ଼ ବିଧାୟକ ଖୋଲାଖୋଲି ଭାବେ ଜୟକାନ୍ତ ଶବର ନାମକ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ସର୍ବସାଧାରଣରେ ଉଠବସ କରାଉଥିବାର ଭିଡ଼ିଓ କ୍ଲିପ୍ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହୋଇଯାଇଥିଲା । ଏହି ଘଟଣା ପରେ ବିଧାୟକଙ୍କ ବିରୋଧରେ ପାଟଣାଗଡ଼ ଥାନାରେ ନିର୍ଯ୍ୟାତନା ଦେଇଥିବାର ଅଭିଯୋଗ ଆଣିଛନ୍ତି…