Latest Odisha News

BREAKING NEWS

Browsing Category

ରାଜନୀତି

ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦିଲ୍ଲୀ ଫେରିଲେ ରାହୁଲ, ବିଳମ୍ବ ହୋଇପାରେ ବାଲେଶ୍ୱର ଗସ୍ତ

ଭୁବନେଶ୍ୱର : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଓଡିଶା ଗସ୍ତରେ ଆସି ପାଖାପାଖି ଦ୍ୱିପ୍ରହର ବେଳେ ବାଲେଶ୍ୱରରେ ଏକ ପରିବର୍ତ୍ତନ ସଙ୍କଳ୍ପ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା । ତେବେ ଏହି ଜନସଭାରେ ରାହୁଲ ବିଳମ୍ବରେ ଯୋଗ ଦେବେ ବୋଲି ଜଣାପଡିଛି । ଏନେଇ ଟ୍ୱିଟ୍…

ଅନାଧିକୃତ ସଭାକୁ ନେଇ ସିଇଓଙ୍କଠାରେ ବିଜେପି ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡ଼ି

ଭୁବନେଶ୍ୱର: ବିଜେପି ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗୁରୁବାର ଦିନ ବିଜୁ ଜନତା ଦଳ (ବିଜେଡ଼ି) ଦାବି କରିଛି । ନିୟମ ଭଙ୍ଗ କରି ବିଜେପି ଅନାଧିକୃତ ନିର୍ବାଚନୀ ସଭା କରିଥିବା ଯୋଗୁଁ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ନିକଟରେ ବିଜେଡ଼ିର ବରିଷ୍ଠ ନେତାମାନେ…

ବିଜେଡିରେ ମିଶିଲେ ବିଜେପି ଜନଜାତି ମୋର୍ଚ୍ଚା ସାଧାରଣ ସମ୍ପାଦକ ପ୍ରିୟବ୍ରତ ମାଝି

ବାରିପଦା : ଓଡିଶା ବିଜେପି ଜନଜାତି ମୋର୍ଚ୍ଚା ସାଧାରଣ ସମ୍ପାଦକ ଡ଼ଃ ପ୍ରିୟବ୍ରତ ମାଝି ଗୁରୁବାର ଦିନ ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀର କଳବଦିଆ ଠାରେ ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଛନ୍ତି । କଂଗ୍ରେସର ପୂର୍ବତନ ଖୁଣ୍ଟା ବ୍ଲକ୍ ଅଧ୍ୟକ୍ଷ ଗଙ୍ଗାଧର ହେମ୍ବ୍ରମ୍ ଏବଂ ବିଜେଡି…

ଆସନ୍ତାକାଲି ଓଡିଶା ଆସୁଛନ୍ତି ରାହୁଲଙ୍କ ସମେତ ୩ ହେଭିୱେଟ୍ ନେତା

ଭୁବନେଶ୍ୱର : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମେତ ଦଳର ୨ ବରିଷ୍ଠ ନେତା ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ହେଭିୱେଟ୍ ନେତାମାନେ ଏପ୍ରିଲ୍ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ । ଏହି…

ଓଡିଶାରେ ରାଜନାଥ, ଦଳୀୟ ପ୍ରାର୍ଥୀଙ୍କ ଲାଗି କରିବେ ପ୍ରଚାର

ଭୁବନେଶ୍ୱର : ଓଡିଶାରେ ଏପ୍ରିଲ୍ ୨୯ ତାରିଖରେ ହେବାକୁ ଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଲାଗି ଗୁରୁବାର ଦିନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ । ଗସ୍ତସୂଚୀ ଅନୁଯାୟୀ ସେ ସକାଳ ସାଢେ ୧୦ ସମୟରେ ଯାଜପୁର ଜିଲ୍ଲା…

ଓଡିଶାର ୯ଟି ବୁଥରେ ସାନି ମତଦାନ ଆରମ୍ଭ

ଭୁବନେଶ୍ୱର : ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡିଶାର ୯ଟି ବୁଥରେ ଗୁରୁବାର ଦିନ ସାନି ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଆହୁରି ମଧ୍ୟ ଇଭିଏମ୍ ତ୍ରୁଟି ଯୋଗୁଁ ସାନି ମତଦାନ ଆରମ୍ଭ ହୋଇଥିବା ବୁଥ୍ ଗୁଡିକ ହେଲା- ବଣାଇ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ୱର ୧୨୯,…

ମୋଦୀଙ୍କୁ ନବୀନଙ୍କ କଟାକ୍ଷ, ବିଜେଡ଼ି ସରକାରର ଶପଥ ଗ୍ରହଣ ଉତ୍ସବକୁ କଲେ ନିମନ୍ତ୍ରଣ

ବାଲେଶ୍ୱର: ବିଜେଡ଼ି ସରକାର ବିଦା ହେଲା ପରେ ପୁଣି ଓଡ଼ିଶା ଆସିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ମନ୍ତବ୍ୟର ଜବାବ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଦୀଙ୍କୁ କଟାକ୍ଷ କରିଛନ୍ତି । ବ୍ୟାସକବି ଫକୀରମୋହନଙ୍କ ମାଟି ବାଲେଶ୍ଵରରେ ନିର୍ବାଚନୀ ଶୋଭାଯାତ୍ରାରେ…

୩ୟ ପର୍ଯ୍ୟାୟ ନିର୍ବାଚନ: ଓଡ଼ିଶାରେ ୭୧.୬୧ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ସମାପ୍ତ ହୋଇଛି ଏବଂ ୬ଟି ଲୋକସଭା ଏବଂ ୪୨ଟି ବିଧାନସଭା ଲାଗି ଏପ୍ରିଲ ୨୩ ତାରିଖରେ ହୋଇଥିବା ମତଦାନର ହାର ୭୧.୬୧ ପ୍ରତିଶତ । ଇତିମଧ୍ୟରେ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଚୂଡ଼ାନ୍ତ ମତଦାନ ହାର ପ୍ରକାଶିତ ହୋଇଛି । ଭୁବନେଶ୍ୱରରେ…

ଦୁଇ ହାତ ନଥିବା ଦିବ୍ୟାଙ୍ଗ ଗୋଡ଼ ଦ୍ୱାରା ଦେଲେ ଭୋଟ୍

ନୂଆଦିଲ୍ଲୀ: ଏବେ ଭାରତରେ ଚାଲିଛି ମହାନ ଗଣତନ୍ତ୍ରର ମହାପର୍ବ । ବିଶ୍ୱର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ଭାବେ ଭାରତକୁ ଅନ୍ୟ ରାଷ୍ଟ୍ରମାନେ ସମ୍ମାନ କରିଥାଆନ୍ତି । ଦୁଇ ହାତ ନଥିଲେ ମଧ୍ୟ ତେଲେଙ୍ଗାନା ଓ ବିହାରରେ ଦୁଇଜଣ ଦିବ୍ୟାଙ୍ଗ ନିଜ ଗୋଡ଼ ସାହାର୍ଯ୍ୟରେ ନିଜର ସୁଚିନ୍ତିତ ମତଦାନ…

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତକାର ନେଲେ ଅକ୍ଷୟ କୁମାର, ଟ୍ୱିଟ୍ କଲେ ଟ୍ୱିଙ୍କଲ୍ ଖାନ୍ନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଏକ ‘ଅଣ ରାଜନୈତିକ’ ସାକ୍ଷାତକାର ନେବା ପରିପ୍ରେକ୍ଷୀରେ ବଲିଉଡ଼ ଷ୍ଟାର୍ ଅକ୍ଷୟ କୁମାରଙ୍କ ପତ୍ନୀ ତଥା ଅଭିନେତ୍ରୀ ଟ୍ୱିଙ୍କଲ୍ ଖାନ୍ନା ମୋଦୀଙ୍କୁ ଟ୍ୱିଟ୍ କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ସେ ବହୁତ ଖୁସି ଏଇଥିପାଇଁ ଯେ,…