Latest Odisha News

BREAKING NEWS

Browsing Category

ରାଜନୀତି

ଖୋର୍ଦ୍ଧା ବିଜେପି ନେତା ହତ୍ୟା ଘଟଣାର ନିନ୍ଦା କଲେ ନବୀନ

ଭୁବନେଶ୍ୱର : ବିଜେପି ନେତା ତଥା ଖୋର୍ଦ୍ଧାର ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ରବିବାର ରାତିରେ କେହି ଦୁବୃର୍ତ୍ତ ହତ୍ୟା କରିବା ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ଏହି ଘଟଣାକୁ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ଗମ୍ଭୀରତାର ସହ ନେବା ପାଇଁ ସେ…

ଖୋର୍ଦ୍ଧାରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା, ଦଳ ପକ୍ଷରୁ ଆଜି ବନ୍ଦ ଡାକରା

ଖୋର୍ଦ୍ଧା: ଖୋର୍ଦ୍ଧା ନବୀନବାଗସ୍ଥିତ ବିଜେପି କାର୍ଯ୍ୟାଳୟ ନିକଟରେ ବିଜେପି ମଣ୍ଡଳ ସଭାପତି ତଥା ଦଳର ନିର୍ବାଚନ ପ୍ରଚାର ମୁଖ୍ୟ ମଙ୍ଗୁଳି ଜେନାଙ୍କୁ ରବିବାର ରାତିରେ ଅଜଣା ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଛନ୍ତି । ମିଳିଥିବା ସୂଚନାନୁଯାୟୀ, ନିଜ ବାସଭବନ ନିକଟରେ ମଙ୍ଗୁଳି ଜେନା ଓ…

ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ୩୯୮ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ଏପ୍ରିଲ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୩୯୮ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରାଯିବ । ଏହି ୩୯୮ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୬ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଲାଗି ୫୨ ଜଣ ପ୍ରାର୍ଥୀ ପ୍ରତୀଦ୍ୱନ୍ଦ୍ୱିତାରେ…

ଏପ୍ରିଲ୍ ୧୬ରେ ଭୁବନେଶ୍ୱରରେ ମୋଦୀ କରିବେ ରୋଡ଼ ଶୋ’

ଭୁବନେଶ୍ୱର : ଚଳିତ ସାଧାରଣ ନିର୍ବାଚନକୁ ନଜରରରେ ରଖି ରାଜନୈତିକ ଦଳମାନେ ବାରମ୍ବାର ଓଡିଶା ଗସ୍ତରେ ଆସୁଥିବା ବେଳେ ଏପ୍ରିଲ୍ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସୁଛନ୍ତି । ଏନେଇ ଓଡିଶା ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି ରବିବାର ଦିନ ଗଣମାଧ୍ୟମକୁ…

ଯାଜପୁର ଓ ମୟୂରଭଞ୍ଜରେ ଜବତ ହେଲା ୧୬ ଲକ୍ଷ ଟଙ୍କା

ଯାଜପୁର : ଯାଜପୁର ରେଙ୍ଗାଲିସ୍ଥିତ ଗରମିଆ ନିକଟରେ ଶନିବାର ରାତିରେ ଏକ କାରରୁ ବୁଧବାର ଦିନ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାର୍ଡ଼ ୧୫.୩୧ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି । ମିଳିଥିବା ସୂଚନାନୁଯାୟୀ, ପୋଲିସ ପକ୍ଷରୁ ଯାଞ୍ଚ ସମୟରେ ଏହି ଗାଡ଼ିରୁ ୧୫.୩୧ ଲକ୍ଷରୁ ଅଧିକ ଟଙ୍କା ଜବତ…

ବିଜେପିକୁ ନବୀନଙ୍କ ପ୍ରଶ୍ନ, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ?

ଦଶପଲ୍ଲା: ବିଜେଡ଼ି ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ଭାରତୀୟ ଜନତା ପାର୍ଟିକୁ ପ୍ରଶ୍ନ କରିଛନ୍ତି ଯେ, ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ଏବଂ କେଉଁ ବିଧାନସଭା ଆସନରୁ ସେ ଲଢୁଛନ୍ତି । ନବୀନ ନୟାଗଡ଼ ଜିଲ୍ଲା ଦଶପଲ୍ଲାଠାରେ ଏକ ବିଶାଳ ନିର୍ବାଚନୀ ସଭାରେ…

ଦଳ ବିରୋଧୀ କାର୍ଯ୍ୟ ଲାଗି ବିଜେଡିରୁ ବହିଷ୍କୃତ ହେଲେ ୨ ନେତା

ଭୁବନେଶ୍ୱର : ବିଜେଡ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ୨ ଜଣ ବିଜେଡି ନେତାଙ୍କୁ ଦଳ ବିରୋଧି କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର କରିଛନ୍ତି । ବିଜେଡିରୁ ବହିଷ୍କୃତ ୨ ନେତାଙ୍କ ମଧ୍ୟରେ ପୂର୍ବତନ କାକଟପୁର ବିଧାୟକ ରବି ମଲ୍ଲିକ ଏବଂ ଗଞ୍ଜାମର ଜଣେ ବିଜେଡି ନେତା…

ପୁରୀରେ ସରପଞ୍ଚଙ୍କ କାର ଭିତରୁ ଜବତ ହେଲା ୧୮ ଲକ୍ଷ ଟଙ୍କା

ନିମାପଡ଼ା: ପୁରୀ ଜିଲ୍ଲା ଅନ୍ତର୍ଗତ ନିମାପଡ଼ାରେ ଶନିବାର ଦିନ ଜଣେ ବ୍ୟକ୍ତିଙ୍କ କାର ମଧ୍ୟରୁ ସ୍ପେଶାଲ୍ ଫ୍ଲାଇଂ ସ୍କ୍ୱାର୍ଡ଼ ପ୍ରାୟ ୧୮ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି । ମିଳିଥିବା ସୂଚନାନୁଯାୟୀ, ଏହି ସ୍କ୍ୱାର୍ଡ଼ର ଗାଡ଼ି ନିମାପଡ଼ା-କାକଟପୁର ରାସ୍ତାରେ ଯାଉଥିବା ବେଳେ ପାଣିଛତ୍ରପୁର…

ଓଡିଶାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣରେ ୭୩.୭୬% ମତଦାନ: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନରେ ଚୂଡାନ୍ତ ମତଦାନ ୭୩.୭୬% ରହିଥିଲା ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର ଶୁକ୍ରବାର ଦିନ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, କେତେକ ପୋଲିଂ…

କେନ୍ଦୁଝର ର‌୍ୟାଲିରେ ବିଜେଡ଼ି ସରକାରକୁ ସମାଲୋଚନା କଲେ ଅମିତ ଶାହ

କେନ୍ଦୁଝର: ଓଡ଼ିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ୨ୟ ପର୍ଯ୍ୟାୟ ନିର୍ବାଚନ ଲାଗି ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି । ଅମିତ ଶାହ ଦୁର୍ନୀତି, ବିରୋଜଗାରୀ ତଥା ଡ଼ାକ୍ତରଖାନାମାନଙ୍କରେ ଡ଼ାକ୍ତର ନଥିବାକୁ ନେଇ କେନ୍ଦୁଝରଠାରେ ବିଜେପି ପକ୍ଷରୁ ଅନୁଷ୍ଠିତ ଏକ ନିର୍ବାଚନୀ ସଭାରେ…