Latest Odisha News

BREAKING NEWS

Browsing Category

ରାଜନୀତି

ପିପିଲିରେ ଫ୍ଲାଇଂ ସ୍କ୍ୱାଡଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେ ପ୍ରଦୀପ ମହାରଥୀ

ପିପିଲି : ପିପିଲି ବିଧାୟକଙ୍କ ଫାର୍ମହାଉସରେ ରବିବାର ବିଳମ୍ବିତ ରାତିରେ ଫ୍ଲାଇଂ ସ୍କ୍ୱାଡଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପ୍ରଦୀପ ମହାରଥୀଙ୍କୁ ଗିରଫ କରିଛି । ଗଣମାଧ୍ୟମକୁ ସୂଚନା ଦେଇ ପୁରୀ ଏସପି ଉମା ଶଙ୍କର ଦାସ ମଧ୍ୟ କହିଛନ୍ତି, “ଆହତ ଫ୍ଲାଇଂ ସ୍କ୍ୱାଡ ସଦସ୍ୟଙ୍କ…

ଘସିପୁରାରେ ଓପିସିସି ମୁଖ୍ୟଙ୍କୁ ଆକ୍ରମଣ ଘଟଣାରେ ୮ ଗିରଫ

କେନ୍ଦୁଝର : ଘସିପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ପୋଲିସ ୮ ଜଣଙ୍କୁ ଗିରଫ କରିଛି । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ତଥା ଘସିପୁରା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲା ଘସିପୁରାଠାରେ ରବିବାର ଦିନ…

ଓଡ଼ିଶା ବିଜେପି ପକ୍ଷରୁ ୫ଜଣ ନୂଆ ମୁଖପାତ୍ର ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶାରେ ସାଂଗଠନିକ କାର୍ଯ୍ୟଧାରାକୁ ତ୍ୱରାନ୍ୱିତ ତଥା ମଜବୁତ କରିବା ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ସୋମବାର ଦିନ ବରିଷ୍ଠ ନେତୃବର୍ଗଙ୍କୁ ନୂତନ ଦାୟିତ୍ୱ ଅର୍ପଣ କରିଛି । ବିଜେପିର ନୂତନ ମୁଖପାତ୍ର ଭାବେ ବିଷ୍ଣୁ ଦାସ, ଉମାକାନ୍ତ ପଟ୍ଟନାୟକ, ଉର୍ମିଳା…

ପ୍ରଦୀପ ମହାରଥୀଙ୍କ ଫାର୍ମହାଉସରେ ଫ୍ଲାଇଂ ସ୍କ୍ୱାଡ୍ ଉପରେ ଆକ୍ରମଣ,୫ ଆହତ

ପିପିଲି : ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ହୁଙ୍କେଇପୁର ସ୍ଥିତ ଫାର୍ମହାଉସରେ ଯାଞ୍ଚବେଳେ ରବିବାର ବିଳମ୍ବିତ ରାତିରେ ଫ୍ଲାଇଂ ସ୍କ୍ୱାଡ୍ ଓ ଜଣେ ମାଜିଷ୍ଟ୍ରେଟଙ୍କ ସମେତ ୫ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଶ୍ରୀଯୁକ୍ତ ମହାରଥୀ ଓ ତାଙ୍କ ସମର୍ଥକମାନେ ଏହି ଯାଞ୍ଚକାରୀ…

କଂଗ୍ରେସ ମୁଖ୍ୟ ନିରଞ୍ଜନ ପଟ୍ଟନାୟକଙ୍କ ଗାଡ଼ି ଉପରେ ଆକ୍ରମଣ, ୬ ଆହତ

କେନ୍ଦୁଝର: ରାଜ୍ୟରେ ୨ଟି ପର୍ଯ୍ୟାୟ ଭୋଟଗ୍ରହଣ ସରି ଆଉ ଦୁଇଟି ପର୍ଯ୍ୟାୟ ମତଦାନ ବାକି ଥିବା ବେଳେ ନିର୍ବାଚନ ହିଂସାକାଣ୍ଡ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ତଥା ଘସିପୁରା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କ ଉପରେ…

ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ କାର ଉପରକୁ ବୋମାମାଡ଼

ଭୁବନେଶ୍ୱର: ଭୁବନେଶ୍ୱର (ମଧ୍ୟ) ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ବୋମାମାଡ଼ ଦ୍ୱାରା ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଶ୍ରୀ ପ୍ରଧାନ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ, ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀର…

ବିଜେଡ଼ି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଉପରେ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର (ମଧ୍ୟ) ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଉପରେ ବୋମାମାଡ଼ ଦ୍ୱାରା ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଶ୍ରୀ ଜେନାଙ୍କ ମୁଣ୍ଡ ଓ ହାତରେ ଆଘାତ ଲାଗିଥିବା ବେଳେ ଚିକିତ୍ସା ନିମନ୍ତେ ତୁରନ୍ତ ତାଙ୍କୁ କ୍ୟାପିଟାଲ…

ପାରାଦୀପ: ଗାଡ଼ିରୁ ଜବତ ହେଲା ୧ ଲକ୍ଷ ୪୮ ହଜାର ଟଙ୍କା

ପାରାଦୀପ: ପାରାଦୀପ ରଙ୍ଗିଆଗଡ଼ ଫ୍ଲାଏ ଓଭର ନିକଟରେ ଶନିବାର ଦିନ ଏକ କାର ମଧ୍ୟରୁ ୧ ଲକ୍ଷ ୪୮ ହଜାର ଟଙ୍କା ଜବତ କରିଛନ୍ତି ନିର୍ବାଚନ ଫ୍ଲାଇଂ ସ୍କ୍ୱାର୍ଡ଼ । ସୂତ୍ରରୁ ଜଣାପଡ଼ିଛି, ନିର୍ବାଚନ ଫ୍ଲାଇଂ ସ୍କ୍ୱାର୍ଡ଼ର ସଦସ୍ୟମାନେ ଫ୍ଲାଏ ଓଭର ଉପରେ ଏକ କାରକୁ ଅଟକାଇ ଯାଞ୍ଚ କରିଥିଲେ । ଏହି…

ବିଦ୍ୟୁତ ନାହିଁ ତ’ ଭୋଟ ଦେବୁନି: ମୟୂରଭଞ୍ଜରେ ନିର୍ବାଚନ ବର୍ଜନ କରିବାକୁ ଗ୍ରାମବାସୀଙ୍କ ଧମକ

ବାରିପଦା: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ଅନ୍ତର୍ଗତ ନାନ୍ଦୁରସାହି ଗ୍ରାମର ଗ୍ରାମବାସୀ ଗାଁ’ରେ ବିଦ୍ୟୁତ ସରବରାହ ସୁବିଧା ଦାବି କରି ଭୋଟ ବର୍ଜନର ଧମକ ଦେଇଛନ୍ତି । ଏଠାରେ ଆସନ୍ତା ଏପ୍ରିଲ ୨୯ ତାରିଖରେ ଭୋଟଦାନ ଅନୁଷ୍ଠିତ ହେବାକୁ ଯାଉଛି । ଏସମ୍ପର୍କରେ ଗ୍ରାମବାସୀମାନେ ଅଭିଯୋଗ…