Latest Odisha News

BREAKING NEWS

Browsing Category

ରାଜନୀତି

କଂଗ୍ରେସ ଛାଡି ଶିବସେନାରେ ମିଶିଲେ ପ୍ରିୟଙ୍କା

ନୂଆଦିଲ୍ଲୀ : କଂଗ୍ରେସ ପ୍ରବକ୍ତା ପ୍ରିୟଙ୍କା ଚର୍ତୁବେଦୀ ଦଳରୁ ଇସ୍ତଫା ପ୍ରଦାନ କରିବା ସହ ଶୁକ୍ରବାର ଦିନ ଶିବସେନାରେ ସାମିଲ ହୋଇଛନ୍ତି । ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ ପ୍ରେସ୍ କନଫରେନ୍ସରେ ଯୋଗ ଦେବାକୁ ଯାଇଥିବା ପ୍ରିୟଙ୍କା ପରବର୍ତ୍ତୀ ସମୟରେ ତାଙ୍କ ଦଳର କିଛି କର୍ମୀଙ୍କ…

କାର୍ଯ୍ୟରେ ଅବହେଳା ଲାଗି ବରଗଡରେ ୬ ପୋଲିଂ କର୍ମଚାରୀ ନିଲମ୍ବିତ

ବରଗଡ : ନିର୍ବାଚନ ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ବରଗଡ ଜିଲ୍ଲାପାଳ ଇନ୍ଦ୍ରମଣି ତ୍ରୀପାଠି । ନିଲମ୍ବିତ ହୋଇଥିବା କର୍ମଚାରୀମାନଙ୍କ ମଧ୍ୟରେ ୩ ଜଣ ପ୍ରିଜାଇଡିଂ ଏବଂ ୩ ଜଣ ସେକ୍ଟର ଅଫିସର ରହିଛନ୍ତି । ସେମାନଙ୍କ ମଧ୍ୟରେ…

ଆଜି ପୁରୀରେ ନବୀନଙ୍କ ନିର୍ବାଚନ ପ୍ରଚାର

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପୁରୀରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ନୟାଗଡ ଜିଲ୍ଲାର ରଣପୁରରେ ପହଞ୍ଚିବା ପରେ ଏକ ଜନସମାବେଶରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ…

ଇଭିଏମ ଭାଙ୍ଗିବା ଘଟଣା: ଜେଲ୍ ଗଲେ ବିଜେପି ପ୍ରାର୍ଥୀ ନୀଳମଣି ବିଷୋୟୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାନସଭା ଆସନର ବିଜେପି ପ୍ରାର୍ଥୀ ନୀଳମଣି ବିଷୋୟୀ ଗୁରୁବାର ଦିନ କୋର୍ଟକୁ ଚାଲାଣ କରାଯାଇଥିଲା, ମାତ୍ର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯିବା ପରେ ତାଙ୍କୁ ଜେଲକୁ ପଠାଇଦିଆଯାଇଛି । ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ବିଧାନସଭା…

ସୋରଡ଼ାରେ ଇଭିଏମ କଣ୍ଟ୍ରୋଲ୍ ୟୁନିଟ୍ ଭଙ୍ଗାରୁଜା ଘଟଣାରେ ବିଜେପି ପ୍ରାର୍ଥୀ ଅଟକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ାଠାରେ ଇଭିଏମ କଣ୍ଟ୍ରୋଲ୍ ୟୁନିଟ୍ ଭଙ୍ଗାରୁଜା ଅଭିଯୋଗରେ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଲଢୁଥିବା ବିଜେପି ପ୍ରାର୍ଥୀ ନୀଳମଣି ବିଶୋଇଙ୍କୁ ଅଟକ ରଖାଯାଇଛି । ସୋରଡ଼ାର ୧୮୨ ନଂ ବୁଥରେ ବିଧାୟକ ପ୍ରାର୍ଥୀ ଜଣକ ପ୍ରବେଶ କରି ଏପରି ଘଟଣା…

ଏପ୍ରିଲ୍ ଶେଷ ସପ୍ତାହରୁ ଓଡିଶାରେ ୩ଟି ମେମୁ ଟ୍ରେନ ଚଳାଚଳ କରିବ

ଭୁବନେଶ୍ୱର : ଓଡିଶାରେ ପାସେଞ୍ଜର ଟ୍ରେନ ବଦଳରେ ମେମୁ ଟ୍ରେନ ଚଳାଚଳ କରିବ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଚଳିତ ସପ୍ତାହ ଠାରୁ ବର୍ତ୍ତମାନ ପ୍ରଚଳିତ ଲୋକାଲ ଟ୍ରେନ ବଦଳରେ ତିନିଟି ପାସେଞ୍ଜର ଟ୍ରେନ ଯଥା ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର,…

ଓଡିଶାର ୬ଟି ବୁଥରେ ସାନି ଭୋଟଗ୍ରହଣ ଲାଗି ନିର୍ବାଚନ କମିଶନଙ୍କ ସୁପାରିଶ

ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଭୋଟିଂ ବୁଥରେ ଇଭିଏମରେ ହୋଇଥିବା ତ୍ରୁଟି ଯୋଗୁଁ ପ୍ରାୟ ୬ଟି ବୁଥରେ ସାନି ନିର୍ବାଚନ ପାଇଁ ସୁପାରିଶ କରାଯିବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି । ଏହି ସୁପାରିଶ ଭାରତ ନିର୍ବାଚନ ଆୟୋଗ…

ସର୍ବନିମ୍ନ ସୁବିଧା-ସୁଯୋଗରୁ ବଞ୍ଚିତ ହୋଇଥିବା ଅଭିଯୋଗ କରି ଗ୍ରାମବାସୀଙ୍କ ଭୋଟ୍ ବର୍ଜନ

ଭୁବନେଶ୍ୱର: ଓଡ଼ିଶାର କିଛି ଗ୍ରାମର ଗ୍ରାମବାସୀମାନେ ସର୍ବନିମ୍ନ ସାଧାରଣ ସୁବିଧା ସୁଯୋଗରୁ ବଞ୍ଚିତ ହୋଇଥିବା ଯୋଗୁଁ ବିକ୍ଷୋଭ ପ୍ରକାଶ କରି ସେମାନଙ୍କର ମତଦାନ ସାବ୍ୟସ୍ତ କରିନାହାନ୍ତି । ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଗୁମି ଓ ଢିପମାଳ ଗ୍ରାମପଞ୍ଚାୟତରେ ଥିବା ୧୪ଟି ଗ୍ରାମର ଗ୍ରାମବାସୀମାନେ…

ଏପ୍ରିଲ୍ ୨୩ରେ କେନ୍ଦ୍ରାପଡା ଓ ବାଲେଶ୍ୱରରେ ପ୍ରଚାର କରିବେ ମୋଦୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦୀ ୨ ଦିନ ପୂର୍ବରୁ ଭୁବନେଶ୍ୱରରେ ରୋଡ ଶୋ’ କରିଥିବା ବେଳେ ଏପ୍ରିଲ୍ ୨୩ ତାରିଖରେ ପୁଣି ଓଡିଶା ଗସ୍ତରେ ଆସୁଛନ୍ତି । ଏନେଇ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ନାୟକ ଗୁରୁବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ ଏପ୍ରିଲ୍ ୨୩…

ବ୍ରଜରାଜନଗର: ବିଜେପି ବିଧାୟିକାଙ୍କ ନିରାପତ୍ତାରକ୍ଷୀଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରଜରାଜନଗର: ଆଜି ଓଡ଼ିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ଲାଗି ଭୋଟ ଗ୍ରହଣ ଜାରି ରହିଛି । ତେବେ ବ୍ରଜରାଜନଗର ବିଜେପି ବିଧାୟିକା ରାଧାରାଣୀ ପଣ୍ଡାଙ୍କ ବ୍ୟକ୍ତିଗତ ନିରାପତ୍ତାରକ୍ଷୀଙ୍କୁ ଭୋଟଦାନ ଚାଲିଥିବା ସମୟରେ ଝାରସୁଗୁଡ଼ା ଜିଲ୍ଲାର ଏକ ପୋଲିଂ ବୁଥ ନିକଟରେ ମରଣାନ୍ତକ ଆକ୍ରମଣ ହୋଇଛି । କିଛି…