Latest Odisha News
Browsing Category

ରାଜନୀତି

ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ

ଭୁବନେଶ୍ଵର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ବିଜେଡି ଉପସଭାପତି ଭାବେ ମଧ୍ୟ ଚନ୍ଦ୍ରଶେଖରଙ୍କୁ ନିଯୁକ୍ତି । ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବର୍ତମାନ…

ଗୁଣୁପୁର ବିଧାନସଭା ନିର୍ବାଚନ: ଚାରି ପ୍ରମୁଖ ଦଳ ଭିତରେ ହେବ ଯୋରଦାର ଲଢେ଼ଇ

ରାୟଗଡା: ଆଗକୁ ସାଧାରଣ ନିର୍ବାଚନ । ନେତାମାନଙ୍କର ଦଳ ଡିଆଁ ପର୍ବ ସାଙ୍ଗକୁ ପ୍ରାର୍ଥୀ ଘୋଷଣା ପୁରା ରାଜ୍ୟ ରାଜନୀତିକୁ ସରଗରମ କରିଛି । ଏହାରି ଭିତରେ ରାଜ୍ୟର ପ୍ରମୁଖ ତିନି ଦଳ ପକ୍ଷରୁ ଗୁଣୁପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇ ସାରିଛି । ଗୁଣୁପୁର ନିର୍ବାଚନ କ୍ଷେତ୍ରରେ…

ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର

ଭୁବନେଶ୍ଵର: ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ବିଜେପି ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବ୍ରହ୍ମପୁର ଲୋକସଭା ଆସନରୁ ଲଢିଥିଲେ ଭୃଗୁ । ଦୀର୍ଘ ୨୩ ବର୍ଷ ଧରି ଦଳର ଉନ୍ନତି ପାଇଁ ପ୍ରୟାସ ଜାରି…

ରାଜ୍ୟସଭାରୁ ଅବସରନେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ନୂଆଦିଲ୍ଲୀ: ରାଜ୍ୟସଭାରୁ ଅବସର ନେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ମଙ୍ଗଳବାର ଓ ବୁଧବାର ଅର୍ଥାତ୍ ଆଜି କୁ ମିଶାଇ ମନମୋହନ ସିଂ ଙ୍କ ସମେତ ମୋଟ ୫୪ ଜଣ ସାଂସଦଙ୍କ ସମେତ ୯ ଜଣ କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଗତକାଲି ୪୯ ଜଣ ରାଜ୍ୟସଭା ସାଂସଦ ଅବସର ନେଇଥିବା…

ବିଜେପି ଜିତିଲେ ଅସ୍ଥିରତା ଦେଖାଦେବ; ରାହୁଲଙ୍କ ମନ୍ତବ୍ୟର କଡା ଜବାବ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ବିଜେପିର ବିଜୟ ଦେଶକୁ ନିଆଁର ଆଁକୁ ଠେଲିଦେବ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମାଲୋଚନା କରିଛନ୍ତି। ଉତ୍ତରାଖଣ୍ଡର ରୁଦ୍ରପୁରରେ ଏକ ପ୍ରଚାର ରାଲିରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି…

କନ୍ଧମାଳ ଲୋକସଭାରେ ଅଚ୍ୟୁତ ଅପ୍ରତିଦ୍ବନ୍ଦୀ ରହିବେ ନା ସୁକାନ୍ତ ଦେବେ ବଡ଼ ଚକମା?

ଭୁବନେଶ୍ୱର: ଶାସକ ବିଜୁ ଜନତା ଦଳର ପାରମ୍ପରିକ ଗଡ଼ କୁହାଯାଉଥିବା କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ପାଖେଇ ଆସୁଥିବାରୁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବର୍ତ୍ତମାନର ବିଜେଡି ସାଂସଦ ଅଚ୍ୟୁତ ସାମନ୍ତ ଦ୍ବିତୀୟ ଥର ପାଇଁ ନିର୍ବାଚନ ଲଢୁଥିବା ବେଳେ ସେ ସଫଳ ହେବେ କି ନାହିଁ…

୨୪ ନିର୍ବାଚନ ପାର ପାଇଁ କେଉଁ ଆଧାରରେ ଟିକେଟ୍ ଦେଇଛି କଂଗ୍ରେସ?

ଭୁବନେଶ୍ୱର: କାହାକୁ ସାରଥି କରିଛି ହାତ ? ବିଧାୟକଙ୍କୁ ପୁଣି ଟିକେଟ୍ । କିଲ୍ଲା ସମ୍ଭାଳିବେ ହେଭିୱେଟ୍ ନେତା ! ତାଲିକାରେ ସିନେଷ୍ଟାରରୁ ହକି ତାରକା। ନେତାଙ୍କ ପୁଅ ଝିଅଙ୍କୁ ହାତର ଭରସା । ବିଜେପି ଓ ବିଜେଡି ପରେ ଆସିଛି କଂଗ୍ରେସର ପ୍ରାର୍ଥୀ ତାଲିକା । ମଙ୍ଗଳବାର କଂଗ୍ରେସ ୮ଲୋକସଭା ଓ ୪୯…

ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡକୁ ନେଇ ମତାମତ ଲୋଡ଼ିଲେ ପାଣ୍ଡିଆନ୍

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ ଯୋଜନାରେ ଛାତ୍ରଛାତ୍ରୀଙ୍କ ମତାମତ ଲୋଡ଼ିଛନ୍ତି ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ପାଣ୍ଡିଆନ ଛାତ୍ରଛାତ୍ରୀଙ୍କୁ ଏହି ଯୋଜନା ପାଇଁ ସେମାନଙ୍କର…

ବିକଶିତ ଓଡ଼ିଶା ଗଠନ ପାଇଁ ଓଡ଼ିଶାକୁ ଦରକାର “ଡବଲ ଇଞ୍ଜିନ ସରକାର”: ବିଜେପି

ଭୁବନେଶ୍ୱର: ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ ଭୂମିକା ରହିଛି । କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକାବହନ କରେ । ଆଜି ଦେଶରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରୁ ନେଇ ନୂତନ ଯୁଗର ଶିଳ୍ପ ଯଥା- ସୂଚନାପ୍ରଯୁକ୍ତି,…

ଶିକ୍ଷା, କର୍ମନିଯୁକ୍ତି ଓ ସୂଚନା ପ୍ରଯୁକ୍ତି ବିଜ୍ଞାନର ହବ୍ ହେବ ଭୁବନେଶ୍ୱର: ବୈଜୟନ୍ତ ପଣ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ପୂର୍ବାହ୍ନରେ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି । ତାଙ୍କୁ ଦ୍ଵିତୀୟ ଥର ପାଇଁ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରରୁ ପ୍ରାର୍ଥୀ କରାଯାଇଥିବାରୁ ସେ…