Latest Odisha News

BREAKING NEWS

Browsing Category

ରାଜନୀତି

ଅଶ୍ୱିନୀଙ୍କୁ ରାଜ୍ୟସଭା ପଠାଇବାରେ ନବୀନଙ୍କ ଉଦ୍ଦେଶ୍ୟ ଭଲ ନୁହେଁ କହିଲେ ଶ୍ରୀକାନ୍ତ ଜେନା

ଭୁବନେଶ୍ୱର: ଓଡ଼ିଶାରୁ ଦ୍ବିତୀୟ ଥର ପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ନବ ବିଜେଡି ସମର୍ଥନରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ଦିଲ୍ଲୀରେ ବିଜେଡି ଓ ବିଜେପି ମଧ୍ୟରେ ଥିବା ଭିତିରି ସମ୍ପର୍କ ପାଇଁ ରାଜ୍ୟରେ ବିରୋଧୀ ବିଜେପି ପାଖରେ ଆବଶ୍ୟକ ବିଧାୟକ ସଂଖ୍ୟା ନଥିଲେ ମଧ୍ୟ ଅଶ୍ୱିନୀ…

ନବରଙ୍ଗପୁରରେ ରାଜନାଥଙ୍କ ଦମ୍ଭୋକ୍ତି, ‘ଓଡିଶାକୁ ଦରକାର ଡବଲ୍ ଇଞ୍ଜିନ ସରକାର’

ନବରଙ୍ଗପୁର: ଦିନିକିଆ ଓଡିଶା ଗସ୍ତରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ନବରଙ୍ଗପୁରରେ ଆୟୋଜିତ ବିଜେପି କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ରାଜନାଥ ସିଂହ । କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜନାଥ କହିଛନ୍ତି ଯେ, ଓଡ଼ିଶା ସହ ମୋର ଭାବନାତ୍ମକ ସଂପର୍କ ରହିଛି । ଓଡିଶାରେ ଏଥର ଡବଲ…

ମହିଳା ପ୍ରସଙ୍ଗରେ ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ମହିଳା କଂଗ୍ରେସ ଅଧ୍ୟକ୍ଷା

ଭୁବନେଶ୍ୱର: ଓଡ଼ିଶାରେ ବଢୁଥିବା ମହିଳାଙ୍କ ପ୍ରତି ହେଉଥିବା ଅପରାଧକୁ ରୋକିବାରେ ନବୀନ ପଟ୍ଟନାୟକ ସରକାର ବିଫଳ ବୋଲି ଅଭିଯୋଗ କରିଛନ୍ତି ଅଖିଳ ଭାରତୀୟ ମହିଳା କଂଗ୍ରେସ ଅଧ୍ୟକ୍ଷା ଅଲକା ଲାମ୍ବା। ପ୍ରତିଦିନ ୭ ଜଣ ମହିଳା ଯୌନ ନିର୍ଯାତନାର ଶିକାର ହେଉଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ…

ଓଡ଼ିଶା ଗସ୍ତ ବାବଦରେ ଟୁଇଟ୍ କରି ସ୍ପଷ୍ଟ କଲେ ରାଜନାଥ ସିଂହ, ମାସ ଶେଷରେ ଆସିବେ ମୋଦୀ!

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଓଡ଼ିଶାରେ ନିଜର ପ୍ରଚାରକୁ ଜୋରଦାର କରିବା ସହ ଶାସକ ବିଜେଡିକୁ ଚ୍ୟାଲେଞ୍ଜ କରିବ ବୋଲି ଆଶା ରଖିଛି। ଦଳର ରାଷ୍ଟ୍ରୀୟ ନେତାମାନେ ଦ୍ରୁତ ଗତିରେ ରାଜ୍ୟ ଗସ୍ତରେ ଆସୁଥିବା ବେଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହି ମିଶନ…

ରାଜ୍ୟସଭା ନିର୍ବାଚନ: ୪୧ ଆସନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରାର୍ଥୀ, ବିଜେପି ଖାତାରେ ୨୦ ଆସନ

ନୂଆଦିଲ୍ଲୀ: ୫୬ଟି ରାଜ୍ୟସଭା ଆସନ ପାଇଁ ଭୋଟ୍ ୨୭ ଫେବୃଆରୀରେ ହେବ। କିନ୍ତୁ ୪୧ଟି ଆସନରେ ଚିତ୍ର ପୂରା ସ୍ପଷ୍ଟ ହୋଇଛି। ଏହି ୪୧ଟି ଆସନରେ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ବିଜୟ ହାସଲ କରିଛନ୍ତି। ଆସନ୍ତା ୨୭ ତାରିଖରେ ଫେବୃଆରୀରେ ୧୫ଟି ରାଜ୍ୟସଭା ଆସନ ପାଇଁ ଭୋଟ୍ ଗ୍ରହଣ କରାଯିବ। ବିଜେପି…

ଆସିଲା ରାଜ୍ୟସଭା ଫଳାଫଳ, ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୩ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାଥି ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟସଭା…

ଆତ୍ମ ସମର୍ପଣ ପରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ; ଅମିତ ଶାହଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ

ନୂଆଦିଲ୍ଲୀ:କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି। ଆତ୍ମ ସମର୍ପଣ ପରେ ମିଳିଲା ଜାମିନ। ମଙ୍ଗଳବାର ସୁଲତାନପୁରର ଏମପି-ଏମଏଲଏ କୋର୍ଟରେ ହାଜର ହୋଇଥିଲେ ରାହୁଲ ଗାନ୍ଧି। ଏହି ସମୟ ମଧ୍ୟରେ କଂଗ୍ରେସ କର୍ମୀମାନେ ମଧ୍ୟ କୋର୍ଟ ପରିସରରେ ଉପସ୍ଥିତ ଥିଲେ। ଏହା ପରେ କୋର୍ଟ ତାଙ୍କୁ ଜାମିନ…

ମାଗଣାରେ ଟଙ୍କା ବାଣ୍ଟିବେ ସରକାର?

ଭୁବନେଶ୍ୱର:ରାଜ୍ୟବାସୀଙ୍କୁ ଗୋଟେ ପରେ ଗୋଟେ ଖୁସି ଖବର ଦେଉଛନ୍ତି ସରକାର। କାଳିଆ ଯୋଜନା, ମଧୁବାବୁ ପେନସନ ଯୋଜନା ପରି ବିଭିନ୍ନ ଯୋଜନାରେ ରାଜ୍ୟବାସୀଙ୍କ ପାଖରେ ସହାୟତା ପହଞ୍ଚିଥିବା ବେଳେ ଏବେ ଆଉ ଏକ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ନବୀନ ପଟ୍ଟନାୟକ। ଏବେ ଆଉ ଦରଦାମ ବୃଦ୍ଧିର…

ମାର୍ଚ୍ଚରେ ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ!

ଭୁବନେଶ୍ୱର:ରାଜ୍ୟସଭା ପରେ କେବେ ହେବା ଲୋକସଭା ନିର୍ବାଚନ? ଏନେଇ ପ୍ରଶ୍ନ ଲାଗି ରହିଥିବା ବେଳେ ଶୁଣିବାକୁ ମିଳୁଛି ଯେ ମାର୍ଚ୍ଚ ମାସରେ ହୋଇପାରେ ନିର୍ବାଚନ। ଦେଶର ନିର୍ବାଚନ ଆୟୋଗ (ଇସିଆଇ) ଲୋକ ସଭା ନିର୍ବାଚନ ପାଇଁ ବ୍ୟସ୍ତ ଅଛନ୍ତି। ଏହି ସମୟରେ, ବିଶେଷ ସୂତ୍ରରୁ ପ୍ରକାଶ ଯେ ମାର୍ଚ୍ଚ ୯…

ଆଜି ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଓ ଧର୍ମେନ୍ଦ୍ର

ଭୁବନେଶ୍ୱର:ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦୁଇ ଜଣ କେନ୍ଦ୍ର ମନ୍ତ୍ରୀ।କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟାମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ଆସିବାର…