Latest Odisha News

BREAKING NEWS

Browsing Category

ରାଶିଚକ୍ର

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଆଇଏଏସ ସ୍ତରରେ ଅଦଳବଦଳ: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି

ଭୁବନେଶ୍ୱର: ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ESI ବିଭାଗର ପ୍ରମୁଖ ସଚିବ ନିଯୁକ୍ତ ହୋଇଛନ୍ତି। ଯାମିନୀ ଷଡ଼ଙ୍ଗୀ ହେଲେ ସିଟି ଜିଏସ୍ଟି କମିଶନର। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ମୋଟ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଆଜି ରୁକ୍ମଣୀ ଅଷ୍ଟମୀ: ଏହି ୪ ରାଶିଙ୍କ ଭାଗ୍ୟରେ ଧନ ଓଜାଡ଼ିଦେବେ ମା ଲକ୍ଷ୍ମୀ

ଭୁବନେଶ୍ୱର: ଗୁରୁବାର ଦିନ ବୃହସ୍ପତି ଏବଂ ସୂର୍ଯ୍ୟ ପରସ୍ପରଠାରୁ ନବମ ଏବଂ ପଞ୍ଚମ ଘରେ ଉପସ୍ଥିତ ରହିବେ। ଯେଉଁ କାରଣରୁ ନବପଞ୍ଚମ ଯୋଗ ଗଠନ ହେବ ଏବଂ ଚନ୍ଦ୍ର ମଧ୍ୟ ତୁଳା ରାଶିକୁ ଚଳନ କରିବେ। ଏଥି ସହିତ ଆଜି ଅର୍ଥାତ୍ ଗୁରୁବାର ହେଉଛି ପୌଷ ମାସର କୃଷ୍ଣପକ୍ଷର ଅଷ୍ଟମୀ। ଏହି ଦିନ ଅନେକ ଶୁଭ…

ଭୁଲରେ ବି ଘରର ଛାତ ଉପରେ ରଖନ୍ତୁ ନାହିଁ ଏହି ଜିନିଷ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ସୁଖ ଓ ଶାନ୍ତିରେ ରହିବାକୁ କିଏ ବା ନ ଚାହେଁ । କିନ୍ତୁ ଅନେକ ସମୟରେ ପରିବାରରେ ଅଯଥା ଆର୍ଥିକ କ୍ଷତି ସହ କଳିଝଗଡ଼ା ଲାଗି ରହିଥାଏ । ଏହିସବୁ ପରିସ୍ଥିତି ବାସ୍ତୁ ନିୟମକୁ ନ ମାନିବା ଦ୍ଵାରା ହୋଇଥାଏ। ତେବେ ଘର ନିର୍ମାଣ ଓ ସାଜସଜ୍ଜା ସମୟରେ ବାସ୍ତୁ ନିୟମକୁ ଅନୁସରଣ…

ଶୋଇବା ଘର କେମିତି ହେବା ଆବଶ୍ୟକ । ଜାଣନ୍ତୁ କ’ଣ କହୁଛନ୍ତି ବାସ୍ତୁବିତ୍…

ଓଡ଼ିଶା ସମ୍ବାଦ ବ୍ୟୁରୋ: ସ୍ଵାସ୍ଥ୍ୟ ପାଇଁ ବହୁତ ଆବଶ୍ୟକ ଶୋଇବା। ଶୋଇବା ଘର ଏପରି ଏକ ସ୍ଥାନ, ଯେଉଁଠି ପାଦଦେବା ମାତ୍ରେ ଲାଗେ ଦୁନିଆର ସବୁ ସୁଖ ଗୋଟିଏ ପାଖରେ ତ ଶୋଇବା ଘର ଗୋଟିଏ ପାଖରେ, ତେଣିକି ସେ ଘର କୁଡିଆ ହେଉ କି ମହଲ। ଏପରିକି ଯେତେବେଳେ ସୁଖୀ ଦାମ୍ପତ୍ୟ କଥା ଉଠେ ସେତେବେଳେ ମଧ୍ୟ…

କେଉଁ ଦିନ କରିବେ କେଉଁ କାର୍ଯ୍ୟ: ଜାଣନ୍ତୁ କ’ଣ କହୁଛି ବାସ୍ତୁ ଶାସ୍ତ୍ର

ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ତେଣୁ ବାସ୍ତୁ ଶାସ୍ତ୍ର ଅନୁସାରେ…