ବରୁଣ ପାଣି, ଓଡିଶାରେ ନଥିବା ଓଡିଶାର କବି ଓ ଛବି

ବରୁଣ ପାଣି, ଓଡିଶାରେ ନଥିବା ଓଡିଶାର କବି ଓ ଛବି କେଦାର ମିଶ୍ର ହଠାତ ଆମେରିକାରେ ରହି ଓଡିଆ ସାହିତ୍ୟ ବିଷୟରେ ଅହରହ କାମ କରୁଥିବା ସତ୍ୟ ପଟ୍ଟନାୟକ କହିଲେ- ବରୁଣ ପାଣି ଚାଲିଗଲେ। ଓଡିଆ ସାହିତ୍ୟ ପାଇଁ ବରୁଣ ପାଣି ଖୁବ ଚର୍ଚ୍ଚିତ ଏକ...

ପରମ୍ପରା ଓ ପ୍ରଗତିର ଆଢ଼ୁଆଳରେ ରଜପର୍ବ

ମାନସ ରଞ୍ଜନ ନାୟକ  ମାନବୀୟ ସଭ୍ଯତା ପ୍ରଗତିଶୀଳ ହେବା ସହ ସମାନ୍ତରାଳରେ ପରିବର୍ତ୍ତିତ ତାର ପରମ୍ପରା । ବଦଳିଯାଉଛି ଜୀବନର ମୂଲ୍ଯବୋଧ, ସାମାଜିକତା, ଆଉ ଆଚରଣ। ବସ୍ତୁବାଦୀ ସଫଳତା, ବୃତ୍ତିଗତ ପ୍ରତିଦ୍ବନ୍ଦିତା , ବଦଳାଇ ଦେଇଛି ମଣିଷର ରୂଚି, ଆମୋଦ ପ୍ରମୋଦ ଆଉ...

ମାଟିର ମହାକବି ସଚ୍ଚି ରାଉତରାୟ

ମାଟିର ମହାକବି ସଚ୍ଚି ରାଉତରାୟ (୧୯୧୬-୨୦୦୪) କ୍ଷେତ୍ର: ଭାଷା-ସାହିତ୍ୟ (କବିତା) ବହୁଚର୍ଚ୍ଚିତ ‘ଛୋଟ ମୋର ଗାଁଟି’ ଓ ‘ବାଜି ରାଉତ’ର ସ୍ରଷ୍ଟା ଭାବେ ସୁପରିଚିତ ସଚ୍ଚି ରାଉତରାୟ ଓଡ଼ିଆ ପ୍ରଗତିବାଦୀ କବିତାର ଜଣେ ବରେଣ୍ୟ ସ୍ରଷ୍ଟା। ଦୀର୍ଘ ଅର୍ଦ୍ଧଶତାବ୍ଦୀ ଧରି ସେ ଅପାରଂପରିକ ଶୈଳୀରେ କବିତା, ଗଳ୍ପ,...

ଓଡ଼ିଶା ଓ ଜଗନ୍ନାଥ

ଓଡ଼ିଶା ଓ ଜଗନ୍ନାଥ ମାୟାଧର ମାନସିଂହ ଯେ ଦେବତା ସମଗ୍ର ଜଗତର ନାଥ ଏବଂ ଯେ ଓଡ଼ିଶା ଭୂମିକୁ ନିଜର ବାସସ୍ଥାନ ରୂପେ ଗ୍ରହଣ କରି ତାକୁ ଅନୁଗୃହୀତ କରିଛନ୍ତି, ସେ ଯେ ଓଡ଼ିଶାର ନୁହନ୍ତି, ଏକଥା କୁହାଯାଇ ପାରିବନାହିଁ । ଓଡ଼ିଶାର ମହାମହିମ ଗଜପତିମାନେ ସେମାନଙ୍କର...

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଅମୃତ ଦୃଷ୍ଟି  ପ୍ରେମ ସହ ପରିଚୟ ତୁମ ସହ ସମ୍ପର୍କ ଯୋଡ଼ି ହେଲାପରେ । କେତେ ବୟସ ମୋର ସେତେବେଳେ ? ବୋଧହୁଏ ସାଢ଼େ ଛଅ କିମ୍ବା ସାତ । ନିଜେ ଅସମଯୋଜିତ ବୋଲି ବୁଝେଇ ସାରିଥିଲେ ସାଙ୍ଗସାଥୀ , ଆତ୍ମୀୟସ୍ଵଜନ ।...

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ପ୍ରସାରିତ ଅସ୍ମିତା  ଜୀବନର ଗୌଣ ସତ୍ତା କଳ୍ପନାରେ ବ୍ୟାପି ଯାଏ ସାରାଟା ଆକାଶ । ଏମିତି ଗୋଟେ ଧାଡି଼ ବୋଧହୁଏ ଭାବି ପାରିଥିଲା ମୋ ବାଳୁତ ମନ ଭାବନାକୁ ଗଣ୍ଠିଲି କରି ବାନ୍ଧି ପାରୁନଥିବା କେଉଁ ଏକ କନକନିଆ ପିଲାଦିନେ । ଛଅ...

ସୋସିଆଲ ମିଡିଆରେ ଭଲ କବିତା ବନାମ ଖରାପ କବିତା

ସୋସିଆଲ ମିଡିଆରେ ଭଲ କବିତା ବନାମ ଖରାପ କବିତା କେଦାର ମିଶ୍ର ଭଲ କବିତାକୁ ଖରାପ କବିତାର ଭିଡରୁ ରକ୍ଷା କରିବାକୁ ହେବ – ଆମ ସମୟର କେତେଜଣ ଅତ୍ୟନ୍ତ ସମ୍ବେଦନଶୀଳ କବି ଏ କଥା ଉଠେଇଛନ୍ତି। ସେମାନଙ୍କର ଭୟ ହେଉଛି, ଖରାପ କବିତାର ଭିଡ ଭିତରେ...

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ମିଛ ପ୍ରଜାପତି ତୁମ ପାଖକୁ ଲେଖାଯାଉଥିବା ଚିଠି ଶବ୍ଦ ହୋଇ ଉତ୍ତୁରି ପାରୁନି ଆଉ ଫର୍ଦ୍ଦକୁ । କେହି ଖୋଜୁ କି ନଖୋଜୁ ତୁମକୁ ଉଦ୍ଦେଶ୍ୟ କରି ଲେଖାଯାଉଥିବା ଅସଂଖ୍ୟ ଚିଠି ଲେଖି ହୋଇଚାଲିଛି ପ୍ରତିଟି ସ୍ପନ୍ଦନ ସହ ତାଳ ଦେଇ ରକ୍ତର...

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଉଜ୍ଜ୍ଵଳତାର ଆଖି  " ଅମାବାସ୍ୟାର ଅନ୍ଧାର ମୋର ପ୍ରିୟ କାରଣ ସେ ବିଛେଇଥିବା ରାତିରେ ତାରା ସବୁ ଦେଖିହୁଏ ସ୍ପଷ୍ଟ ଭାବରେ " ଏମିତି କିଛି କହିଥିଲ ଶେଷଥର ସ୍ୱପ୍ନରେ ଯାହାକୁ ମୁଁ ସାଇତି ନେଇଚି ପଲକପାତର ଶିହରଣ ତଳେ । ତୁମକୁ...

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଆବେଗର ଡେଣା  ଆଖି ବନ୍ଦ କଲେ ଉଜ୍ଜ୍ଵଳ ରଙ୍ଗର ଆଲୋକ ହିଁ ଭରି ରହିଥାଏ ସେହି ନିର୍ଜୀବ ଦୁନିଆଁରେ ଯେଉଁଠି ତୁମେ ଅଛ । ଆଖି ଖୋଲା ରଖିଲେ ସାମ୍ନାରେ ଥାଏ  ସଫେଦ ନୀଳରଙ୍ଗୀ ଆକାଶର ଆସ୍ତରଣ ଯେଉଁଠି ମୋ'  କଳ୍ପନାର  ବିଚରଣ...

ସାହିତ୍ୟ