Latest Odisha News

BREAKING NEWS

Browsing Category

ଚେତନାର ଚୌହଦୀ’

ଗୁରୁଙ୍କ ପ୍ରତି ଆସ୍ଥା

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଥରେ ଗୁରୁ ଏବଂ ଶିଷ୍ୟ ଏକ ଗାଁ ଦେଇ ଯାଉଥିଲେ । ଅଳ୍ପ ଦୂର ଚାଲିବା ପରେ ଗୁରୁ ଶିଷ୍ୟଙ୍କୁ କନାଖଣ୍ଡେ ମାଗିଲେ । ଆଜ୍ଞାକାରୀ ଶିଷ୍ୟ କିଛି ବିଚାର ନ କରି ନିଜ ଧୋତିରୁ ଖଣ୍ଡେ ଚିରି ସଙ୍ଗେ ସଙ୍ଗେ ଦେଲେ । ଗୁରୁ ସେହି…

ସନ୍ତୁଷ୍ଟି

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ସନ୍ତୋଷ ମଣିଷକୁ ସୁଖ ଓ ଶାନ୍ତି ପ୍ରଦାନ କରେ । ତୃପ୍ତ ହୋଇଯିବାର ଅବସ୍ଥା ହିଁ ସନ୍ତୁଷ୍ଟି । ଖୁସି ଅଳ୍ପ ସମୟ ପାଇଁ ଦିଏ, ସନ୍ତୁଷ୍ଟି ସବୁଦିନ ପାଇଁ ଖୁସି ଆଣିଦିଏ । ହୃଦୟରେ ସନ୍ତୁଷ୍ଟି ସ୍ଥାପନ କଲେ ଶାନ୍ତି ଅନୁଭବ ହୁଏ । ଗୋଟିଏ…

ପ୍ରକୃତି

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଭଗବାନଙ୍କର ମାୟିକ ଶକ୍ତିଦ୍ୱାରା ଏ ସଂସାରର ସୃଷ୍ଟି । ପ୍ରକୃତିର ଗର୍ଭରେ ଭଗବାନ ଜୀବଙ୍କୁ ସ୍ଥାପିତ କରନ୍ତି । ପ୍ରତ୍ୟେକ ଜୀବର କର୍ମ ଅନୁଯାୟୀ, ପ୍ରକୃତି ତାଙ୍କ ପାଇଁ ଏକ ଉପଯୁକ୍ତ ଶରୀର ସୃଷ୍ଟି କରେ । ପ୍ରକୃତି ଦ୍ୱିବିଧ, ଯଥା-…

ସମ୍ପର୍କ

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ସମ୍ପର୍କ କେବଳ ରକ୍ତରୁ ହିଁ ସୃଷ୍ଟି ହୁଏ ନାହିଁ । ବିଶ୍ୱାସ ସ୍ନେହ ଶ୍ରଦ୍ଧା ଆଉ ଭରଷାରୁ ସମ୍ପର୍କ । ବେଳେ ବେଳେ ଗୋଟିଏ ଛୋଟ ମଞ୍ଜିରୁ ବିରାଟ ସମ୍ପର୍କର ବୃକ୍ଷଟିଏ ସୃଷ୍ଟି ହୋଇଥାଏ । ଛୋଟିଆ ପିଲାଟି ଅଭାବରେ ପଡି ଅଳ୍ପ ବୟସରେ…

ଲୋଭ କଳସ

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଲୋଭ ଏପରି ଏକ ଶଦ୍ଦ ଯାହା ମଣିଷ କୁ ମୃତ୍ୟୁ ଆଡ଼କୁ ନେଇଯାଏ । ସତ୍ତ୍ୱ ଗୁଣରୁ ଜ୍ଞାନର ଉଦୟ ହୁଏ । ରଜୋଗୁଣରୁ ଲୋଭ ଏବଂ ତମୋଗୁଣରୁ ଅବହେଳା ଓ ଭ୍ରମ ଉତ୍ପନ୍ନ । ମନରେ କୌଣସି ବସ୍ତୁ ପ୍ରତି ଲୋଭ ଜନ୍ମିଲେ ତାକୁ ମାୟାବନ୍ଧନ ବୋଲାଯାଏ ।…

ପ୍ରକୃତ ଖୁସି

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ କିଛି ପାଇବାରେ କିଛି ଦେବାରେ ବାସ୍ତବିକ ଖୁସି ନ ଥାଏ, କାରଣ ତାହା କ୍ଷଣିକ । ଖୁସି ହେଉଛି ମନ ଓ ଆଞଗାର । ଥରେ ଜଣେ ରାଜା ବିଦେଶ ଯାଇଥିଲେ । ଯେତେବେଳେ ସେ ନିଜ ଦେଶକୁ ଫେରିବାକୁ ଇଛା କଲେ । ସେତେବେଳେ ସେ ତାଙ୍କର ଚାରି…

ଦୁର୍ଗୁଣ

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଜଣେ ମହାଜନ କୌଣସି ସ୍ଥାନକୁ ଯାଉଥିଲେ । ବାଟରେ ସେ ବିଶ୍ରାମ ନେବାକୁ ଅଟକିଲେ । ସେ ଏକ ଗଛ ତଳେ ଶୋଇବା ସମୟରେ ଏକ ସ୍ୱପ୍ନ ଦେଖିଲେ । ଜଣେ ବ୍ୟବସାୟୀ ରାସ୍ତାରେ ପାଞ୍ଚଟି ଗଧ ଉପରେ ବଡ ବଡ ବସ୍ତା ନେଇ ଯାଉଛନ୍ତି । ବସ୍ତା ଗୁଡ଼ିକ…

ଭଲ ବିଚାର

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଜଣେ ଧନୀ ଲୋକ ଥିଲେ । ସେ ଦାନ ପୂଣ୍ୟ କରୁଥିଲେ । କିନ୍ତୁ ଧନୀକଙ୍କର ଉଦ୍ଦେଶ୍ୟ ଯେମିତି ସମସ୍ତେ କୁହନ୍ତୁ, ମୁଁ ଦାନ ପୂଣ୍ୟ କରୁଛି । ଏହା ଚାରିଆଡେ ପ୍ରଚାର ଓ ପ୍ରସାର ହେଉ । ଦିନେ ଏହାର ସୁଯୋଗ ପାଇ ଧନୀକଟି ଜଣେ ସାଧୁଙ୍କ ସହିତ…

ଅନ୍ତିମ ନିଷ୍ପତ୍ତି

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଜଙ୍ଗଲରେ ଏକ ଗର୍ଭବତୀ ହରିଣ ଏକ ଶିଶୁକୁ ଜନ୍ମ ଦେବାକୁ ଯାଉଥିଲା । ସେ ଏକ ନିକାଞ୍ଚନ ସ୍ଥାନ ଖୋଜି ବୁଲୁଥିଲା । ସେ ନଦୀ କୂଳରେ ଉଚ୍ଚ ଘନ ଘାସ ଥିବା ସ୍ଥାନଟିଏ ଦେଖିଲା । ଶିଶୁକୁ ଜନ୍ମ ଦେବା ପାଇଁ ଉପଯୁକ୍ତ ସ୍ଥାନ ମଣିଲା ।…

ଆତ୍ମ-ଦର୍ଶନ

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଆତ୍ମା ଦ୍ୱାରା ଆତ୍ମାର ଦର୍ଶନ । ଯେଭଳି ମନୁଷ୍ୟ ତାର ପ୍ରତିବିମ୍ବକୁ ଦର୍ପଣରେ ଦର୍ଶନ କରେ । ସେଇଭଳି ପ୍ରେକ୍ଷାଧ୍ୟାନ ସାଧନା ଦ୍ୱାରା ଆତ୍ମାକୁ ସୁକ୍ଷ୍ମ ଭାବରେ ଅନୁଭବ କରେ । ପ୍ରକୃତ ଆତ୍ମଜ୍ଞାନୀମାନେ ଦେହାଭିମାନରୁ ଉର୍ଦ୍ଧ୍ୱରେ…