Latest Odisha News

BREAKING NEWS

Browsing Category

ଗଳ୍ପ

ଗଳ୍ପ : ଖେଳ

ରବି ପଣ୍ଡା ମେଗା ଧାରାବାହିକଟି ଜନପ୍ରିୟତା ହାସଲ କରୁଥିଲା କ୍ରମଶଃ। ଘଟଣା, ଚରିତ୍ର, ସଂଳାପ ବିଶେଷକରି ନିର୍ଦ୍ଦେଶନା ଓ ଫଟୋଗ୍ରାଫିର ଚମତ୍କାର ବିନ୍ୟାସ ଉତ୍କଣ୍ଠିତ ଦର୍ଶକମାନଙ୍କୁ ଯଥା ସମୟରେ ବାନ୍ଧି ରଖୁଥିଲା ଟିଭି ସାମ୍ନାରେ। ନିର୍ଦ୍ଦେଶକଙ୍କୁ ମିଳୁଥିଲା ଅଭିନନ୍ଦନ, ଅଭିନେତା…

ଅନୁବାଦ ଗଳ୍ପ : ଖାନଦାନୀ ପଲଙ୍କ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୪୫ ମୂଳ ବଙ୍ଗଳା : ନରେନ୍ଦ୍ରନାଥ ମିତ୍ର ମକବୁଲ ପୋଷ୍ଟ ଅଫିସରୁ ଚିଠିଟି ଆଣି ଆସିଥିଲା । ଚୌଧୁରୀ ଘର ମହଲାରେ କ୍ଷୀର ଦେବାଲାଗି ପ୍ରତିଦିନ ସିଏ କେନାଲରେ ଛୋଟ ଡଙ୍ଗାଟି ଆଣି ଆସିଥାଏ । ସେଇ କୋଠାର ଗୋଟିଏ ପାଖରେ ଗାଁ ଡାକଘର । ମକବୁଲ…

ଅନୁବାଦ ଗଳ୍ପ : ଅରଣ୍ୟ ଫସଲ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୪୪ ମୂଳ ପଞ୍ଜାବୀ: ମହୀନ୍ଦର ସିଂହ ସରନା ଜଳନ୍ତା ନିଆଁର ଭାଟି ଉପରକୁ ଉହୁଙ୍କିପଡ଼ି ସେଥିରେ ଆଉ କିଛି କୋଲଇା ଭରିଲାବେଳେ ଦୀନାର ଲୁହାପରି କଳାମଚମଚ ଶରୀରଟା କେମିତି ବ୍ରୋଞ୍ଜ୍ ମୂର୍ତ୍ତିଟିଏ ପରି ଚକମକ କରୁଥିଲା । ଜଣେ ହୃଷ୍ଟପୁଷ୍ଟ…

ଅନୁବାଦ ଗଳ୍ପ : ଝରା ପତ୍ରର ଝଙ୍କାର

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୪୩ ମୂଳ ଉର୍ଦ୍ଦୁ: କୁର୍ତ୍ତୁଲ ଆଏନ ହାଇଦର ଆଜି ସକାଳେ ମୁଁ ଆମ ଘର ପଛପଟ ଦରଜା ପାଖରେ ଠିଆହୋଇ ପରିବାବାଲାଠାରୁ ଫୁଲକୋବି କିଣିଲାବେଳେ ଦର ଛିଣ୍ଡଉଥିଲି । ଉପର ମହଲାରେ ରୋଷେଇଘରେ ଷ୍ଟୋଭରେ ଭାତ ଓ ଡାଲି ବସିଥିଲା । ଚାକର ପିଲାଟା…

ଗଳ୍ପ : ଅସହାୟ

ପ୍ରସେନଜିତ ସେଠୀ ସଜ ସଜ ମୌସୁମୀର ଆଗମନ ହୋଇଥାଏ। ପ୍ରଚଣ୍ଡ ଉତ୍ତାପରୁ ସାମାନ୍ୟ ମୁକ୍ତି ମିଳିଥାଏ। ଶୀତଳ ଦକ୍ଷିଣା ପବନର ସ୍ପର୍ଶରେ ଆଖିରେ ନିଦ ମାଡ଼ି ଆସୁଥାଏ। ସବୁଦିନ ପରି ବିଜୟ ବାବୁ ଆଇ.ଆଇ.ସି ଚୌକିରେ ବସି ମାନସ ମନ୍ଥନ କରୁଥାନ୍ତି। ଜମିବାଡ଼ି ବିବାଦକୁ ନେଇ ନିଜ ବଡ଼ ଭାଇ ସହ…

ଅନୁବାଦ ଗଳ୍ପ : ପାକିସ୍ତାନୀ ଅତିଥି

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୪୨ ମୂଳ ହିନ୍ଦୀ: ରାମକୁମାର  ଅଗଣାସାରା ସୂର୍ଯ୍ୟକିରଣ ବିଛେଇ ହୋଇପଡ଼ିଥିଲା ଓ ସେଠାରେ ମୁନ୍ନୀ ଓ ମୀଶା ଦୁହେଁ ଖେଳୁଥିଲେ । ସରସ୍ୱତୀ ତରତର ହୋଇ କୁଣ୍ଡେ ଗରମପାଣି, ଖଣ୍ଡେ ଟାୱଲ, ସାବୁନ ଓ ଦି’ଖଣ୍ଡ ପ୍ୟାଣ୍ଟ ସାର୍ଟ ଧରି ସେମାନଙ୍କୁ…

ଗଳ୍ପ : ହଜିଯାଇଥିବା ମାନଚିତ୍ର

ଚୌଧୁରୀ ବରଦାପ୍ରସନ୍ନ ଦାସ ନିଦ ମଳମଳ ଆଖିରେ ତରବରରେ ପ୍ଲାଟଫର୍ମକୁ ଓହ୍ଲେଇପଡି ଲତିଫ୍ ଦେଖିଲେ ଯେ ଷ୍ଟେସନର ନାଁ ଭୁବନେଶ୍ୱର। ଗତ ରାତିରେ ସେ କଲିକତାରୁ ପୁରୀ ଏକ୍ସପ୍ରେସ ଟ୍ରେନ୍‌ରେ ବସିଥିଲେ ଭଦ୍ରକରେ ଓହ୍ଲାଇବା ପାଇଁ। କିଛି ସମୟ ଉନ୍ନିଦ୍ର ରହିବା ପରେ କେତେବେଳେ ଗଭୀର ନିଦ ତାଙ୍କୁ…

ଅନୁବାଦ ଗଳ୍ପ : କାଠଗଡ଼ାରେ ଈଶ୍ୱର

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୪୧ ମୂଳ ପଞ୍ଜାବୀ: ଗୁଲଜାର ସିଂହ ସାନ୍ଧୁ ପୀରବାବାଙ୍କ ଦରଘା ପାଖରେ ଥିବା ଆମ୍ବଗଛ ତଳେ ନୁରା ଚୁପ୍‌ଚାପ୍‌ ଠିଆ ହୋଇଥିଲା । ମାଷ୍ଟ୍ରେ ଦେଇଥିବା ଘର ପାଠପଢ଼ାକୁ ଶେଷ କରିବାରେ ସେ ବ୍ୟସ୍ତ ଥିଲା । ତା’ ଭଉଣୀ ରହମତେ ପାଖ ଶିଖ୍ ସହିତ…

ଅନୁବାଦ ଗଳ୍ପ : ତଫାତ୍‌!

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୪୦ ମୂଳ ରଚନା : ବିଷ୍ଣୁ ପ୍ରଭାକର ସେଦିନ କାହିଁକି ତା’ର ଭାରି ଇଚ୍ଛା ହେଲା ଭାରତ ଓ ପାକିସ୍ତାନ ଭିତରେ ଟଣା ହୋଇଥିବା ସୀମାରେଖାକୁ ଥରେ ଯାଇ ଦେଖି ଆସିବ । ସେ ମନେ ମନେ ଭାବିଲା, ଦିନେ ସୀମାରେଖାର ଉଭୟ ଭାଗ ଗୋଟିଏ ଦେଶ ଥିଲା ।…

ଅନୁବାଦ ଗଳ୍ପ : ବିଭାଜନ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୩୯  ମୂଳ ହିନ୍ଦୀ: ସ୍ୱୟମ୍ ପ୍ରକାଶ ଆପଣମାନେ କୁର୍ବାନ ଭାଇ ନାଁ ଶୁଣିଛନ୍ତି? ଆମ ଏଇ ଛୋଟିଆ ଟାଉନରେ ସେ ହେଲେ ଜଣେ ଅତି ପରିଚିତ ଓ ସମ୍ମାନାସ୍ପଦ ଲୋକ । ଆମ ଟାଉନର କେନ୍ଦ୍ରସ୍ଥଳ ହେଲା ଆଜାଦ ଚୌକ, ଆଉ ସେଇଠି କୁର୍ବାନ ଭାଇଙ୍କର…