Latest Odisha News

BREAKING NEWS

Browsing Category

ସାହିତ୍ୟ

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୭୯)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୭୯ ମିଥିଳା ଦିଦି କାନ୍ଧରେ ହାତ ପକେଇଲା। ମୁଣ୍ଡରେ ହାତ ସାଉଁଳେଇ କହିଲା, ପୁଣିଥରେ ସଜାଡି ନେବାକୁ ନିଜକୁ। ଉପଦେଶ ଦେଇ ଦମ୍ଭିଲା ସ୍ବରରେ କହିଲା, 'ଯାଉନୁ ଦାଦାଭାଇଙ୍କ ପାଖକୁ ଆଜି।' ତାଙ୍କ କାମ ପାଇଁ ତ ପଠାଏ ସେ, ଏବେ…

ପୁସ୍ତକ ପରିଚୟ : ବିଶ୍ୱରୁପା

ବିଶ୍ୱରୁପା ଗାଳ୍ପିକା : ମଞ୍ଜୁବାଳା ପଣ୍ଡା ପ୍ରକାଶକ : ଇଙ୍କୱାର୍ଲଡ ଓଡ଼ିଆ ଭୁନେଶ୍ୱର ପୃଷ୍ଠା : ୧୭୩ ମୂଲ୍ୟ : ୨୦୦ ଜୀବନର ଅନୁଭବ ଓ ଅନୁଭୂତିକୁ ନେଇ ଗଳ୍ପ ଲେଖୁଥିବା ଗାଳ୍ପିକା ମଞ୍ଜୁବାଳା ପଣ୍ଡାଙ୍କର ଗଳ୍ପ ସଙ୍କଳନ "ବିଶ୍ୱରୂପା" ଏକ ସ୍ୱତନ୍ତ୍ର ସୃଷ୍ଟି । ସମୁଦାୟ ଏଗାରଟି…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୭୮)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୭୮ ମନରେ ଥରେ ଭାବି ନେଲି ମୁକ୍ତି ମାନେ ମୁକ୍ତିପାଇଁ ଅପେକ୍ଷା ନୁହେଁ ଏଇକ୍ଷଣି ଆରମ୍ଭ ହେବ ମୁକ୍ତିପଥର ଯାତ୍ରା। ସନ୍ତର୍ପଣରେ ଦେଖି ନେଉଥିଲି ଆଉଥରେ ଅନ୍ଧାରର ସ୍ମୃତିକୁ। ମନେ ରଖିବା ଦିନୁ ମାଆ ଓ ମୁଁ ୟାରି ଭିତରେ…

କବିତା : ଆଶ୍ୱସ୍ତି

ପ୍ରଦୀପ କୁମାର ମହାପାତ୍ର  ଅତିକ୍ରାନ୍ତ ମୁହୂର୍ତ୍ତମାନଙ୍କର ଭିଡ଼ ଭିତରେ ବିଚରଣ କରୁ କରୁ ଜାଣି ମୁଁ ପାରୁଛି ଏବେ କେବେହେଲେ କାହା ଆଢୁଆଳେ, ଲୁଚି ପାରିଲିନି ବୋଲି, ଦୁନିଆଁ ଦୁଆରେ ଜୀବନର ଲୁଚକାଳି ଖେଳରେ ମୁଁ ଏକ ବିଫଳ ଖେଳାଳୀ ପ୍ରଘଟିତ ସଦା, ଘଟ ପରେ ଘଟ ଢାଙ୍କି ମୁଁ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଚିଠି ଲାଗି ଚିଠି  ପରିସ୍ଥିତି ଦରକାର କରୁଥିବା କଥାକୁ ସଠିକ ବଖାଣି ପାରେନି ବୋଲି ଛୁଆବେଳୁ ଲେଖି ବସିଲି ଚିଠି । ରାଗି ଯାଉଥିବା ନନାଙ୍କୁ ଚିଠି , ମାଡ଼ ଦେଉଥିବା ବୋଉକୁ ଚିଠି , ଅକାରଣରେ ମାଡ଼ ଖୁଆଉଥିବା ସହପାଠୀଙ୍କୁ ଚିଠି , ପିଲାଙ୍କ କଥାରେ ମୋ ପିଠିରେ କୁଆଛୁଆ ଉଡ଼ିଗଲା ଭଳି ମାଡ଼…

କବିତା : ଦେବୀ

ସ୍ମୃତି ରଞ୍ଜନ ତ୍ରିପାଠୀ  ଜହ୍ନ ରାଇଜ କଥା ପିଲାବେଳୁ ଶୁଣିଛି । ଶୁଣିଛି ବି ଅୟୁତ ଯନ୍ତ୍ରଣାର କାରାଗାରରୁ ଶିଶୁହନ୍ତା ରାକ୍ଷସର ନୀଳଜହରରୁ ଦେବୀଟିଏ କେମିତି ମୁକୁଳେଇପାରେ ଆଉ ଜଣଙ୍କ ଦେବୀତ୍ୱ । ମୁଁ ତ କେବେଠୁ ସମର୍ପି ଦେଇଛି ଦେହ ମନ ସବୁ ତୋ' ଆଡେ । ତୋ' ଗାଢ଼…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା ( ୭୭)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୭୭ ଜବାର କାମ ସରିସରିଆସୁଥିଲା।ଫେରିବ ଏବେ ଘରକୁ।ବିବ୍ରତ ଲାଗୁଥିଲା ଆଜି କାହିଁକି କେଜାଣି। ଆଉ ସେଇ ଘସରା ଜୀବନ ଭଲ ଲାଗୁନଥିଲା। ଆଣ୍ଟିଗୋ ଆଜି ଯାଉଚି ଫେରି , କାଲି ଦିନ ଆସୁ ସୁଖକୁ ଧରି...। ଦେଖ, ଯୋଡିଯାଡି…

ପାଠକୀୟ ଆଦୃତି ହିଁ ଲେଖକର ସର୍ବଶ୍ରେଷ୍ଠ ପୁରସ୍କାର : ସୁଷମା ପରିଜା

ଦୀର୍ଘ ଚାରି ଦଶନ୍ଧିରୁ ଅଧିକ ସମୟ ଧରି ଗଳ୍ପ , କବିତା , ଶିଶୁ ସାହିତ୍ୟ ରଚନା କରି ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଚାଲିଥିବା ସୁଷମା ପରିଜା ଏକ ନିଆରା ବ୍ୟକ୍ତିତ୍ୱ । ତାଙ୍କ ରଚନାରେ ଥାଏ । ଅନୁଭବ ଓ ଅନୁଭୂତିର କଥା , ସମାଜର ରୀତି ନୀତି , ଓଡ଼ିଶାର ପରମ୍ପରା, ପର୍ବ ପର୍ବାଣି ତଥା…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୭୬)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୭୬ ଏବେ ଆରମ୍ଭ ହେଲା ବେଦ ,ଉପନିଷଦ ପଢା। ମାନନୀୟା ଶନ୍ନୋଦେବୀଙ୍କ ସହ ଯୋଗାଯୋଗ କରି ମାଆ ସବୁଦିନ ନେଇ ଯାଉଥିଲେ ତାଙ୍କ ପାଖକୁ। ସେ ବଡସୁନ୍ଦର ଭାବରେ ମୋ'ର ଜ୍ଞାନ ପରୀକ୍ଷା କରିନେଲେ। ବୁଝି ପାରିଲେ ମୋ' ଆଧାରଶକ୍ତିକୁ।…

ଅନୁବାଦ ଗଳ୍ପ : ଗୁଳ୍ମ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୯  ମୂଳ ପଞ୍ଜାବୀ: କୁଲୱନ୍ତ ସିଂହ ଭିର୍କ  ଏଇଟା ହେଲା ପାକିସ୍ତାନର ଘଟଣା । ପାକିସ୍ତାନ ବିଷୟର ଘଟଣା । ସେତେବେଳକୁ ପାକିସ୍ତାନ ମାତ୍ର ତିନି ଚାରିମାସ ହେବ ନୂଆକରି ସୃଷ୍ଟି ହୋଇଥାଏ । ସେଠାକାର ସବୁ ସହର,ବଜାର ଭାଙ୍ଗିରୁଜି…