Latest Odisha News

BREAKING NEWS

Browsing Category

ସାହିତ୍ୟ

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ପାଇଁ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ୫ ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍…

ଭାଷା ଭାଗବତ : ଏମିତି ଲେଖକ ଜୀବନ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ କେ କଲେ ସମ୍ମାନ ଜ୍ଞାପନ ପ୍ରସନ୍ନ ହୁଏ ଯା'ର ମନ ସରିନି ତାହାର ଶୈଶବ ଏହା ହିଁ ବୁଝିବାକୁ ହେବ ନିଜ ସ୍ବାର୍ଥ ସାଧନ ପାଇଁ ସେଠୁ ଏଠାକୁ ଆସି, ଯାଇ ବଢ଼ିଲେ ସଂପର୍କ ପରିଧି ଚେତନା ହୋଇଯାଏ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଓଡ଼ିଶା କୁଇଜ୍ ପ୍ରତିଯୋଗିତା

ଭୁବନେଶ୍ୱର :  ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ହେଉଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନି ଦିନ ଧରି କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧାସ୍ଥିତ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ତଥା କୁଇଜ୍…

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ସଭାରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଭାଗୀୟ…

‘ଓଡ଼ିଶା : ନବଦିଗନ୍ତର ସମ୍ଭାବନା’ ନେଇ ଆଲୋଚନା ‘ସେବା ମନୋବୃତ୍ତି ଓ ସଂକଳ୍ପ ନେଇ ସରକାର କାର୍ଯ୍ୟ…

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ଆଦିକବି ସାରଳା ଦାସ ପ୍ରକୋଷ୍ଠରେ ଆୟୋଜିତ '୨୦୩୬ରେ ଓଡ଼ିଶା: ନବଦିଗନ୍ତର ସମ୍ଭାବନା' ଶୀର୍ଷକ ଆଲୋଚନା ସଭାରେ ଅତିଥିମାନେ ଓଡ଼ିଶାର ଗୌରବମୟ ସଂସ୍କୃତି ଓ ପରମ୍ପରାକୁ ସମୃଦ୍ଧ କରିଥିବା ପୂର୍ବସୂରୀମାନଙ୍କ ତ୍ୟାଗ, ତପସ୍ୟା ଓ…

ଓଡ଼ିଆ ଭାଷାରେ ବୈଷୟିକ ଜ୍ଞାନର ପ୍ରୟୋଗ ସମ୍ଭବ

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ତୃତୀୟ ଦିବସରେ ଅତିବଡ଼ି ଜଗନ୍ନାଥ ଦାସ ପ୍ରକୋଷ୍ଠରେ ଫକୀର ମୋହନ ବିଶ୍ଵବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଶିବ ପ୍ରସାବ ଆଧୁକାରୀଙ୍କ ଅଧକ୍ଷତାରେ "ବିଜ୍ଞାନର ଭାଷା ଭାବେ ଓଡ଼ିଆ ଶୀର୍ଷକ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି । ଏହି…

ସଂସ୍କୃତି ଓ ଐତିହ୍ୟ, ରାଜ୍ୟର କୋମଳ ଶକ୍ତି, ଗ୍ରହଣଶୀଳତା ଓଡ଼ିଆ ସଂସ୍କୃତିର ମୂଳମନ୍ତ୍ର

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପ୍ରକୋଷ୍ଠରେ ଆଜି ଆୟୋଜିତ ଅଧିବେଶନରେ ‘ସଂସ୍କୃତି ଏବଂ ଐତିହ୍ୟ : ରାଜ୍ୟର କୋମଳ ଶକ୍ତି ପ୍ରସଙ୍ଗ ଉପରେ ହକି କ୍ରୀଡ଼ାବିତ୍ ତଥା ହଳି ଇଣ୍ଡିଆର ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ, ବିଶିଷ୍ଟ ଭାସ୍କର୍ଯ୍ୟ…

ଓଡ଼ିଆ ସାହିତ୍ୟର ବ୍ୟାପ୍ତି ଓ ସମୃଦ୍ଧିରେ ଅନୁବାଦର ଗୁରୁତ୍ଵ ରହିଛି

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆୟୋଜିତ ଅନୁବାଦ ସମ୍ପର୍କିତ ଆଲୋଚନା ସଭାରେ ଅନୁବାଦକ ତଥା ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ଇଂରାଜୀ ଯତୀନ୍ଦ୍ର କୁମାର ନାୟକ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଅନୁବାଦକ ଅଜୟ କୁମାର ପଟ୍ଟନାୟକ, ସୋମେଶ ମହାପାତ୍ର,…

ଆଧୁନିକ ଜ୍ଞାନ କୌଶଳ ଓ କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର ଦ୍ୱାରା ଓଡ଼ିଆ ଭାଷାକୁ ବିଶ୍ୱସ୍ତରୀୟ କରିହେବ

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ଆୟୋଜିତ ‘ସୂଚନା ଓ ପ୍ରଯୁକ୍ତିବିଦ୍ୟା ଯୁଗରେ ଓଡ଼ିଆ ଭାଷା: ସୁଯୋଗ ଓ ଭବିଷ୍ୟତ’ ଶୀର୍ଷକ ଆଲୋଚନାରେ ବିଶିଷ୍ଟ ପ୍ରଯୁକ୍ତି ବିଶେଷଜ୍ଞ ସେନ୍ଥୀଲ ଶଙ୍କରସୁବ୍ରମନିୟାନ୍‌, ଆଇଏସ୍‌ଜିର ମୁଖ୍ୟ ରେଖା ଆଚାର୍ଯ୍ୟ, ରିଲାଏନ୍ସ ଜିଓ…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଭିନବ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଶନିବାରଠାରୁ ଆରମ୍ଭ ହୋଇଥିବା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଅନ୍ତିମ ଦିବସରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଆରା କାର୍ଯ୍ୟକ୍ରମମାନ ହାତକୁ ନେଇ ଓଡ଼ିଆ ଭାଷାପ୍ରତି ଲୋକଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ ଜାରି ରଖିଥିଲା । ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଓଡ଼ିଆ…