Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଉତ୍କଳ ବିଶ୍ୱବିଦ୍ୟାଳୟରେ ‘ଭାରତୀୟ ଅର୍ଥନୀତି: ୨୦୪୭ ବିକାଶ ଲକ୍ଷ୍ୟ’ ବକ୍ତୃତା

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗ ଏବଂ ଓଡ଼ିଶା ଅର୍ଥନୀତି ସଙ୍ଘ ପକ୍ଷରୁ ପିଜି କାଉନସିଲରେ ‘ଭାରତୀୟ ଅର୍ଥନୀତି: ୨୦୪୭ ବିକାଶ ଲକ୍ଷ୍ୟ' ଶୀର୍ଷକରେ ଏକ ବକୃତା ମାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶ ପରିଷଦ…

ବିଧାନସଭା ଗ୍ରନ୍ଥାଗାର କମିଟିର ରାଜ୍ଯ ଗ୍ରନ୍ଥାଗାର ପରିଦର୍ଶନ

ଭୁବନେଶ୍ବର : ଓଡ଼ିଶା ବିଧାନସଭା ଗ୍ରନ୍ଥାଗାର କମିଟି ଓ ଅନାନ୍ୟ ସଭ୍ୟମାନେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ପରିଦର୍ଶନ କରିଛନ୍ତି । ଏହି ଅବସରରେ ଓଡ଼ିଶା ବିଧାନସଭା ଗ୍ରନ୍ଥାଗାର କମିଟିର ଅଧ୍ୟକ୍ଷ ତଥା ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବିଧାୟକ ଶଶୀଭୁଷଣ ବେହେରା, ବିଧାୟକ…

ଦାସିଆ ଅଜାଙ୍କ ତିରୋଧାନ ଦିବସ ପାଳିତ

ଭୁବନେଶ୍ବର : ଓଡ଼ିଶା ପାଠାଗାର ଆନ୍ଦୋଳନର ପୁରୋଧା ତଥା ଓଡ଼ିଆ ଜାତିର ଗର୍ବ ଓ ଗୌରବ ଦାସରଥି ପଟ୍ଟନାୟକଙ୍କ ( ଦାସିଆ ଅଜା)ଙ୍କ ୨୬ ତମ ତିରୋଧାନ ଦିବସ ହରେକୃଷ୍ଣ ମହତାବ ରାଜ୍ଯ ଗ୍ରନ୍ଥାଗାରରେ ପାଳିତ ହୋଇଯାଇଛି। ଗ୍ରନ୍ଥାଗାରର ନିର୍ଦ୍ଦେଶକ ଦିଲୀପ ରାଉତରାୟଙ୍କ ପୌରହିତ୍ୟରେ ଆୟୋଜିତ ଏହି…

କବି ଜୟନ୍ତ ମହାପାତ୍ରଙ୍କ ସ୍ମୃତିରେ ‘ଟୁ ସାର୍‌‌-ଉଇଥ୍‌‌ ଲଭ୍‌‌’

କଟକ : ହେରିଟେଜ୍‌‌ ୱାକସ୍‌‌ କଟକ ଓ ଓଡ଼ିଶା କ୍ରିକେଟ୍‌‌ ଆସୋସିଏସନ୍‌‌(ଓସିଏ)ର ମିଳିତ ଆନୁକୂଲ୍ୟରେ ଓସିଏ ସମ୍ମିଳନୀ କକ୍ଷରେ ବିଶିଷ୍ଟ କବି ସ୍ବର୍ଗତ ଜୟନ୍ତ ମହାପାତ୍ରଙ୍କ ସ୍ମୃତିରେ ‘ଟୁ ସାର୍‌‌-ଉଇଥ୍‌‌ ଲଭ୍‌‌’ ଶୀର୍ଷକରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌‌ର…

ରାଜ୍ୟ ପାଠାଗାରରେ ପ୍ରେରଣା ଦାୟକ ବକ୍ତୃତା ମାଳା ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପାଠକପାଠିକା ମାନଙ୍କ ସକାଶେ ଜାତୀୟ ଓ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପରୀକ୍ଷାରେ କେମିତି ଓ କିପରି କୃତକାର୍ଯ୍ୟ ହୋଇପାରିବେ ତାହା ଉପରେ ଏକ ବକ୍ତୃତା ସଭା ଆୟୋଜିତ ହୋଇଯାଇଛି ।…

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ ତମ ଜୟନ୍ତୀ ପାଳନ ଅବସରରେ ଏକ ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଉଦଘାଟକ, ପୂର୍ବତନ…

ପରପାରିରେ କବି ଜୟନ୍ତ ମହାପାତ୍ର

କଟକ : ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ ଘଟିଛି । ଗତ କଛି ଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ନିମୋନିଆରେ ଆକ୍ରାନ୍ତ ହେବା ପରେ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ୧୯୨୮ ମସିହା ଅକ୍ଟୋବର ମାସ ୨୨ତାରିଖ…

ଅନୁସୂଚିତ ଜନଜାତିର ଛାତ୍ର-ଛାତ୍ରୀମାନଙ୍କୁ ମାତୃଭାଷାରେ ଶିକ୍ଷାଦାନ ପାଇଁ ଚାରିଦିନିଆ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ତରଫରୁ ଅନୁସୂଚିତ ଜନଜାତିର ଛାତ୍ର-ଛାତ୍ରୀମାନଙ୍କୁ ମାତୃଭାଷାରେ ଶିକ୍ଷାଦାନ ପାଇଁ, କୌଶଳ ଆୟତ କରିବା ଉପରେ ସଂସାଧକମାନଙ୍କ ଚାରିଦିନିଆ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଏହି ଉଦଘାଟନୀ …

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପ୍ରେରଣା ଦାୟକ ବକ୍ତୃତା ମାଳା ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପାଠକପାଠିକା ମାନଙ୍କ ସକାଶେ ଜାତୀୟ ଓ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପରୀକ୍ଷାରେ କେମିତି ଓ କିପରି କୃତକାର୍ଯ୍ୟ ହୋଇପାରିବେ ତାହା ଉପରେ ଏକ ବକ୍ତୃତା ସଭା ଆୟୋଜିତ ହୋଇଯାଇଛି ।…

ଆଭାସୀ ମାଧ୍ୟମରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ରଚନା ଉପରେ ଆଲୋଚନା ଚକ୍ର ଆୟୋଜିତ

ଭୁବନେଶ୍ୱର : ସାହିତ୍ୟ ଓ ସର୍ଜନାକୁ ନେଇ ଥିଙ୍କର୍ସ କ୍ଳବ୍ ପକ୍ଷରୁ ରୀତି ଯୁଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ କୃତ ଭଞ୍ଜ ସାହିତ୍ୟକୁ ନେଇ ୮୧ ତମ ଆଭାସୀ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶୈଳେଶ୍ୱର୍ ନନ୍ଦ, ମନମୋହନ ଆଚାର୍ଯ୍ୟ, ଅଂଶୁମାନ କର ଭଞ୍ଜ ସାହିତ୍ୟର ଶବ୍ଦ ଅର୍ଥ…