Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନସ୍ଥିତ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷାର ପାଞ୍ଚଦିନିଆ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ଶିବିର ଉଦ୍‌ଘାଟିତ ହୋଇଛି । ଆଜିଠାରୁ ଆରମ୍ଭ ହୋଇ ୧୯ ତରିଖ ପର୍ଯ୍ୟନ୍ତ ଚାଲିବାକୁ ଏହି ପ୍ରଶିକ୍ଷଣ ଶିବିରରେ…

ପରିଜା ପାଠାଗାରରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ପାଳିତ

ଭୁବନେଶ୍ୱର : ଭାରତରେ ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନର ଜନକ ଏସ୍. ଆର. ରଙ୍ଗନାଥନଙ୍କ ଜନ୍ମ ବାର୍ଷିକୀ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସ୍ଥିତ ପରିଜା ପାଠାଗାରରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ଭାବେ ପାଳିତ ହୋଇଯାଇଛି । ଏହି ଅବସରରେ ଏସ. ଆର ରଙ୍ଗନାଥନ୍ ଙ୍କ ରଚିତ ବହୁ ମୂଲ୍ୟବାନ ପୁସ୍ତକ…

ଓଡ଼ିଆ ଭାଷା ପ୍ରତିଷ୍ଠାନରେ ପାଞ୍ଚ ଦିନିଆ ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ ଶିବିର

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ‘ଓଡ଼ିଆ ଭାଷା ପ୍ରତିଷ୍ଠାନ’ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନଠାରେ ଆୟୋଜିତ ଏକ ପାଞ୍ଚଦିନିଆ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ ଶିବିର’ ଉଦଯାପିତ ହୋଇଯାଇଛି। ଏହି ଶିବିରରେ ୬୫ ଜଣ ପ୍ରତିଭାଗୀ ଭାଗ ନେଇଥିଲେ। ଚୀନ ଓ…

‘ସ୍ବାଧୀନତା ସଂଗ୍ରାମକୁ ଓଡ଼ିଶା ସାହିତ୍ୟର ଅବଦାନ’ ଶୀର୍ଷକ ଆଲୋଚନାଚକ୍ର ଉଦଘାଟିତ

ଭୁବନେଶ୍ୱର : କେନ୍ଦ୍ର ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ବିଶ୍ବବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମିଳିତ ଆନୁକୂଲ୍ୟରେ ‘ସ୍ବାଧୀନତା ସଂଗ୍ରମାକୁ ଓଡ଼ିଶା ସାହିତ୍ୟର ଅବଦାନ’ ଶୀର୍ଷକରେ ଏକ ଆଲୋଚନା ଚକ୍ର ଉଦଘାଟିତ ହୋଇଯାଇଛି । ଦୁଇଦିନ ଧରି ଚାଲିବାକୁଥିବା ଏହି…

ସାହିତ୍ୟ ପତ୍ରିକା ‘ନିର୍ଭୟା’ ଉନ୍ମୋଚିତ

ପୁରୀ : ବିଶିଷ୍ଟ ସମାଜସେବୀ ତଥା କବୀ ଭବାନୀ ଭୂୟାଁଙ୍କ ସମ୍ପାଦିତ ସାହିତ୍ୟ ପତ୍ରିକା 'ନିର୍ଭୟା' ସ୍ଥାନୀୟ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଉନ୍ମୋଚିତ ହୋଇଯାଇଛି । ଏହା ସହ ପବିତ୍ର ମୋହନ ଦାଶଙ୍କ ନିବନ୍ଧ ସଙ୍କଳନ 'ଭାବରୂପ',ନନ୍ଦିତା ମହାନ୍ତିଙ୍କ ଅନୁଦିତ ଉପନ୍ୟାସ 'ଖେଳ' ଏବଂ ଶିବସୁନ୍ଦର…

ରାଜ୍ୟ ଗ୍ରନ୍ଥାଗାରରେ ପାଠକମାନଙ୍କୁ ମାର୍ଗଦର୍ଶନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର : ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷାରେ ବିଦ୍ୟାର୍ଥୀମାନେ ସମ୍ମୁଖିନ ହେଉଥିବା ସମସ୍ୟା ଓ ସେମାନେ ପରୀକ୍ଷା ପ୍ରଶ୍ନପତ୍ରର ଉତ୍ତର ପ୍ରଦାନ କଲାବେଳେ କରୁଥିବା ତ୍ରୁଟିର ଅବତାରଣା କରି ପ୍ରତ୍ୟେକ ବିଦ୍ୟାର୍ଥୀଙ୍କୁ ମାର୍ଗଦର୍ଶନ ପ୍ରଦାନ କରି ସେମାନଙ୍କୁ ବିଭିନ୍ନ ପ୍ରତିଯୋଗିତା…

ରାଜ୍ୟ ଗ୍ରନ୍ଥାଗାରରେ ସମ୍ବଲପୁରୀ ଦିବସ ପାଳିତ

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ସମ୍ବଲପୁରୀ ଭାଷାର ଭାଷାବିତ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିବସ ଉପଲକ୍ଷେ 'ସମ୍ବଲପୁରୀ ଦିବସ' ପାଳିତ ହୋଇଯାଇଛି । ଏହି ଅବସରରେ ଗ୍ରନ୍ଥାଗାରର ସ୍ବତନ୍ତ୍ର…

ଓଡ଼ିଶା ସାହିତ୍ୟ ଏକାଡେମୀର ୬୬ତମ ସ୍ୱନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀର ୬୬ତମ ସ୍ୱନକ୍ଷତ୍ର ଦିବସ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ପାଳିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଉଦଘାଟକ,…

ଏଟିଏଲ୍‌ସିର ୪୪ତମ ପରିଚାଳନା ସଂସଦ ବୈଠକ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପ୍ରତିଷ୍ଠିତ ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀ (ଏଟିଏଲ୍‌ସି)ର ୪୪ତମ ପରିଚାଳନା ସଂସଦ ବୈଠକ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପ୍ରଶିକ୍ଷଣ ତଥା ଗବେଷଣା ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଜୀବନବ୍ୟାପୀ ସାହିତ୍ୟ ସାଧନା ପାଇଁ ଦେବ୍ରାଜ ଲେଙ୍କା ପାଇବେ ‘ତପସ୍ୟା ଶାଶ୍ୱତ ପୁରସ୍କାର’

ଭୁବନେଶ୍ଵର : ଓଡ଼ିଆ ସାହିତ୍ୟର ପ୍ରଚାର ପ୍ରସାର ନୀରବଛିନ୍ନ ଭାବରେ କାର୍ଯ୍ୟକରୁଥିବା ତପସ୍ୟା ଫାଉଣ୍ଡେସନ ପକ୍ଷରୁ ୨୦୨୨ ମସିହା ପାଇଁ ଓଡ଼ିଆ ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି । ବର୍ଷିୟାନ ସାହିତ୍ୟିକ ଦେବ୍ରାଜ ଲେଙ୍କାଙ୍କୁ ‘ତପସ୍ୟା ଶାଶ୍ୱତ ପୁରସ୍କାର-୨୦୨୨, ନିଗମାନନ୍ଦ ଷଡ଼ଙ୍ଗୀ ଓ…