Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଗୁଣସାଗର ଦାଶଙ୍କ କବିତା ସଙ୍କଳନ ‘ଭୂମିରୁ ଭୂମାକୁ’ ଉନ୍ମୋଚିତ

ଭୁବନେଶ୍ବର : ବସୁମତୀ ସାହିତ୍ୟ ସଂସଦ, ସମ୍ବଲପୁର ଆନୁକୂଲ୍ୟରେ ସ୍ଥାନୀୟ ଭାରତୀୟ ବିଦ୍ୟା ଭବନର ସଭାଗୃହରେ କବି ଗୁଣସାଗର ଦାଶଙ୍କ କବିତା ସଙ୍କଳନ 'ଭୂମିରୁ ଭୂମା'କୁ ଉନ୍ମୋଚିତ ହୋଇଯାଇଛି। ଗିରିଜା ଶଙ୍କର ଶର୍ମାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ କବି ଅମରେଶ…

ଲୋକକଳା ମାଧ୍ୟମରେ ସରକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ପ୍ରୟାସରେ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ଜନସାଧାରଣରେ ସଚେତନତା ସୃଷ୍ଟି କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଗାଁରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସମଗ୍ର…

ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନସ୍ଥିତ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷାର ପାଞ୍ଚଦିନିଆ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ଶିବିର ଉଦ୍‌ଘାଟିତ ହୋଇଛି । ଆଜିଠାରୁ ଆରମ୍ଭ ହୋଇ ୧୯ ତରିଖ ପର୍ଯ୍ୟନ୍ତ ଚାଲିବାକୁ ଏହି ପ୍ରଶିକ୍ଷଣ ଶିବିରରେ…

ପରିଜା ପାଠାଗାରରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ପାଳିତ

ଭୁବନେଶ୍ୱର : ଭାରତରେ ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନର ଜନକ ଏସ୍. ଆର. ରଙ୍ଗନାଥନଙ୍କ ଜନ୍ମ ବାର୍ଷିକୀ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସ୍ଥିତ ପରିଜା ପାଠାଗାରରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ଭାବେ ପାଳିତ ହୋଇଯାଇଛି । ଏହି ଅବସରରେ ଏସ. ଆର ରଙ୍ଗନାଥନ୍ ଙ୍କ ରଚିତ ବହୁ ମୂଲ୍ୟବାନ ପୁସ୍ତକ…

ଓଡ଼ିଆ ଭାଷା ପ୍ରତିଷ୍ଠାନରେ ପାଞ୍ଚ ଦିନିଆ ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ ଶିବିର

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ‘ଓଡ଼ିଆ ଭାଷା ପ୍ରତିଷ୍ଠାନ’ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନଠାରେ ଆୟୋଜିତ ଏକ ପାଞ୍ଚଦିନିଆ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ ଶିବିର’ ଉଦଯାପିତ ହୋଇଯାଇଛି। ଏହି ଶିବିରରେ ୬୫ ଜଣ ପ୍ରତିଭାଗୀ ଭାଗ ନେଇଥିଲେ। ଚୀନ ଓ…

‘ସ୍ବାଧୀନତା ସଂଗ୍ରାମକୁ ଓଡ଼ିଶା ସାହିତ୍ୟର ଅବଦାନ’ ଶୀର୍ଷକ ଆଲୋଚନାଚକ୍ର ଉଦଘାଟିତ

ଭୁବନେଶ୍ୱର : କେନ୍ଦ୍ର ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ବିଶ୍ବବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମିଳିତ ଆନୁକୂଲ୍ୟରେ ‘ସ୍ବାଧୀନତା ସଂଗ୍ରମାକୁ ଓଡ଼ିଶା ସାହିତ୍ୟର ଅବଦାନ’ ଶୀର୍ଷକରେ ଏକ ଆଲୋଚନା ଚକ୍ର ଉଦଘାଟିତ ହୋଇଯାଇଛି । ଦୁଇଦିନ ଧରି ଚାଲିବାକୁଥିବା ଏହି…

ସାହିତ୍ୟ ପତ୍ରିକା ‘ନିର୍ଭୟା’ ଉନ୍ମୋଚିତ

ପୁରୀ : ବିଶିଷ୍ଟ ସମାଜସେବୀ ତଥା କବୀ ଭବାନୀ ଭୂୟାଁଙ୍କ ସମ୍ପାଦିତ ସାହିତ୍ୟ ପତ୍ରିକା 'ନିର୍ଭୟା' ସ୍ଥାନୀୟ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଉନ୍ମୋଚିତ ହୋଇଯାଇଛି । ଏହା ସହ ପବିତ୍ର ମୋହନ ଦାଶଙ୍କ ନିବନ୍ଧ ସଙ୍କଳନ 'ଭାବରୂପ',ନନ୍ଦିତା ମହାନ୍ତିଙ୍କ ଅନୁଦିତ ଉପନ୍ୟାସ 'ଖେଳ' ଏବଂ ଶିବସୁନ୍ଦର…

ରାଜ୍ୟ ଗ୍ରନ୍ଥାଗାରରେ ପାଠକମାନଙ୍କୁ ମାର୍ଗଦର୍ଶନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର : ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷାରେ ବିଦ୍ୟାର୍ଥୀମାନେ ସମ୍ମୁଖିନ ହେଉଥିବା ସମସ୍ୟା ଓ ସେମାନେ ପରୀକ୍ଷା ପ୍ରଶ୍ନପତ୍ରର ଉତ୍ତର ପ୍ରଦାନ କଲାବେଳେ କରୁଥିବା ତ୍ରୁଟିର ଅବତାରଣା କରି ପ୍ରତ୍ୟେକ ବିଦ୍ୟାର୍ଥୀଙ୍କୁ ମାର୍ଗଦର୍ଶନ ପ୍ରଦାନ କରି ସେମାନଙ୍କୁ ବିଭିନ୍ନ ପ୍ରତିଯୋଗିତା…

ରାଜ୍ୟ ଗ୍ରନ୍ଥାଗାରରେ ସମ୍ବଲପୁରୀ ଦିବସ ପାଳିତ

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ସମ୍ବଲପୁରୀ ଭାଷାର ଭାଷାବିତ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିବସ ଉପଲକ୍ଷେ 'ସମ୍ବଲପୁରୀ ଦିବସ' ପାଳିତ ହୋଇଯାଇଛି । ଏହି ଅବସରରେ ଗ୍ରନ୍ଥାଗାରର ସ୍ବତନ୍ତ୍ର…

ଓଡ଼ିଶା ସାହିତ୍ୟ ଏକାଡେମୀର ୬୬ତମ ସ୍ୱନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀର ୬୬ତମ ସ୍ୱନକ୍ଷତ୍ର ଦିବସ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ପାଳିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଉଦଘାଟକ,…