Latest Odisha News
Browsing Category

ସାହିତ୍ୟ ସମ୍ବାଦ

ପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର ଏବଂ ଶ୍ରୀନିବାସ ଉଦଗାତାଙ୍କୁ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପ୍ରଦାନ

ଭୁବନେଶ୍ୱର : ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୨୧ ପାଇଁ ପ୍ରତିଭା ରାୟ, ୨୦୨୨ ପାଇଁ ସୀତାକାନ୍ତ ମହାପାତ୍ର ଏବଂ ୨୦୨୩ ମସିହା ପାଇଁ ଶ୍ରୀନିବାସ ଉଦଗାତାଙ୍କୁ ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ କରାଯାଇଛି । ପୁରସ୍କାର ବାବଦରେ ସେମାନଙ୍କୁ ପାଞ୍ଚ…

“ଭୁବନେଶ୍ବର@୭୫: ପର୍ସ୍ପେକ୍ଟିଭ୍‌ସ” ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଆ ମିଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ପେନ୍‌ ଇନ୍‌ ବୁକ୍ସ ଦ୍ବାରା ପ୍ରକାଶିତ "ଭୁବନେଶ୍ବର@୭୫ : ପରସ୍ପେକ୍ଟିଭ୍‌ସ" ଉନ୍ମୋଚିତ ହୋଇଯାଇଛି । ଏହି ପୁସ୍ତକଟି ଭୁବନେଶ୍ବର ସହର ଉପରେ ଇଂରାଜୀରେ ପ୍ରକାଶିତ ପ୍ରଥମ ଗବେଷଣାତ୍ମକ ପୁସ୍ତକ ।…

ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋର ଏବଂ ଗ୍ରନ୍ଥାଗାର ସୂଚନା ବିଜ୍ଞାନୀ ଦେଶରାଜ କାଳିଆଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ୧୬୨ତମ ଜୟନ୍ତୀ ଏବଂ ରାଜ୍ୟ ଗ୍ରନ୍ଥାଗାରର ପ୍ରଥମ ନିର୍ଦ୍ଦେଶକ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଗ୍ରନ୍ଥାଗାର ସୂଚନା ବିଜ୍ଞାନୀ ଡ଼ଃ ଦେଶରାଜ କାଳିଆଙ୍କ ୧୯ତମ ଶ୍ରାଦ୍ଧ ବାର୍ଷିକୀ ପାଳନ ସହ ଗ୍ରନ୍ଥାଗାର ପରିସରରେ ଏକ ପୁସ୍ତକ ପ୍ରଦର୍ଶନୀ ଓ…

ପ୍ରଥମ “ପ୍ରତିମା ପୁରସ୍କାର ଉତ୍ସବ ୨୦୨୩” ଆୟୋଜିତ

ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ୍, ଲେଖକ ଓ ସମାଜସେବୀ ପ୍ରତିମା ଦେବୀଙ୍କ ସ୍ମୃତିରେ ଗଠିତ ପ୍ରତିମା ଫାଉଣ୍ଡେସନ୍‌ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନରେ ପ୍ରଥମ "ପ୍ରତିମା ପୁରସ୍କାର ଉତ୍ସବ ୨୦୨୩" ଆୟୋଜିତ ହୋଇଯାଇଛି। ଏହି ଅବସରରେ ପିଲାଙ୍କ ସହ ସ୍ମୃତି ଓ ବିକଳ୍ପ ଶିକ୍ଷା ପ୍ରୟୋଗର ପ୍ରକ୍ରିୟା…

ତୁଙ୍ଗିମ ମନୋଜ : ଜୀବନାୟନ ଓ ସାହିତ୍ୟାୟନ ସାରସ୍ୱତ ଆସର

ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧକ ମନୋଜ ଦାସଙ୍କର ଦ୍ଵିତୀୟ ଶ୍ରାଦ୍ଧ ଦିବସ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏକାଡେମୀର ଉପ-ସଭାପତି ସଂଗ୍ରାମ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକାଡେମୀ ଦ୍ୱାରା ପ୍ରକାଶିତ ପୁସ୍ତକ…

ଓଡ଼ିଶାର ବରପୁତ୍ରମାନଙ୍କ ରଚନା ଓ ଅନିନ୍ଦିତା ଦାସଙ୍କ ସଙ୍ଗୀତ ମାଧ୍ୟମରେ ଉତ୍କଳ ଗୌରବଙ୍କ ସ୍ମୃତି ଚାରଣ

ଭୁବନେଶ୍ବର  : ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ, ଅଗ୍ରଣୀ ଅନୁଷ୍ଠାନ ଏଚ୍ . ଡି.ଆଇ, ଫିନିକ୍ସ ସେବା, ମାଟିଭାଷା ଓ ହେଲମେଟର ମିଳିତ ଆନୁକୁଲ୍ୟରେ, ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଶିଷ୍ଟ କବି କେଦାର ମିଶ୍ରଙ୍କ ପରିଚାଳନାରେ…

ମନୋଜ ଦାସଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ ସ୍ମୃତି ସଭା

ଭୁୁବନେଶ୍ୱର : ବିଶିଷ୍ଟ ଲେଖକ ମନୋଜ ଦାସଙ୍କ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମନୋଜ ଦାସ ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଏକ ସ୍ମୃତି ସଭା ଆୟୋଜିତ ହୋଇଯାଇଛି । ସଂସଦର ସଭାପତି କଥାକାର ଅଧ୍ୟାପକ ବିଶ୍ୱରଞ୍ଜନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସ୍ମୃତିସଭାକୁ ପୂର୍ବତନ…

‘ଦୋଛକିରେ ଆଦିବାସୀ ଭାଷା’ ଶୀର୍ଷକରେ ଆୟୋଜିତ ହେଲା କର୍ମଶାଳା

ଭୁବନେଶ୍ବର : ଉତ୍କଳ ବିଶ୍ୱବିଦ୍ୟାଳୟର ନୃତତ୍ତ୍ୱ ବିଜ୍ଞାନ ବିଭାଗ ଏବଂ ସ୍କୁଲ ଅଫ୍ ଆଦିବାସୀ ଅଧ୍ୟୟନ ଏବଂ ସ୍ୱଦେଶୀ ଅନୁସନ୍ଧାନର ମିଳିତ ଆନୁକୂଲ୍ୟରେ ଆଦିବାସୀ ଭାଷାର ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପ୍ରଚେଷ୍ଟାରେ 'ଦୋଛକିରେ ଆଦିବାସୀ ଭାଷା: ଭବିଷ୍ୟତ ପାଇଁ ବିକଳ୍ପ' ଶୀର୍ଷକରେ ଏକ…

ସାହିତ୍ୟ ଅକାଦେମି ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ “ସଉରା ଭାଷା ସମ୍ମେଳନ’ ଉଦ୍‍ଯାପିତ

ଭୁବନେଶ୍ୱର : ସାହିତ୍ୟ ଅକାଦେମି, ନୂଆଦିଲ୍ଲୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ସୌର ଭାଷା ସମ୍ମେଳନ ଉଦଯାପିତ ହୋଇଯାଇଛି । ଦୁଇଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ମହାନ୍ତିଙ୍କ ସଭାପତିତ୍ୱରେ 'ସଉରା ଆଦିବାସୀ ଓ ବିଶ୍ୱାସ' ଶୀର୍ଷକ…

ସୌରୀବନ୍ଧୁ କରଙ୍କ ତୈଳଚିତ୍ର ଉନ୍ମୋଚିତ

କଟକ : ଉତ୍କଳ ସାହିତ୍ୟ ସମାଜ, କଟକ ଆନୁକୂଲ୍ୟରେ ବିଶିଷ୍ଟ ଶ୍ରମିକ ନେତା ଓ ସାହିତ୍ୟିକ ସୌରୀବନ୍ଧୁ କରଙ୍କ ତୈଳଚିତ୍ର ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ସୌରୀବନ୍ଧୁ ସ୍ମୃତିଘର ଦ୍ୱାରା ପ୍ରକାଶିତ ସୌରୀବନ୍ଧୁ କରଙ୍କ…