Latest Odisha News

BREAKING NEWS

Browsing Category

ସାହିତ୍ୟ ସମ୍ବାଦ

ଏଥେନ ବୁକସ ପକ୍ଷରୁ ଚାରୋଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ପବିତ୍ର କୁମାର ପୂର୍ଣ୍ଣିମା ଅବସରରେ ଅଗ୍ରଣୀ ପ୍ରକାଶନୀ ସଂସ୍ଥା ଏଥେନା ବୁକସ ଆନୁକୂଲ୍ୟରେ ସ୍ଥାନୀୟ କେଦାର ନାଥ ଗବେଷଣା ପ୍ରତିଷ୍ଠାନରେ ଏକ ସାରସ୍ଵତ ବନ୍ଧୁ ମିଳନ ଏବଂ ଶର୍ମିଷ୍ଠା ପାଣିଗ୍ରାହୀଙ୍କ 'ମହାର୍ଘ କାତରପଣ' , କବି ଭାଗିରଥି ବେହରାଙ୍କ 'ସଜଲ ଶତକ' , କବି ନୀଳକଣ୍ଠ…

ସରୋଜ ବଳ ପାଇବେ ରାଜ୍ୟ ସ୍ତରୀୟ ‘ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ’

ଭୁବନେଶ୍ୱର : ମହାବୀର ସାଂସ୍କୃତିକ ଅନୁଷ୍ଠାନ, ଭବାନୀପାଟଣା ଦ୍ୱାରା ପ୍ରଦାନ କରାଯାଉଥିବା ରାଜ୍ୟସ୍ତରୀୟ ଭୁବନେଶ୍ୱର ବେହେରା ସମ୍ମାନ ପାଇବା ପାଇଁ କବି ସରୋଜ ବଳ ମନୋନୀତ ହୋଇଛନ୍ତି। ୬ ଟି ଗଳ୍ପ ସଙ୍କଳନ, ୯ ଟି କବିତା ସଙ୍କଳନ ଓ ୨ଟି ଉପନ୍ୟାସର ସ୍ରଷ୍ଟା ଶ୍ରୀ ବଳ ଓଡ଼ିଆ ସାହିତ୍ୟ ଜଗତର…

ବିଶିଷ୍ଟ ପାଲା କଳାକାର ପଣ୍ଡିତ ନାରାୟଣ ଦାଶଙ୍କ ପରଲୋକ

ଭୁବନେଶ୍ୱର : ବାଲିଅନ୍ତା ନିକୁଞ୍ଜବିହାରୀ ମନ୍ଦିରର ମୁଖ୍ୟ ପୂଜକ, ବିଶିଷ୍ଟ ପାଲା କଳାକାର, ଗାନ୍ଧିବାଦୀ ଚେତନାର ପ୍ରବକ୍ତା ପଣ୍ଡିତ ନାରାୟଣ ଦାଶଙ୍କର ୯୮ ବର୍ଷ ବୟସରେ ପରଲୋକ ହୋଇଯାଇଛି । କିଛି ଦିନ ଧରି ବାଦ୍ଧକ୍ୟ ଜନିତ ରୋଗରେ ସେ ପୀଡ଼ିତ ଥିଲେ । ସ୍ୱର୍ଗତଃ ଦାଶଙ୍କର ପରଲୋକ ଖବର ପାଇ…

ଅଶୋକ କୁମାର ବଳଙ୍କ ‘ଗଜପତି ଏ କିଙ୍ଗ ଉଇଥଆଉଟ ଏ କିଙ୍ଗଡମ’ ପୁସ୍ତକ ଉନ୍ମୋଚିତ

ନୁଆଦିଲ୍ଲୀ : କୋଣାର୍କ ପବ୍ଲିସର୍ସ ଓ ଓଡ଼ିଶା ଫୋରମ ଦ୍ବାରା ଆନୁକୂଲ୍ୟରେ ଅଶୋକ କୁମାର ବଳଙ୍କ 'ଗଜପତି ଏ କିଙ୍ଗ ଉଇଥାଉଟ ଏ କିଙ୍ଗଡମ' ପୁସ୍ତକ  ଉନ୍ମୋଚିତ ହୋଇଯାଇଛି । ଏହି ଉତ୍ସବରେ କରଣ ସିଂହ ମୁଖ୍ୟ ଅତିଥିଭାବରେ ଏବଂ ସମ୍ମାନିତ ଅତିଥିଭାବେ ସାମିଲ ହୋଇ ଗଜପତି ମହାରାଜା ଦିବ୍ୟସିଂହ ଦେବ…

ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ପାଇବେ ପ୍ରଥମ ‘ନବଗୁଞ୍ଜର ସମ୍ମାନ’

ଭୁବନେଶ୍ୱର : ସାଂସ୍କୃତିକ ଅନୁଷ୍ଠାନ "ନବଗୁଞ୍ଜର ସଂସ୍କୃତି ମଞ୍ଚ" ପକ୍ଷରୁ ପ୍ରଥମ ନବଗୁଞ୍ଜର ସମ୍ମାନ ଘୋଷଣା କରାଯାଇଛି। ବିଶିଷ୍ଟ ଲେଖକ, ସ୍ତମ୍ଭକାର ତଥା ଭାଷା ଓ ସଂସ୍କୃତି ଗବେଷକ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଏହି ସମ୍ମାନ ପାଇବା ପାଇଁ ମନୋନୀତ ହୋଇଛନ୍ତି । ଆସନ୍ତା ଅକ୍ଟୋବର ୧…

ଇଣ୍ଟ୍ରୋଡକସନ ଟୁ ସାଇକୋଲୋଜି ଅଫ ଡିଜାବିଲିଟି’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ବିଜୟିନୀ ସ୍ମୃତି ଟ୍ରଷ୍ଟ ପକ୍ଷରୁ ବିଜୟିନୀ ସ୍ମୃତି ସଭା- ୨୦୨୨ ଓଡ଼ିଶୀ ରିସର୍ଚ୍ଚ ସେଣ୍ଟର ପରିସରରେ ଆୟୋଜିତ ହୋଇ ଯାଇଛି । ଏହି ଅବସରରେ ଗୋପାଳ କୃଷ୍ଣ ନନ୍ଦ, ବିନୟ ଭୂଷଣ ମହାପାତ୍ର, ଭାଗିରଥି ମହାପାତ୍ର, ଭାଗିରଥି ମହାପାତ୍ର, ଇନ୍ଦ୍ରମଣି ଜେନାଙ୍କ ଲିଖିତ 'ଇଣ୍ଟ୍ରୋଡକସନ ଟୁ…

ବଳରାମ ପୁଜାରୀଙ୍କ କବିତା ସଙ୍କଳନ ‘ଶ୍ବେତପତ୍ର’ ଉନ୍ମୋଚିତ

ଭୁବନେଶ୍ବର : ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ପ୍ରକାଶିତ କବି ବଳରାମ ପୁଜାରୀଙ୍କ ପଞ୍ଚମ କବିତା ସଙ୍କଳନ 'ଶ୍ବେତପତ୍ର' ସ୍ଥାନୀୟ ବିହାର ସ୍ଥିତ ପେନ୍‌ ଇନ୍‌ ବୁକ୍ସ କାର୍ଯ୍ୟାଳୟ ପରିସରରେ ଉନ୍ମୋଚିତ ହୋଇଯାଇଛି। ଏହି ଉନ୍ମୋଚନ ଉତ୍ସବରେ ସୁଦୂର ମାଲକାନଗିରିରୁ…

ଜୟଶ୍ରୀ ଦାସଙ୍କୁ ଶ୍ରେଷ୍ଠ ସାହିତ୍ୟିକା ଜ୍ୟୋତି ସମ୍ମାନ ପ୍ରଦାନ

ଭୁବନେଶ୍ୱର : ନାଗେଶ୍ୱର ଫିଲ୍ମ ପ୍ରଡ଼କ୍ସନ୍ ଅନୁକୁଲ୍ୟରେ ସ୍ଥାନୀୟ ବୁଦ୍ଧମନ୍ଦିରଠାରେ ନାଗେଶ୍ବର ସିନେ ସାହିତ୍ୟ ଆୱାର୍ଡ – ୨୦ ୨୨ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜୟଶ୍ରୀ ଦାସଙ୍କୁ 'ଶ୍ରେଷ୍ଠ ସାହିତ୍ୟିକା ଜ୍ୟୋତି ସମ୍ମାନ' ପ୍ରଦାନ କରାଯାଇଛି । ଏହା ସହ ଦିବ୍ୟାଙ୍ଗ ସମାଜସେବିକା…

ଲକ୍ଷ୍ମଣ ସାହୁଙ୍କୁ ‘ସାରସ୍ଵତ ପ୍ରତିଭା ସମ୍ମାନ’ ପ୍ରଦାନ

ବାରିପଦା : ବଡ଼ସାହି ବାଣୀ ପୀଠର ୪୨ତମ ବାର୍ଷିକଉତ୍ସବ ପାଳନ ଅବସରରେ କଟକ ମହାନଦୀ ବିହାର ମହିଳା ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ସର୍ବୋଚ୍ଚ 'ଓଡ଼ିଆ ଭାଷା ସାହିତ୍ୟର ସ୍ରଷ୍ଟା ସୃଷ୍ଟି ଦ୍ରଷ୍ଟା' ପୁସ୍ତକର ପ୍ରାବନ୍ଧିକ ଲକ୍ଷ୍ମଣ ସାହୁଙ୍କୁ ୨୦୨୨ ପାଇଁ 'ସାରସ୍ଵତ ପ୍ରତିଭା ସମ୍ମାନ'ରେ…

ଜାତିସଂଘ ପକ୍ଷରୁ କିସ୍‍କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର

ଭୁବନେଶ୍ୱର : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କିସ୍‍କୁ ୟୁନେସ୍କୋ ଇଣ୍ଟରନ୍ୟାସ୍‍ନାଲ୍‍ ଲିଟେରାସି ପୁରସ୍କାର- ୨୦୨୨ ମିଳିଛି। ଆଫିକ୍ରାର ଡି ଆଇଭୋର କୋଷ୍ଟଠାରେ ୟୁନେସ୍କୋ ପକ୍ଷରୁ ଅନୁଷ୍ଠିତ ଏହି…